Home Left

ତାତିଲେ ମହିଳା, ଏକାଠି ହୋଇ ନଷ୍ଟ କଲେ ବିପୁଳ ପରିମାଣର ମଦ

ବରଗଡ଼,୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖଲିଆପାଲି ସ୍କୁଲପଡ଼ାରେ ଚାଲିଥିବା କୁଚିଆ ମଦ ବିକ୍ରି ଉପରେ ପୋଲିସ କିମ୍ବା ଅବକାରୀ କିଛି ପଦକ୍ଷେପ ନ ନେବା ପରେ ଶେଷରେ ଅଞ୍ଚଳର ମହିଳାମାନେ ସଂଗଠିତ ହୋଇ ଶନିବାର ସମ୍ପୃକ୍ତ କୁଚିଆ ମଦ ଦୋକାନ…

ଦାରିଙ୍ଗବାଡ଼ିରେ ହେଲା ପ୍ରଚଣ୍ଡ ଶବ୍ଦ: ହଠାତ୍‌ ଥରିବାକୁ ଲାଗିଲା….

ଦାରିଙ୍ଗବାଡି, ୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ ପ୍ରଚଣ୍ଡ ଶବ୍ଦ ସହ ଘର ଦ୍ୱାର ଥରିବା ଆରମ୍ଭ ଯୋଗୁ ଲୋକେ ଘର, କାର୍ଯ୍ୟାଳୟ ଛାଡି ଭୟରେ ବାହାରକୁ…

ବୀରେନ୍ଦ୍ର ସେହଓ୍ବାଗଙ୍କୁ କିଏ ଡ୍ରେସିଂ ରୁମରେ ପିଟିଥିଲେ, କଲାର ଧରି…

ନୂଆଦିଲ୍ଲୀ,୫।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍‌ ବିରେନ୍ଦ୍ର ସେହୱାଗ ସବୁ ସମୟରେ ସବୁଠାରୁ ବିପଜ୍ଜନକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିବେଚିତ ହୋଇଛନ୍ତି। ସବୁବେଳେ ପଡ଼ିଆରେ ରିସ୍କ ନେଇଥିବା ଏହି ବ୍ୟାଟ୍ସମ୍ୟାନ ପ୍ରାୟତଃ କୋଚ ଏବଂ ବରିଷ୍ଠ ଖେଳାଳିଙ୍କ ସହ ସତର୍କତାର ସହ…

ମୁଖ୍ୟମନ୍ତ୍ରୀ ଗୋଟିଏ ନିଷ୍ପତ୍ତି ପାଇଁ କେଉଁ ଚାରିଜଣଙ୍କୁ ପଚାରୁଛନ୍ତି? ତେର୍ଚ୍ଛାବାଣ ମାରିଲେ ପ୍ରସନ୍ନ, କହିଲେ…

ସମ୍ବଲପୁର,୫।୧୦: ପଶ୍ଚିମ ଓଡ଼ିଶାରେ ଜନସମ୍ପର୍କ ପଦଯାତ୍ରା ଚାଲିଥିବା ବେଳେ ଭାଜପାକୁ ଟାର୍ଗେଟ କରିଛନ୍ତି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ। ଦଳକୁ ମଜଭୁତ କରିବାକୁ ଜନସମ୍ପର୍କ ପଦଯାତ୍ରା କରୁଥିବା ବେଳେ ନାଁ ନ ନେଇ ପ୍ରସନ୍ନ ମାରିଛନ୍ତି ତେର୍ଚ୍ଛାବାଣ। ସେ କହିଛନ୍ତି, ଏଠି ଚାରିଟା…

୫ ରାଜ୍ୟର ୨୨ ସ୍ଥାନରେ ଏନଆଇଏ ଚଢାଉ, ଜୈଶ-ଇ-ମହମ୍ମଦ ସହ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୫।୧୦: ଜାତୀୟ ଅନୁସନ୍ଧାନ ଏଜେନ୍ସି ବା ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି(ଏନଆଇଏ) ପାଞ୍ଚଟି ରାଜ୍ୟରେ ଚଢାଉ କରିଛି। ଆତଙ୍କବାଦୀ କାର୍ଯ୍ୟକଳାପ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଇନପୁଟ ପାଇବା ପରେ ଏହି ପ୍ରମୁଖ ପଦକ୍ଷେପ ନିଆଯାଇଛି ବୋଲି ବିଶ୍ୱାସ କରାଯାଏ। ସୂଚନାନୁସାରେ, ଟିମ ପ୍ରାୟ…

ଦିଲ୍ଲୀରେ କାହିଁକି ଟ୍ରେନିଂ ନେବାକୁ ଚାହୁଁଛନ୍ତି ଇସ୍ରାଏଲ ସୁରକ୍ଷା କର୍ମୀ? ପୋଲିସକୁ ମାଗିଲେ ସ୍ଥାନ

ନୂଆଦିଲ୍ଲୀ,୫।୧୦: ମଧ୍ୟ ପୂର୍ବର ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି। ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଏହି ଅଞ୍ଚଳରେ ଆଉ ଏକ ଯୁଦ୍ଧ ଆରମ୍ଭ ହୋଇଛି। ଏହି ଯୁଦ୍ଧ ସମ୍ପର୍କରେ ଉଭୟ ଇରାନ ଏବଂ ଇସ୍ରାଏଲର ସୈନ୍ୟମାନେ ସଜାଗ…

ଘାଟ ଜଗିଛି କୁମ୍ଭୀର: କୁଆଖାଇରେ କୁମ୍ଭୀର ଦେଖି ଲୋକେ ଛାନିଆ

ଭୁବନେଶ୍ୱର,୫।୧୦: ଘାଟ ଜଗିଛି କୁମ୍ଭୀର। କୁଆଖାଇରେ ବୁଲୁଛି କୁମ୍ଭୀର। ଶନିବାର ସକାଳୁ କିଛି ଲୋକେ ଗାଧୋଇବାକୁ ଯାଇଥିବା ବେଳେ ନଦୀ ପଠାରେ କୁମ୍ଭୀର ଶୋଇଥିବା ଦେଖିବାକୁ ପାଇଥିଲେ । ମଞ୍ଚେଶ୍ୱର ନିକଟ କୁଆଖାଇ ନଦୀରେ ଲୋକେ ଗାଧୋଇବା ସମୟରେ କୁମ୍ଭୀର ନଦୀପଠାରେ…

କୋହଲି ନୁହନ୍ତି, ମଇଦାନରେ ଟିମ୍‌ ଇଣ୍ଡିଆର ଏହି ଖେଳାଳି ସ୍ଲେଜିଂ ମାଷ୍ଟର; ଗୁମର ଖୋଲିଲେ ଅଷ୍ଟ୍ରେଲୀୟ…

ନୂଆଦିଲ୍ଲୀ,୫।୧୦: ବିଗତ କିଛି ବର୍ଷ ମଧ୍ୟରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟରେ ପ୍ରତିଦ୍ୱନ୍ଦ୍ୱିତା ରୋମାଞ୍ଚର ଖୋରାକ ଯୋଗାଉଛି। ଖେଳର ତିନୋଟି ଫର୍ମାଟରେ ଉଭୟ ଟିମ୍‌ ବିଶ୍ୱର ଶ୍ରେଷ୍ଠ କ୍ରିକେଟ ଦଳରେ ଗଣା ହୋଇଥାନ୍ତି। ଯେବେ ବି ଏହି ଦୁଇ ଦଳ ମୁହାଁମୁହିଁ ହୋଇଥାନ୍ତି, ଜବରଦସ୍ତ…

ପୁନଃଗଠନ ହେବ OSDMA, ବଢ଼ିବ କର୍ମଚାରୀଙ୍କ ସଂଖ୍ୟା

ଭୁବନେଶ୍ୱର,୫ା୧୦: ରାଜ୍ୟରେ ପୁନଃଗଠନ ହେବ ଓସଡମା। ଏନେଇ ବିଜ୍ଞପ୍ତି ଜାରି କରିଛି ବିଭାଗ। ଓସଡମାରେ ୧୦୨ କର୍ମଚାରୀଙ୍କ ମଧ୍ୟରୁ ୧୦ ପୋଷ୍ଟ ରଦ୍ଦ ହୋଇଥିବାବେଳେ ୩୭ ନୂଆ ପଦବୀ ସୃଷ୍ଟି ହୋଇଛି। ପୁନଃଗଠନ ପରେ କର୍ମଚାରୀ ସଂଖ୍ୟା ବୃଦ୍ଧି ପାଇ ୧୨୯…

+୨ ପରୀକ୍ଷା ତାରିଖ ଘୋଷଣା: ୨ ପର୍ଯ୍ୟାୟରେ ହେବ ପରୀକ୍ଷା

ଭୁବନେଶ୍ୱର,୫।୧୦: ଯୁକ୍ତ ଦୁଇ ପରୀକ୍ଷା ତାରିଖ ଶନିବାର ଘୋଷଣା ହୋଇଛି। ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ହେବ ବୋଲି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା ସୂଚନା ଦେଇଛନ୍ତି। ଆସନ୍ତା ଡିସେମ୍ବର ୨୬ ରୁ ୩୦ ଯାଏ ଇଣ୍ଟରନାଲ ପରୀକ୍ଷା ଅନୁଷ୍ଠିତ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ: ସବୁଠୁ ବଡ଼ ପରାଜୟ

ନୂଆଦିଲ୍ଲୀ,୫।୧୦:ମହିଳା ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ନ୍ୟୁଜିଲାଣ୍ଡ ଭାରତକୁ ୫୮ ରନରେ ପରାସ୍ତ କରିଛି। ଏହି ପରାଜୟ ସହିତ ଭାରତ ନାମରେ ଏକ ଅଲୋଡା ରେକର୍ଡ ପଞ୍ଜିକୃତ ହୋଇଥିଲା। ଟି -୨୦ ବିଶ୍ୱକପ୍‌ରେ…

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ ବ୍ୟବହାର କରାଯାଇପାରିବ ବୋଲି କୋର୍ଟ କହିଛନ୍ତି। ଏନେଇ ଆଡ୍‌ଭୋକେଟ୍‌ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?