ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍ ପର୍ଯ୍ୟନ୍ତ ଯିବାକୁ…
ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ନିୟମିତ ଭାବରେ ତାଙ୍କ ପ୍ରଶଂସକଙ୍କ ସହିତ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ଅପଡେଟ ଶେୟାର କରୁଛନ୍ତି। ସେ ଏବେ…
କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?
ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି ଯାତ୍ରାର ଶେଷ ପର୍ଯ୍ୟାୟରେ ନ୍ୟୁଜିଲ୍ୟାଣ୍ଡରେ ପହଞ୍ଚିଛନ୍ତି। ନିଜର ବିଦେଶ ଗସ୍ତ ସମୟରେ ପିଏମ…
ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…
ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି। ଉପଭୋକ୍ତାଙ୍କୁ ୨୪ ଘଣ୍ଟିଆ ବିଦ୍ୟୁତ୍ ସେବା ମିଳିପାରୁନାହିଁ। ବିଦ୍ୟୁତ୍ ବିଲ ଦର ବଢୁଛି।…
ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ
ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ, ଗତ ମେ ୨୧ରେ ସରପଞ୍ଚ ସାହୁଙ୍କ ମୋବାଇଲକୁ ଏକ ଅଜଣା ନମ୍ବରରୁ କଲ…
ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ
ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍ଙ୍କ ଉପରେ କମ୍ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ ନିର୍ମାତାଙ୍କୁ ସୃଷ୍ଟି କରିଛୁ। ଅନେକ ଭାରତୀୟ ବୃତ୍ତିଧାରୀ ବିଶ୍ୱର କେତେକ ବୃହତ୍ତମ ବ୍ୟାଙ୍କର…
ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ ଇନ୍ଧନ ଭାବେ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହଁାଉଛନ୍ତି। ଫଳରେ ରିଟେଲ ଆଉଟଲେଟ୍ଗୁଡ଼ିକରେ ହାଇ-ଅକ୍ଟେନ…
ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ ଷଣ୍ଢ ଗୁରୁତର ହୋଇ ଚିକିତ୍ସା ହେଉଛି। ବିବେକାନନ୍ଦ ସାମନ୍ତରାୟଙ୍କ ଏତଲା କ୍ରମେ କେନ୍ଦ୍ରାପଡ଼ା…
ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…
ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି। ଏନେଇ ଅଭିଯୋଗ ପରେ ପୋଲିସ ମାମଲା (ନଂ.୧୭୯/୨୬) ରୁଜୁ…
ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍ ଗ୍ରାଣ୍ଟ୍ କଲେଜକୁ ସରକାର ଦେବେ ଟଙ୍କା
ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଶୁକ୍ରବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସ୍ପଷ୍ଟିକରଣ…
ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ
ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ ଜଣାପଡିଛି। କନିକା ରେଞ୍ଜରେ ୯୦ ଓ ରାଜନଗର ରେଞ୍ଜରେ ୨ଟି କୁମ୍ଭୀର ବସା…
୨ବର୍ଷିଆ ବି.ଏଡ୍, ଏମ୍.ଏଡ୍. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ
ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍., ଏମ୍.ଏଡ୍. ଏବଂ ବି.ଏଚ୍.ଏଡ୍. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ରମାନେ ସାମ୍ସ ପୋର୍ଟାଲରୁ ରେଜଲ୍ଟ ଦେଖି ପାରିବେ ବୋଲି ଉଚ୍ଚଶିକ୍ଷା…
ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ
ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା ପାଇଁ ସଂଘର୍ଷ କରୁଥିବା ଲୋକଙ୍କର ଆୟ ହ୍ରାସ ପାଉଛି। ‘ଆଡେଲଫି ଗ୍ଲୋବାଲ’ ସଂସ୍ଥା…

