ଆଜି ୯.୪ କୋଟି ଚାଷୀଙ୍କ ଆକାଉଣ୍ଟକୁ ଯିବ ପିଏମ୍-କିଷାନ ଟଙ୍କା: ଜାଣନ୍ତୁ କେମିତି କରିବେ ଚେକ୍
ନୂଆଦିଲ୍ଲୀ,୫ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ଦେଶର ୯.୪ କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କ ବ୍ୟାଙ୍କ ଖାତାକୁ ୨,୦୦୦ ଟଙ୍କା ଲେଖାଏ ଯିବ। ମହାରାଷ୍ଟ୍ରର ଓ୍ବାଶିମ୍ଠାରେ ଏକ…
ମାସେ ହେଲା ବିନା ଡାକ୍ତରରେ ସେବା
ବ୍ରହ୍ମପୁର,୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଗ୍ରାମାଞ୍ଚଳରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ କରାଯାଇଛି। ଅନେକ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥାରେ ଚାଲିଥିବା ଦେଖାଯାଉଛି। ଜିଲାର କୁକୁଡାଖଣ୍ଡି ବ୍ଲକର ଲାଠି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ସାଂଘାତିକ…
ଡାହାଣୀ ସନ୍ଦେହ: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର
ରାମଚନ୍ଦ୍ରପୁର,(ଗଣେଶ୍ୱର ସା)/ ଘସିପୁରା( ନିରଞ୍ଜନ ସାହୁ),୫ା୧୦: ଡାହାଣୀ ସନ୍ଦେହ କରି ଭାଉଜଙ୍କୁ ଟାଙ୍ଗିଆ ହାଣି ହତ୍ୟା କଲେ ଦିଅର। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଖାଲପାଳ ପଞ୍ଚାୟତ ପାତନା ଗାଁରେ। ହତ୍ୟା ପରେ ଅଭିଯୁକ୍ତ ଦୈତାରୀ…
ମା’ଶାରଳାଙ୍କ ମନ୍ଦିରରେ ଘିଅର ମାନକୁ ନେଇ ଉଠିଲା ପ୍ରଶ୍ନ
ଜଗତ୍ସିଂହପୁର, ୫ା୧୦(ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ଶାରଳା। ଏହି ମନ୍ଦିରକୁ ପ୍ରତ୍ୟହ ଜିଲା ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥାଏ। ପାର୍ବଣ ପାଇଁ ସେପ୍ଟେମ୍ବର ୨୪ରୁ ମନ୍ଦିରରେ ସ୍ବତନ୍ତ୍ର ପୂଜାପାଠ ଚାଲିଛି।…
ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା
ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନରୁ ୫.୮ କି.ମି. ଊର୍ଦ୍ଧ୍ୱରେ ଦକ୍ଷିଣ-ପଶ୍ଚିମ ଦିଗରେ ବ୍ୟାପିଛି। ଅନ୍ୟପଟେ ଦକ୍ଷିଣ ପଶ୍ଚିମ…
ଗାଁ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ ଜିଲାପାଳ
ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟ ସରକାର ଗ୍ରାମାଞ୍ଚଳ, ଉପାନ୍ତ ଅଞ୍ଚଳରେ ବୁଲି ଲୋକଙ୍କ ଦୁଃଖ ବୁଝିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଉପାନ୍ତ ଅଞ୍ଚଳରେ ଲୋକମାନଙ୍କ ସହ ସିଧାସଳଖ ଯୋଡ଼ି ହୋଇ ଦୁଃଖ ବୁଝିବା ପାଇଁ ଜିଲାପାଳ ନିଜେ…
୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ବେଲପଡ଼ା, ୫ା୧୦(ମନୋଜ କୁମାର ମିଶ୍ର):ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ୍ରେ ଏମ୍ଜିଏନ୍ଆର୍ଇଜିଏସ୍ରେ ହୋଇଥିବା କାମର ବିଲ୍ କରିବା ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବେଲପଡ଼ା ବ୍ଲକ୍ର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନାଯୋଗ୍ୟ…
ମଙ୍କିପକ୍ସ ଟେଷ୍ଟିଂ କିଟ୍କୁ ଡବ୍ଲ୍ୟୁଏଚ୍ଓର ମଞ୍ଜୁରୀ
ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି ରୋଗକୁ ଜନସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷଣା କରାଯାଇଛି। ଏହି ରୋଗରେ ଜ୍ୱର ହେବା ସହ ତ୍ୱଚାରେ…
ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ
ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କ…
‘ଶିକ୍ଷାକ୍ଷେତ୍ରରେ ଶିକ୍ଷକମାନଙ୍କ ଭୂମିକା ଅତୁଳନୀୟ’
ଭାରତରେ ପ୍ରତିବର୍ଷ ୫ ସେପ୍ଟେମ୍ବରରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ବା ଶିକ୍ଷକ ଦିବସ ଭାବେ ପାଳନ କରାଯାଉଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଶିକ୍ଷକ ଦିବସ ପ୍ରତିବର୍ଷ ୫ ଅକ୍ଟୋବରରେ ପାଳନ କରାଯାଏ। ଏହି ଦିନ ଶିକ୍ଷକମାନଙ୍କର ଅବଦାନ ଏବଂ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ…
କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ
ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବାଉରିସାହିର ସରସ୍ବତୀ…
ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ
ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ ପାଇଁ ଶୁକ୍ରବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ସିନିୟର ଚୟନ କମିଟି ମୁଖ୍ୟ ଅମିୟ…

