Home Left

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ ପକ୍ଷରୁ ପୂର୍ବରୁ ସୁରଦା ପ୍ରଧାନଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ରବିବାର ତାଙ୍କୁ ପରିରର୍ତ୍ତନ କରି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବର୍ଷିଲେ ଗାଭାସ୍କର

ମୁମ୍ବାଇ,୧୫।୪: ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇ ଇଣ୍ଡିଆନ୍ସର ଖରାପ ଫର୍ମକୁ ନେଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟାର୍ଗେଟ କରିଛନ୍ତି। ଏହି ସିଜିନ୍‌ରେ ମୁମ୍ବାଇ ୬ଟି ମ୍ୟାଚ ମଧ୍ୟରୁ ୪ଟି ହାରିଛି। ଏହି କାରଣରୁ ହାର୍ଦ୍ଦିକଙ୍କୁ ସବୁ ଦିଗରୁ ସମାଲୋଚନା…

୨୪,୦୦୦ ଟଙ୍କା ଖୁଚୁରା ଧରି ନାମାଙ୍କନ ପତ୍ର ଦାଖଲ କରିବାକୁ ଆସିଲେ ପ୍ରାର୍ଥୀ: କର୍ମଚାରୀ ନୟାନ୍ତ

ଭୋପାଳ,୧୫।୪: ଭୋପାଳ ଲୋକ ସଭା ଆସନ ପାଇଁ ନାମାଙ୍କନ ପ୍ରକ୍ରିୟା ଏପ୍ରିଲ ୧୯ ପର୍ଯ୍ୟନ୍ତ ଜାରି ରହିବ। ଦୁଇ ଦିନ ଛୁଟି ପରେ ସୋମବାର ମାନବ ସମାଧାନ ପାର୍ଟିର ପ୍ରାର୍ଥୀ ସଞ୍ଜୟ ସରୋଜ ପାଞ୍ଚ ଅଖା ଭିତରେ ପ୍ରାୟ ୨୪,୦୦୦ ଟଙ୍କା…

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା ଦଳ, ଭାରତୀୟ ଜନତା ପାର୍ଟି ତାର ବିଧାୟକ ପ୍ରାର୍ଥୀ ତାଲିକା ଘୋଷଣା କରି ସରିଥିବା…

ପଦ ଛାଡିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ

ସିଙ୍ଗାପୁର,୧୫।୪: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ ଲୁଙ୍ଗ ସୋମବାର କହିଛନ୍ତି ଯେ ସେ ଆସନ୍ତା ୧୫ମେ’ ରେ ନିଜ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ଲରେନ୍ସ ୱଙ୍ଗ ନିଯୁକ୍ତ ହେବେ। ସେ ବର୍ତ୍ତମାନ ଦେଶର ଉପପ୍ରଧାନମନ୍ତ୍ରୀ ଅଟନ୍ତି। ପ୍ରଧାନମନ୍ତ୍ରୀଙ୍କ…

ଭାଜପାରେ ସାମିଲ ହେଲେ ବରଗଡ଼ର ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ଭୁବନେଶ୍ୱର,୧୫।୪: ଭାଜପାରେ ସାମିଲ ହେଲେ ବରଗଡ଼ର ପୂର୍ବତନ ଏମ୍‌ପି ପ୍ରଭାସ ସିଂ। ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବତନ ଏମ୍‌ପି ପ୍ରଭାସ ନିକଟରେ ବିଜେଡି ଛାଡ଼ିଥିଲେ।  

ବିଜେଡିକୁ ଶକ୍ତ ଝଟ୍‌କା: ଦଳ ଛାଡିଲେ ରାଜ୍ୟ ସମ୍ପାଦକ

ଭୁବନେଶ୍ୱର,୧୫।୪: ଆଗାମୀ ନିର୍ବାଚନକୁ ରାଜନୀତି ସରଗରମ ହେବା ସହିତ ନେତାଙ୍କ ଦଳ ବଦଳ ଜାରି ରହିଛି। କିଏ ଦଳ ଛାଡୁଛି ତ କିଏ ନୂଆ ଦଳରେ ସାମିଲ ହେଉଛି। ସେହିପରି ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ।…

ଓମାନରେ ପ୍ରଳୟଙ୍କରୀ ବନ୍ୟା, ଏବେ ପର୍ଯ୍ୟନ୍ତ ୧୩ ମୃତ

ମସ୍କଟ,୧୫।୪: ପ୍ରକୃତି ବର୍ତ୍ତମାନ ମଧ୍ୟ ପୂର୍ବର ଓମାନ ସହରରେ ତାଣ୍ଡବ ସୃଷ୍ଟି କରୁଛି। ସୋମବାର ପ୍ରବଳ ବର୍ଷା ଯୋଗୁଁ ସେଠାରେ ୧୩ ଜଣଙ୍କର ମୃତ୍ୟୁ ହେଲାଣି। ୟୁଏଇ ସ୍ଥିତ ଖାଲିଜ ଟାଇମ୍ସ ଅନୁଯାୟୀ ଓମାନର ସିଭିଲ ଡିଫେନ୍ସ ଏବଂ ଆମ୍ବୁଲାନ୍ସ କର୍ତ୍ତୃପକ୍ଷ…

ପଡ଼ିଆ ବାହାରେ ଏମିତି କାମ କଲେ ଧୋନୀ: ସମସ୍ତେ କରୁଛନ୍ତି ବାଃ ବାଃ

ମୁମ୍ବାଇ,୧୫।୪: ଚେନ୍ନାଇ ସୁପର କିଙ୍ଗ୍ସ ନିଜ ଘରୋଇ ୱାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଆଇପିଏଲ ୨୦୨୪ରେ ଚତୁର୍ଥ ବିଜୟ ହାସଲ କରିଛି। ଚେନ୍ନାଇର ଏହି ବିଜୟରେ ଏମଏସ ଧୋନୀ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଧୋନୀ ଦଳ ପାଇଁ…

ଏୟାର ଇଣ୍ଡିଆ ବିମାନ ଯାତ୍ରା ସମୟରେ ରାଗିଲେ ଭାଜପା ନେତା

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀ ଏବଂ ଦୁବାଇ ମଧ୍ୟରେ ଏୟାର ଇଣ୍ଡିଆର ବିମାନରେ ପ୍ରମୁଖ ଅବହେଳା ସାମ୍ନାକୁ ଆସିଛି। ଭାଜପା ନେତା ସୁଦର୍ଶନ ମିତ୍ତଲ କହିଛନ୍ତି ଯେ ସେ ଏହି ବିମାନରେ ପାଇଥିବା ସିଟର ଫୁଟରେଷ୍ଟ ଭାଙ୍ଗି ଯାଇଥିଲା। ଯେତେବେଳେ ସେ କ୍ୟାବିନ କ୍ରୁଙ୍କ…

କଂଗ୍ରେସରୁ ଟିକେଟ୍‌ ପାଇବା ପରେ ଏମିତି କହିଲେ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ

ଭୁବନେଶ୍ୱର,୧୫।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ବୀବଲ୍ଲଭଙ୍କୁ କଂଗ୍ରେସ ପକ୍ଷରୁ ବେଗୁନିଆରୁ ବିଧାୟକ ପ୍ରାର୍ଥୀ ଘୋଷଣା କରାଯାଇଛି। ଟିକେଟ୍‌ ପାଇବା ପରେ ନିଜ ପ୍ରତିକ୍ରିୟା ଦେଇ ପୃଥ୍ବୀବଲ୍ଲଭ କହିଛନ୍ତି, ଆମେ ଲଢିବୁ ଏବଂ ଜିତିବୁ ମଧ୍ୟ। ଗତ ପଞ୍ଚାୟତ ନିର୍ବାଚନଠାରୁ…

ଦେଶର ସବୁଠାରୁ ବଡ ଭୋଟର ପରିବାର, ୧୦-୨୦ ନୁହେଁ ଗୋଟିଏ ପରିବାରରେ ଭୋଟରଙ୍କ ସଂଖ୍ୟା ଶହେରେ

ଗୁଆହାଟି,୧୫।୪: ଲୋକ ସଭା ନିର୍ବାଚନ ୨୦୨୪ରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ସମୟରେ ଆସାମରେ ଏକ ପରିବାର ଦେଖିବାକୁ ମିଳିଛି ଯେଉଁଠାରେ ୩୫୦ ଭୋଟର ଅଛନ୍ତି। ଏହି ପରିବାର ସେମାନଙ୍କର ମତାଧିକାର ସାବ୍ୟସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri