Home Left

ବଦଳିବ ଜେଲ ମାନୁଆଲ୍‌: ବନ୍ଦୀଙ୍କୁ ଜାତି ଆଧାରରେ କାମ ବାଣ୍ଟିବା ବନ୍ଦ

ନୂଆଦିଲ୍ଲୀ,୪ା୧୦(ପି.ଟି.):ଦେଶର ୧୧ ରାଜ୍ୟରେ ଜେଲ୍‌ ନିୟମାବଳୀରେ ରହିଥିବା ଜାତିଭିତ୍ତିକ ପକ୍ଷପାତିତାକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଉକ୍ତ ମାନୁଆଲ ଅନୁଯାୟୀ ବନ୍ଦୀମାନଙ୍କୁ କାର୍ଯ୍ୟ ବଣ୍ଟନ ବେଳେ ସେମାନଙ୍କୁ ଜାତିକୁ ଆଧାରକରି ପକ୍ଷପାତ କରାଯାଉଥିଲା ଓ ଅଲଗା ଓ୍ବାର୍ଡରେ ପୃଥକ ରଖାଯାଉଥିଲା। ୩…

ସମ୍ବଲପୁର ଜେଲ୍‌ରେ ରେଡ୍‌

ସମ୍ବଲପୁର,୪ା୧୦: ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍‌। ହୋଇଛି। ଶୁକ୍ରବାର ଭୋର୍‌ ୪ଟାରୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଛି। ପୋଲିସ ଫୋର୍ସ ସହ ସମ୍ବଲପୁର ଅତିରିକ୍ତ ଏସ୍‌ପି, ସଦର ଏସ୍‌ଡିପିଓ ସାମିଲ ହୋଇଛନ୍ତି। ବିପୁଳ ପରିମାଣର ଗୁଟ୍‌ଖା, ଖଇନି ସହ…

ଅସୁରକ୍ଷିତ କଳାପଥର ଖାଦାନ: ଡିଜିଏମ୍‌ଏସ୍‌ଙ୍କ ନିର୍ଦ୍ଦେଶକୁ ଅବମାନନା

ଯାଜପୁର,୪ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ କଳାପଥର ଉତ୍ତୋଳନରେ କୌଣସି ଆଇନକାନୁନ୍‌କୁ ଲିଜ୍‌ଧାରୀମାନେ ମାନୁ ନାହାନ୍ତି। କେନ୍ଦ୍ର ଖଣି ସୁରକ୍ଷା ନିର୍ଦ୍ଦେଶକ ତଥା ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ମାଇନ୍ସ ସେଫ୍ଟି(ଡିଜିଏମ୍‌ଏସ୍‌), ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଯାଜପୁର ଲଘୁ…

ଆଜି ଢିଙ୍କିଆ ନିର୍ବାଚନ, ପୋଲିସ ଛାଉଣୀରେ ପଞ୍ଚାୟତ

କୁଜଙ୍ଗ,୪।୧୦(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ୍‌ର ବହୁ ଚର୍ଚ୍ଚିତ ଢିଙ୍କିଆ ପଞ୍ଚାୟତର ସରପଞ୍ଚ ଓ ୱାର୍ଡସଭ୍ୟାସଭ୍ୟଙ୍କ ନିମନ୍ତେ ଶୁକ୍ରବାର ଭୋଟ ଗ୍ରହଣ କରାଯିବ। ସକାଳ ୭ ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଏଥିନିମନ୍ତେ ପ୍ରଶାସନିକ…

ବାଲିଯାତ୍ରା ପାଇଁ ଗଠନ ହେବ ନୂଆ କମିଟି

କଟକ,୩ା୧୦(କାର୍ତ୍ତିକ ସାହୁ): ଚଳିତ ବର୍ଷ ବାଲିଯାତ୍ରା ଆୟୋଜନ ଦାୟିତ୍ୱରୁ କଟକ ମହାନଗର ନିଗମ (ସିଏମ୍‌ସି)କୁ ଅନ୍ତର କରାଯାଇଥିବା ନେଇ ପ୍ରଚାରିତ ଗୁଜବକୁ ଶୁକ୍ରବାର ଖଣ୍ଡନ କରାଯାଇଛି। କଟକ ଜିଲା ସାଂସ୍କୃତିକ ପରିଷଦର ଗୋଚରକୁ ଏପରି ଗୁଜବ ଆସିବା ପରେ ଏନେଇ ପ୍ରେସ୍‌…

ହରିୟାଣାରେ ସରିଲା ନିର୍ବାଚନ ପ୍ରଚାର: ୫ରେ ଭୋଟ

ଚଣ୍ଡିଗଡ଼,୩ା୧୦: ଆସନ୍ତା ୫ ତାରିଖରେ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଗୁରୁବାର ସନ୍ଧ୍ୟାରେ ହାଇଭୋଲ୍‌ଟେଜ୍‌ ପ୍ରଚାର ଶେଷ ହୋଇଛି। ଭାଜପା ସରକାର ବିରୋଧୀ ହାଓ୍ବାକୁ ପ୍ରତିହତ କରି ପୁନର୍ବାର କ୍ଷମତାରେ ରହିବା ପାଇଁ ଆଶା ରଖିଥିବାବେଳେ…

ଇଶା ଫାଉଣ୍ଡେଶନ ମାମଲା: ପୋଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୧୦: ଆଧ୍ୟାତ୍ମିକ ଗୁରୁ ଜଗି ବାସୁଦେବଙ୍କ କୋଏମ୍ବାଟୁରସ୍ଥିତ ଇଶା ଫାଉଣ୍ଡେନ ଆଶ୍ରମରେ ୨ ମହିଳାଙ୍କୁ ବେଆଇନ ଭାବେ ବନ୍ଧକ ରଖାଯାଇଥିବା ଅଭିଯୋଗର ପୋଲିସ ତଦନ୍ତ ଉପରେ ସୁପ୍ରିମକୋର୍ଟ ଗୁରୁବାର ରୋକ ଲଗାଇଛନ୍ତି। ମାଡ୍ରାସ୍‌ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ୧୫୦ ଜଣିଆ ପୋଲିସ…

ଇରାନରେ ବିଷାକ୍ତ ମଦ ପିଇ ୨୬ରୁ ଅଧିକ ମୃତ

ତେହେରାନ, ୩।୧୦: ଇରାନରେ ମିଥାନୋଲ ମିଶ୍ରିତ ବିଷାକ୍ତ ମଦ ପିଇ ଅତି କମ୍‌ରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବାନେଇ ଗୁରୁବାର ଦେଶର ସରକାରୀ ମିଡିଆ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ଇରାନର ମାଜନ୍ଦରାନ ଓ ଗିଲାନ୍‌ ରାଜ୍ୟ ଏବଂ ପଶ୍ଚିମ ଇରାନର…

ରାମମନ୍ଦିର ଶିଖର ନିର୍ମାଣ କାର୍ଯ୍ୟ ଆରମ୍ଭ

ଅଯୋଧ୍ୟା,୩ା୧୦: ଅଯୋଧ୍ୟାର ୧୬୧ ଫୁଟ୍‌ ଉଚ୍ଚତା ବିଶିଷ୍ଟ ରାମମନ୍ଦିରର ମୁଖ୍ୟ ଶିଖର ନିର୍ମାଣ କାର୍ଯ୍ୟ ଗୁରୁବାର ଆରମ୍ଭ ହୋଇଛି। ୪ ମାସ ମଧ୍ୟରେ ଏହି ନିର୍ମାଣ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ମନ୍ଦିର ନର୍ମାଣ କମିଟି ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ରା କହିଛନ୍ତି।…

ଧାରରେ ଆଣି ଖାଇଥିଲେ ସଉଦା, ବାକି ଟଙ୍କା ମାଗିବାରୁ…

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପ୍ରଦୀପ ପାଣିଗ୍ରାହୀ ଏବଂ ତାଙ୍କ ବାପା ଟୁନା ପାଣିଗ୍ରାହୀଙ୍କୁ ଗ୍ରାମର ନିଳା ଓରଫ ନିଳାଞ୍ଚଳ ମହାରଣା କାତିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପ୍ରଦୀପ ଏନେଇ ଗୁରୁବାର ଦିଗପହଣ୍ଡି ଥାନାରେ ଏତଲା…

ସମ୍ପର୍କରେ କଳଙ୍କ: ମା’ଙ୍କୁ ବଳାତ୍କାର କଲେ ପୁଅ

ଦେବଗଡ଼,୩।୧୦(ଶଶାଙ୍କ ଶେଖର ଝାଙ୍କର): ସମ୍ପର୍କରେ ଲାଗିଛି କଳଙ୍କର ଛିଟା। ଜନ୍ମଦାତ୍ରୀ ମା’ଙ୍କୁ ବଳାତ୍କାର ଭଳି ଜଘନ୍ୟ ଅପରାଧ କରିବାକୁ ପଛାଇନାହାନ୍ତି ଜଣେ ପୁଅ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ମା’(୫୨)ଙ୍କୁ ୨୮ବର୍ଷୀୟ ପୁଅ ବଳାତ୍କାର କରିଛନ୍ତି।…

ହେଜ୍‌ବୋଲ୍ଲା ମୁଖ୍ୟଙ୍କ ମୃତ୍ୟୁର ୭ ଦିନ ମଧ୍ୟରେ ଜନ୍ମ ନେଲେ ୧୦୦ ‘ନସରାଲ୍ଲା’

ବେରୁଟ୍‌,୩।୧୦: ହେଜ୍‌ବୋଲ୍ଲା ମୁଖ୍ୟ ହାସନ ନସରାଲ୍ଲାଙ୍କ ମୃତ୍ୟୁକୁ ନେଇ ଅନେକ ମୁସଲମାନ ଦେଶ ଚିନ୍ତା ପ୍ରକଟ କରିଛନ୍ତି। ହେଜ୍‌ବୋଲ୍ଲା ମୁଖ୍ୟଙ୍କ ମୃତ୍ୟୁକୁ ନେଇ କ୍ରୋଧିତ ଲୋକମାନେ କହିଥିଲେ ଯେ ଯଦି ଇସ୍ରାଏଲ ଜଣେ ହସନ ନାସରାଲ୍ଲାଙ୍କୁ ହତ୍ୟା କରେ, ତେବେ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?