Home Left

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର ହୋଇଥିବାରୁ ଚିଲିକାରେ ମାଛ ମାରିବା ଥିଲା ତାଙ୍କର ମୁଖ୍ୟ ବେଉସା l ଦିନେ...

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଜିଲା କ୍ରୀଡା ଅଧିକାରୀ ରାଜେନ୍ଦ୍ର...

Post Officeର ଜବରଦସ୍ତ ସ୍କିମ୍‌: ମାସିକ ୫୫୫୦ ଟଙ୍କା ରୋଜଗାର ଗ୍ୟାରେଣ୍ଟି

ପୋଷ୍ଟ ଅଫିସ ଗ୍ରାହକମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସଞ୍ଚୟ ଯୋଜନା ପ୍ରଦାନ କରେ। ପୋଷ୍ଟ ଅଫିସ ଏକ ଉଲ୍ଲେଖନୀୟ ଯୋଜନା ହେଉଛି, ମାସିକ ଆୟ ଯୋଜନା (MIS), ଯାହା ଏକକାଳୀନ ନିବେଶ ପାଇଁ ଏକ ସ୍ଥିର ମାସିକ ସୁଧ ହାର...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି । ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।...

କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଋତୁର ଏହି ପ୍ରଥମ କୁହୁଡ଼ି ଯୋଗୁଁ ସୋମବାର ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ୨୫ଟି ଗାଡ଼ି...

ଶରୀର ପାଇଁ ଉପକାରୀ ଗାଜର, ହାର୍ଟକୁ ସୁସ୍ଥ ରଖିବା ସହ…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏଥିରେ ଭିଟାମିନ, ଫାଇବର୍‌ ଓ ଆଣ୍ଟି ଅକ୍ସିଡାଣ୍ଟ ଉପାଦାନ ଭରି ହୋଇରହିଛି। ଏଥିରେ ଏଭଳି ଉପକାରୀ ତତ୍ତ୍ୱ ଭରିରହିଛି, ଯାହା ହୃତ୍‌ପିଣ୍ଡ ପାଇଁ ଉପକାରୀ। ‘ସୁସ୍ଥ ହୃତ୍‌ପିଣ୍ଡ ଏବଂ ଗାଜର’ ଶୀର୍ଷକ...

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ କରାଯାଇଛି। ସୋମବାର ସକାଳେ ଦିଲ୍ଲୀ ଏବଂ ଏହାର ସଂଲଗ୍ନ ଅଞ୍ଚଳଗୁଡ଼ିକରେ ଘନ କୁହୁଡ଼ି...

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା ସେମାନଙ୍କ ଅନ୍ତନଳୀରେ ପ୍ରବେଶ କରି ଖାଦ୍ୟପଥକୁ ବନ୍ଦ କରିଦିଏ। ଏହା ମଧ୍ୟ ସମୟକ୍ରମେ...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ ଅମଳ ହୋଇଥିଲେ ମଧ୍ୟ ସରକାର ଆଜି ଯାଏ ମଣ୍ଡି ଖୋଲିନାହାନ୍ତି। ଫଳରେ ଚାଷୀ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ ଉଦ୍ୟାନ ଭିତରକନିକା ଉପରେ ରହିଛି। ବନ୍ୟ ପ୍ରାଣୀ ବାର୍‌ହା, ହରିଣ, ଦେଶୀ ଓ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ ସୋମବାର ବ୍ଲକ ବିଜେଡି ପକ୍ଷରୁ ପଞ୍ଚୟତ ସମିତି ସମ୍ମୁଖରେ ଧାରଣା ଦିଆଯାିଛି। ବ୍ଲକ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ ଶୀତର ପ୍ରଭାବ ଜାରି ରହିଥିବା ଯୋଗୁ ଲୋକମାନେ ପ୍ରବଳ ଶୀତରେ ଅସ୍ତବ୍ୟସ୍ତ ହୋଇଗଲେଣି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri