Home Left

ଗଞ୍ଜାମରେ ୭୩ ଗାଁ ବନ୍ୟା ପ୍ରଭାବିତ:୫୬ ହଜାର ୫୧ ଜଣଙ୍କୁ ସ୍ଥାନାନ୍ତର

ଛତ୍ରପୁର, ୩୧ା୧୦ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲରେ ବନ୍ୟା ସ୍ଥିତିକୁ ନେଇ ଜିଲାପାଳ ଶନିବାର ସାମ୍ବାଦିକ ସମ୍ମିଳନୀ କରି ସ୍ଥିତି ସମ୍ପର୍କରେ ସୂଚନା ଦେଇଛନ୍ତି। ଜିଲାରେ ବନ୍ୟାଜଳ ଧୀରେ ଧୀରେ କମୁଥିବା ବେଳେ ଏବେ ବି କିଛି ଗାଁ ଜଳବନ୍ଦୀ ହୋଇ…

ନଭେମ୍ବର ପହିଲାରୁ ସାମୁଦ୍ରିକ ପ୍ରବେଶ କଟକଣା: ସୀମା ଅତିକ୍ରମ କଲେ ବନ୍ଧା ହେବେ ମତ୍ସ୍ୟଜୀବୀ

ମହାକାଳପଡ଼ା,୩୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ କୂଳଠାରୁ ୨୦ କିମି ପରିଧି କୋର୍‌ ଓ ବଫର ଜୋନ୍‌ ଅଞ୍ଚଳରେ ବର୍ଷ ସାରା ପ୍ରବେଶ କଟକଣା ରହିଛି। ଅପରପକ୍ଷରେ ଏହି ଅଞ୍ଚଳରେ ନଭେମ୍ବର ପହିଲାଠାରୁ ମେ’…

ଦୀପାବଳି ପାଇଁ ଆସିଲା ଗାଇଡ୍‌ଲାଇନ: ରାତି ୯ଟା ସୁଦ୍ଧା ବାଣଫୁଟା, ନିୟମ ଉଲଘଂନ କଲେ…

ଭୁବନେଶ୍ୱର,୩୧।୧୦: ଓଡ଼ିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଶନିବାର ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ଗାଇଡଲାଇନରେ ସବୁଜ ବାଣ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି। ଦୀପାବଳିକୁ ଆନନ୍ଦ ଏବଂ ଉତ୍ସାହର ସହ ପାଳନ କରିବା ସହ…

ନିଲମ୍ବନର ପ୍ରତିଶୋଧ: ବିଭାଗ ମୁଖ୍ୟଙ୍କୁ ଛୁରାମାଡ଼ , ବାରମ୍ବାର ନିବେଦନ ସତ୍ତ୍ୱେ ପ୍ରତ୍ୟାହାର ହୋଇ ନ ଥିଲା ନିଲମ୍ବନ

ସମ୍ବଲପୁର, ୩୧।୧୦ (ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ମୁଖ୍ୟ (ଏଚ୍‌ଓଡି) ପ୍ରଫେସର ସତ୍ୟନାରାୟଣ ସାହୁଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଉଛନ୍ତି ବୁର୍ଲା ତିଅରପଡ଼ାର କୃପାସିନ୍ଧୁ ବାଗ (୩୫)। ସେ ପୂର୍ବରୁ ବିଶ୍ୱବିଦ୍ୟାଳୟରେ…

୨ ଯାଏଁ ଗଞ୍ଜାମରେ ସ୍କୁଲ ଛୁଟି: ସୂଚନା ଦେଇ ଜିଲାପାଳ କହିଲେ…

ଛତ୍ରପୁର, ୩୧।୧୦: ଗଞ୍ଜାମ ଜିଲାରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲକୁ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଏ ନେଇ ଶନିବାର ଅନୁଷ୍ଠିତ ପ୍ରେସ୍‌ମିଟ୍‌ରେ ଗଞ୍ଜାମ ଜିଲାପାଳ ସୂଚନା ଦେଇଛନ୍ତି। ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ…

ବନ୍ୟାଞ୍ଚଳ ପରିଦର୍ଶନବେଳେ ଖଲ୍ଲିକୋଟ ବିଧାୟକଙ୍କୁ ଆକ୍ରମଣ କଲେ ଲୋକେ, ଭିଡିଓ ଭାଇରାଲ…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୟଙ୍କର ବନ୍ୟାରେ ଲୋକଙ୍କ ଘରଦ୍ୱାର ଭାଙ୍ଗି ଜୀବନଜୀବିକା ଉଜୁଡ଼ିଯାଇଛି। ହେଲେ ବନ୍ୟା ବିପନ୍ନ ଲୋକେ ପାଣିଘରରେ ରହି ଦୁର୍ଦ୍ଦଶା ଜୀବନ କାଟୁଛନ୍ତି। ଖାଇବାକୁ ନ ପାଇ ଭୋକିଲା ପେଟରେ ଛଟପଟ…

ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲାରେ ୧୦ ଅଧିକାରୀ ନିଯୁକ୍ତ

ଛତ୍ରପୁର,୩୧ା୧୦(ଦିଲ୍ଲୀପ ସାମଲ): ‘ଅର୍ଣ୍ଣବ’ ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୧୦ ଜଣ ସହକାରୀ କମିଶନର, ନିର୍ବାହୀ ଅଧିକାରୀ ଓ ଯନ୍ତ୍ରୀଙ୍କୁ ଗଞ୍ଜାମ…

ବନ୍ୟାଞ୍ଚଳ ସ୍ଥିତି ପରଖିଲେ ଜଳସମ୍ପଦ ପ୍ରମୁଖ ସଚିବ, ବିପର୍ଯ୍ୟସ୍ତର ବାସ୍ତବ ଚିତ୍ର ଦେଖି…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ଆସି କୂଳ ଲଂଘନ ସହ ବନ୍ଧ ଭାଙ୍ଗିଯିବା ଫଳରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ବନ୍ୟା ବିପର୍ଯ୍ୟୟର ବାସ୍ତବ ସ୍ଥିତି ଅନୁଧ୍ୟାନ କରିବାକୁ…

ସଫଳତା ପାଇବା ପାଇଁ ହେଲେ ମଣିଷକୁ ହରିଣ ଶିକାରୀ ପରି ହେବା ଉଚିତ୍‌, ଜାଣନ୍ତୁ ଏପରି ରହସ୍ୟ କଥା କାହିଁକି କହିଛନ୍ତି ଚାଣକ୍ୟ…

ଜଣେ ବ୍ୟକ୍ତି ଯେତେବେଳେ ନିଜର କାର୍ଯ୍ୟ ଏବଂ ଲକ୍ଷ୍ୟରେ ସଫଳ ହୁଏ, ସେତେବେଳେ ହିଁ ଏକ ସୁଖୀ ଜୀବନ ସମ୍ଭବ ହୋଇଥାଏ। ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ ସଫଳତା ଏବଂ ସୁଖୀ ଜୀବନ ପାଇଁ ଅନେକ ମୂଲ୍ୟବାନ ପରାମର୍ଶ ଦେଇଛନ୍ତି। ତାଙ୍କ…

ଅପରାଧ ନିୟନ୍ତ୍ରଣ ପାଇଁ କଡ଼ା ପଦକ୍ଷେପ, ଫୋନ୍‌ କଲ୍‌ ପ୍ରତି…

ପାଟଣା,୩୧ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଶନିବାର ‘ଆମ ପୋଲିସ’ ସମିତି, ନିଶାମୁକ୍ତ ଭାରତ ପାଇଁ ଶପଥ ପାଠ, ରାଷ୍ଟ୍ରୀୟ ଏକତା ଦିବସ ବୈଠକ ଥାନା ଅଧିକାରୀ କିରଣ ପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ…

ରିଲିଜ ପୂର୍ବରୁ ରେକର୍ଡ ଭାଙ୍ଗିଲା ଶାହରୁଖଙ୍କ ‘କିଙ୍ଗ’, ବଢୁଛି ଉତ୍ସାହ

ମୁମ୍ବାଇ: ବଲିଉଡ୍‌ର ବାଦଶାହ ଶାହରୁଖ ଖାନଙ୍କ ଆଗାମୀ ଫିଲ୍ମ ‘କିଙ୍ଗ’କୁ ନେଇ ଏବେଠାରୁ ଜୋରଦାର ଚର୍ଚ୍ଚା। ଫିଲ୍ମ ରିଲିଜ ହେବା ପୂର୍ବରୁ ହିଁ ଏହା ଏକ ବଡ଼ ରେକର୍ଡ କରିଛି। ‘କିଙ୍ଗ’ର ବିଦେଶୀ ଥିଏଟ୍ରିକାଲ ରାଇଟ୍ସ ୧୭୫ କୋଟି ଟଙ୍କାରେ ବିକ୍ରି…

ବିଦ୍ୟାଭାରତୀଙ୍କୁ ଝଟକା: ଏଥର ହେବେ ବନ୍ଧା!

ବାରିପଦା/ଭୁବନେଶ୍ୱର, ୩୧।୧୦: ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଅଡ଼ୁଆ ବଢ଼ିଛି। ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହା ପରେ ତାଙ୍କ ଗିରଫଦାରୀକୁ ନେଇ ଚର୍ଚ୍ଚା ଜୋର ଧରିଛି। ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?