Home Left

“ଭାରତ ବିଶ୍ୱ ଅଭିବୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ”: IMF

ନୂଆଦିଲ୍ଲୀ,୧୬ା୧: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ଭାରତର ଅର୍ଥନୈତିକ ଅଭିବୃଦ୍ଧିକୁ ନେଇ ଏକ ବଡ଼ ଘୋଷଣା କରିଛି। IMF ର ଯୋଗାଯୋଗ ବିଭାଗ ନିର୍ଦ୍ଦେଶିକା ଜୁଲି କୋଜାକ୍ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଭାରତକୁ ବିଶ୍ୱର “ପ୍ରମୁଖ ଅଭିବୃଦ୍ଧି ଇଞ୍ଜିନ” ଭାବେ…

ଗଣତନ୍ତ୍ରରେ ନୈତିକ ମୂଲ୍ୟବୋଧ

ଗଣତନ୍ତ୍ର ଗଣଙ୍କର ଶାସନ। ଗଣତନ୍ତ୍ରରେ ସତ୍ତାଧାରୀଙ୍କର କାର୍ଯ୍ୟାବଳୀର ମୂଲ୍ୟାୟନ ଜନତାଙ୍କ ମାଧ୍ୟମରେ ପ୍ରତି ପାଞ୍ଚବର୍ଷରେ ଥରେ ହୁଏ। ତେଣୁ ଚଷା ହୁଡ଼ିଲେ ବରଷେ ପରି ଭୋଟର ହୁଡ଼ିଲେ ପାଞ୍ଚ ବରଷ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼େ। ସତ୍ତା ଦେଶାନୁକୂଳ ଥିଲେ ଗଣ…

ପଣକିଆ ପାଠକର

ପିଲାମାନେ ଏବେ ନିଜ ଆଙ୍ଗୁଠି ସ୍ପର୍ଶରେ ପର୍ବତ, ସମୁଦ୍ର, ଯୁଦ୍ଧ, ମହାମାରୀ, ପର୍ବପର୍ବାଣି ଏବଂ ଯାନିଯାତ୍ରା ସବୁକିଛି ଦେଖିପାରୁଛନ୍ତି। କିନ୍ତୁ ପ୍ରଶ୍ନ ହେଉଛି, ସେମାନେ କ’ଣ ପ୍ରକୃତରେ ଏହି ଦୁନିଆକୁ ବୁଝିପାରୁଛନ୍ତି ନା କେବଳ ଅବଲୋକନ କରୁଛନ୍ତି? ଏହି ପ୍ରଶ୍ନ ମଧ୍ୟରେ…

ଶୁକ୍ରବାର ଏହି ରାଶି ଉପରେ ରହିବ ହନୁମାନଙ୍କ କୃପା, ମିଳିବ ଧନ…

ମେଷ ରାଶି- ଆଜିର ଦିନ ଆପଣଙ୍କୁ ଶୀଘ୍ର ଫଳାଫଳ ବ୍ୟତୀତ ଚିନ୍ତା କରିବାକୁ ଶିଖାଇବ । ଚନ୍ଦ୍ର ଧନୁ ରାଶିରେ ଗତି କରୁଛି, ଯାହା ଆପଣଙ୍କ ଚିନ୍ତାଧାରା ବଡ଼ ଲକ୍ଷ୍ୟ, ଶିକ୍ଷା ଏବଂ ଭବିଷ୍ୟତ ଆଡ଼କୁ ନେଇପାରେ। ନୂତନ ଚିନ୍ତାଧାରା ଏବଂ…

ଆମେରିକାର ସାମ୍ରାଜ୍ୟବାଦ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କଠାରେ ଏବେ ବ୍ୟବସାୟିକ, ଭୂରାଜନୈତିକ ତଥା ବୈଶ୍ୱିକ ଅର୍ଥ ବ୍ୟବସ୍ଥାରେ ପ୍ରଭୁତ୍ୱ ବିସ୍ତାର କରିବାର ପାଗଳାମି ପ୍ରକାଶ ପାଇଛି ଏବଂ ଏହା ପଛରେ ଏକ ରଣନୀତି ରହିଛି। ତାଙ୍କ ପ୍ରଶାସନ ଭେନେଜୁଆଲା ରାଷ୍ଟ୍ରପତି ନିକୋଲାସ୍‌ ମାଦୁରୋଙ୍କୁ ଅପହରଣ…

ଗାଁରେ ପହଞ୍ଚି ପାରୁନାହିଁ ଆମ୍ବୁଲାନ୍ସ ,ଡାକ୍ତରଖାନା ନେବା ପାଇଁ ରୋଗୀଙ୍କୁ…

ମହାକାଳପଡ଼ା,୧୬ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ରାସ୍ତାଘାଟ ଓ ପୋଲ ନିର୍ମାଣ ପାଇଁ ଅର୍ଥ ଖର୍ଚ୍ଚ ହେଉଛି। ହେଲେ ଆଜି ବି ପକ୍କା ରାସ୍ତା ଖଣ୍ଡେ ଅଭାବରୁ ଆମ୍ବୁଲାନ୍ସ ଗାଁରେ ପହଞ୍ଚି ପାରୁନାହିଁ। କେଉଁଠି ଡାକ୍ତରଖାନା ଯିବାକୁ ରୋଗୀଟିକୁ ଅଧାରାସ୍ତା ଖଟିଆ…

ଏକତରଫା ପ୍ରେମର କରୁଣ ପରିଣତି, ପ୍ରେମିକାର ଘର ଆଗରେ ଝୁଲୁଛି…

ରାଜଗାଙ୍ଗପୁର,୧୬ା୧(ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକରେ ଗୁରୁବାର ଯୁବତୀଙ୍କ ଘର ଆଗରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି । ମୃତ ଯୁବକ ହେଲେ ରାଣିବନ୍ଧ ତଳପଡ଼ା ଅଞ୍ଚଳର ବିକାଶ ମହାନନ୍ଦିଆ (୨୫)। ଏନେଇ ରାଜଗାଙ୍ଗପୁର ପୋଲିସ ମୃତଦେହ…

ଘରେ ନିଆଁ ଲାଗି ଜଳିଗଲେ ଗୋଟିଏ ପରିବାରର ୬ଜଣ

ଚଣ୍ଡିଗଡ଼,୧୫ା୧: ହିମାଚଳପ୍ରଦେଶର ସିର୍‌ମୌର ଜିଲା ଅଧୀନ ତଲଗ୍ନା ଗ୍ରାମରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଘରେ ନିଆଁଲାଗି ପରିବାରର ୬ଜଣ ଜଳିଯାଇଛନ୍ତି। ମୃତକଙ୍କ ମଧ୍ୟରେ ୩ଜଣ ଛୋଟ ପିଲା ଥିବା ସୂଚନା ମିଳିଛି। ଘରେ ନିଆଁ ଲାଗି ବ୍ୟାପିଯାଇଥିଲା। ଶୋଇଥିବା ବେଳେ…

ଗୁମ୍ମା ସ୍ବାସ୍ଥ୍ୟକେନ୍ଦ୍ରରେ ମିଳିଲାନି ମହାପ୍ରୟାଣ ଗାଡ଼ି: ବାଇକ୍‌ରେ ବୁହାହେଲା ମୃତଦେହ

ଗଜପତି,୧୫।୧(ଗିରିଧାରୀ ପରିଚ୍ଛା): ରାଜ୍ୟରେ ସ୍ବାସ୍ଥ୍ୟ ସେବାର ବିକାଶ ନେଇ ସରକାର ଡିଣ୍ଡିମ ପିଟୁଥିବା ବେଳେ ଗଜପତି ଜିଲା ଗୁମ୍ମା ବ୍ଲକରୁ ଏକ ଅତ୍ୟନ୍ତ ସ୍ପର୍ଶକାତର ତଥା ଦୁଃଖଦାୟକ ଚିତ୍ର ସାମ୍ନାକୁ ଆସିଛି। ଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହକୁ ସମ୍ମାନ ମିଳିବା ତ…

ଜମ୍ମୁ-କଶ୍ମୀର ସୀମାରେ ପୁଣି ଉଡ଼ିଲା ପାକ୍‌ ଡ୍ରୋନ୍‌

ଶ୍ରୀନଗର,୧୫ା୧: ଅସ୍ତ୍ରବିରତି ଉଲ୍ଲଂଘନ ଏବଂ ସୀମାରେ ଉତ୍ତେଜନା ସୃଷ୍ଟି ନ କରିବାକୁ ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଚେତାବନୀ ଦେବା ସତ୍ତ୍ୱେ ଜମ୍ମୁ-କଶ୍ମୀର ସୀମାରେ ସନ୍ଦିଗ୍ଧ ପାକ୍‌ ଡ୍ରୋନ୍‌ ଉଡ଼ୁଥିବା ଦେଖାଯାଇଛି। ସପ୍ତାହେ ମଧ୍ୟ ଏହା ତୃତୀୟ ଘଟଣା। ସାମ୍ବା ଜିଲା…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଗଣିତ ଶିକ୍ଷକ

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ ): ଖୋର୍ଦ୍ଧାର ଏକ ସରକାରୀ ଇଂଲିଶ ମିଡିୟମ ସ୍କୁଲର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗୁରୁବାର ଆଦର୍ଶ ଥାନା ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେ ହେଲେ ଗଣିତ ଶିକ୍ଷକ ଢେଙ୍କାନାଳ ଜିଲା…

ନବୀନଙ୍କ ଆକ୍ସନକୁ ନେଇ ବିଜୟ କହିଲେ- ମୁଁ ହତବାକ୍‌…

ଭୁବନେଶ୍ୱର,୧୫।୧: ଦଳୀୟ ବିଶୃଙ୍ଖଳାକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ୨ ବିଧାୟକଙ୍କୁ ଦଳରୁ ସସ୍‌ପେଣ୍ଡ କରିଛନ୍ତି। ସେମାନଙ୍କ ମଧ୍ୟରେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ତଥା ବିଧାୟକ ଅରବିନ୍ଦ ରହିଛନ୍ତି। ଏହା ଜଣାପଡ଼ିବା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri