ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା
ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ କରିଛି। ଏଆଇସିସିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଢେଙ୍କାନାଳ ଲୋକ ସଭା…
ପଣାନିଶାରେ…
ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। ଏହାକୁ ଆମେ ପାଳନ କରିଥାଉ ଓଡ଼ିଆ ନବବର୍ଷ ଭାବେ। ଏହିଦିନ ମନ୍ଦିରଠୁ ଆରମ୍ଭ କରି ଘରେ ଘରେ ପ୍ରସ୍ତୁତ ହୁଏ ସ୍ବାଦିଷ୍ଟ ବେଲପଣା। କେବେ କେବେ ଏଥିରେ ବି ମିଶାଯାଏ…
ସୋନପୁର ହୋଇନି ସୁବର୍ଣ୍ଣପୁର
ସୋନପୁର,୧୪।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ଏକ ସ୍ବତନ୍ତ୍ର ଜିଲା ଗଠନ ହେବାର ଇତିମଧ୍ୟରେ ୩୧ ବର୍ଷ ବିତିଯାଇଛି। ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ସୋନପୁର ଉପଖଣ୍ଡ ବଲାଙ୍ଗୀର ଜିଲାରୁ ଅଲଗା ହୋଇ ଏକ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା। ଏଥିପାଇଁ ରାଜ୍ୟ ସରକାରଙ୍କ…
ଫୁଡ୍କୋର୍ଟକୁ ସଂଯୋଗ ହୋଇପାରୁନି ବିଦ୍ୟୁତ୍
ରାଉରକେଲା, ୧୪ା୪(ସଙ୍ଗୀତା ଜେନା)ଉଠାଦୋକାନୀଙ୍କ ପାଇଁ ରାଉରକେଲା ସ୍ମାର୍ଟ ସିଟି ଲିମିଟେଡ୍ (ଆର୍ଏସ୍ସିଏଲ୍) ଦ୍ୱାରା କୋଏଲନଗର ଏନ୍ଏସି ମାର୍କେଟ ପାର୍ଶ୍ୱରେ ଫୁଡ୍କୋର୍ଟ ନିର୍ମାଣ କରାଯାଇଛି। ହେଲେ ନିର୍ମାଣ କାମକୁ ୪ ମାସ ପୂରି ଯାଇଥିଲେ ମଧ୍ୟ ଦୋକାନ ଗୃହଗୁଡିକରେ ବିଦ୍ୟୁତ୍ ସଂଯୋଗ ହୋଇ…
ପୁରୀରୁ ଫେରୁଥିବାବେଳେ ରାସ୍ତା ତଳକୁ ଖସିଗଲା ବସ୍, ଭିତରେ ଥିଲେ ୫୫ଜଣ ତୀର୍ଥଯାତ୍ରୀ
ପଦ୍ମପୁର,୧୪।୪: ପୁରୀରୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଏକ ବସ ଓଲଟି ପଡ଼ିଛି। ସବରେ ପ୍ରାୟ ୫୫ ଜଣ ତୀର୍ଥଯାତ୍ରୀ ଥିଲେ। କିନ୍ତୁ ସେମାନଙ୍କ ଭିତରୁ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ଥାନା ସୁଲିଆ…
ବିଏସ୍କେୱାଇକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି
ଭୁବନେଶ୍ୱର,୧୪ା୪(ଅନିଲ ଦାସ)୧୦ ବର୍ଷ କେନ୍ଦ୍ରମନ୍ତ୍ରୀ ଥାଇ ମଧ୍ୟ ଧର୍ମେନ୍ଦ୍ର ପ୍ରଧାନଙ୍କର ଓଡ଼ିଶା ପାଇଁ ଅବଦାନ ଶୂନ ା ସାରା ରାଜ୍ୟ କଥା ଛାଡ଼ନ୍ତୁ, ନିଜ ଅଞ୍ଚଳ ପାଇଁ କ’ଣ କରିଛନ୍ତି, ତା’ର ହିସାବ ଦେବାକୁ ସେ ପଛଘୁଞ୍ଚା ଦିଅନ୍ତି ା ଆଉ…
କଳାକାରଙ୍କୁ ଭାଗ କରୁଛି ବିଜେଡି: ଭାଜପା
ଭୁବନେଶ୍ୱର, ୧୪।୪(ସୁନିତ୍ ମିଶ୍ର)ରାଜ୍ୟର କେତେଜଣ କଳାକାରଙ୍କୁ ଶୁକ୍ରବାର ନବୀନ ନିବାସରୁ ଡକରା ଆସିବା ପରେ ବହୁ ଜଣଙ୍କୁ ସେଠାରେ ଦେଖିବାକୁ ମିଳିଥିଲା। ବହୁ ଓଡ଼ିଆ ସିନେ ତାରକା ନବୀନ ନିବାସ ଯାଇ ସେଠାରେ ରାଜ୍ୟରେ କିପରି ଭଲ ଚଳଚ୍ଚିତ୍ର ଆଦି ହେବ…
ଯାହାଙ୍କ ନାଁରେ ଅଭିଯୋଗ ତାଙ୍କୁ ତଦନ୍ତ ଦାୟିତ୍ୱ
ବାରିପଦା,୧୪ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବାରିପଦା ଉପ ନିବନ୍ଧ ଡିଭିଜନର ଲ୍ୟାମ୍ପ୍ସରେ କାର୍ଯ୍ୟରତ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ଏମ୍ଡି)ମାନଙ୍କ ପଦୋନ୍ନତିରେ ବ୍ୟାପକ ଅନିମିତତାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା କୋ-ଅପରେଟିଭ୍ ସୋସାଇଟି ରେଜିଷ୍ଟାର ଭୁବନେଶ୍ୱରଙ୍କ କାର୍ଯ୍ୟାଳୟ…
ମାଧବଙ୍କ ପାଇଁ ଅଗ୍ନି ପରୀକ୍ଷା
କେନ୍ଦୁଝର,୧୪ା୪(ଦୀପକ ମିଶ୍ର)ନିର୍ବାଚନ ଆସିଲେ କେନ୍ଦୁଝର ଜିଲା ତେଲକୋଇ ନିର୍ବାଚନ ମଣ୍ଡଳୀରେ ବହୁ ବିବାଦୀୟ ଘଟଣା ଘଟେ। ଗତ ୨୦୧୯ ନିର୍ବାଚନରେ ଏହି ନିର୍ବାଚନ ମଣ୍ଡଳୀରୁ ବିଜେଡିରୁ ଇଂ. ପ୍ରେମାନନ୍ଦ ନାଏକ ନିର୍ବାଚିତ ହୋଇ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇଥିଲେ। ତେବେ ୨୦୨୪…
ଜଳଛତ୍ର ଅଛି, ପାଣି ଦେବାକୁ ଲୋକ ନାହାନ୍ତି
ବ୍ରହ୍ମପୁର,୧୪ା୪(ସ୍ମୃତି ରଞ୍ଜନ ମହାଲିକ): ଖରାକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲିବା ନେଇ ପଦକ୍ଷେପ ନିଆଯାଇଛି। ସେହି ଅନୁସାରେ କେତେକ ସ୍ଥାନରେ ଜଳଛତ୍ର ବି ଖୋଲିଛି। କିନ୍ତୁ ଜଳଛତ୍ର ଥିଲେ ବି ପାଣି…
ଚିକିତ୍ସକ ରହୁ ନ ଥିବାରୁ ଡାକ୍ତରଖାନାରେ ଝୁଲୁଛି ତାଲା
ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ରାଜ୍ୟ ସରକାର ସମସ୍ତ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ଯୋଗାଇଦେବାକୁ ଗୁରୁତ୍ୱ ଦେଉଛନ୍ତି। ହାତପାଆନ୍ତରେ ସ୍ବାସ୍ଥ୍ୟସେବା ପାଇବା ଏହାର ଉଦ୍ଦେଶ୍ୟ ଥିବାବେଳେ ଗଞ୍ଜାମ ଜିଲାର ଗ୍ରାମାଞ୍ଚଳରେ ଏହାର ବାସ୍ତବତା ଭିନ୍ନ। କୁକୁଡାଖଣ୍ଡି ବ୍ଲକ ବାଲିପଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ବିକଳଚିତ୍ର…
ଓଡ଼ିଶାର କ୍ଷତି, ଆନ୍ଧ୍ର ବ୍ୟବସାୟୀ ମାଲାମାଲ
ପାରଳାଖେମୁଣ୍ଡି, ୧୪ା୪ (ଗିରିଧାରୀ ପରିଛା):ଗଜପତି ଜିଲା କାଶୀନଗର ସହରର ଆଖପାଖ ଅଞ୍ଚଳରେ ଥିବା ଜମିକୁ ଆନ୍ଧ୍ରର ମାଫିଆମାନେ କିଣି ସେଥିରେ ପ୍ଲଟିଂ କରି ବ୍ୟବସାୟ କରି ମାଲାମାଲ ହେଉଛନ୍ତି। କିନ୍ତୁ ବିଭିନ୍ନ ସ୍ଥାନରୁ ବେଆଇନ ମାଟି ଉଠାଇ ସେହି ଜମିରେ ଭର୍ତ୍ତି…
Archives


