Home Left

(ପିଏସସି) ଛାଡ଼ି ରିଅଲ ମାଡ୍ରିଡରେ ଯୋଗ ଦେଲେ କିଲିଆନ୍‌ ଏମ୍‌ବାପେ

ନୂଆଦିଲ୍ଲୀ, ୪।୬: ଦୀର୍ଘ ବର୍ଷର କଳ୍ପନା ଜଳ୍ପନ ପରେ ଫ୍ରାନ୍ସ ଫୁଟବଲ ଅଧିନାୟକ କିଲିଆନ ମବାପେ ପ୍ୟାରିସ ସେଣ୍ଟ-ଜର୍ମାନ (ପିଏସସି) ଛାଡି ସ୍ପେନର କ୍ଲବ ରିଅଲ ମାଡ୍ରିଡ ସହିତ ପାଞ୍ଚ ବର୍ଷ ଚୁକ୍ତି କରିଛନ୍ତି। ୨୫ ବର୍ଷ ବୟସ୍କ ବିଶ୍ୱକପ ବିଜେତା…

ଫେରିନି ୭୭୫୫ କୋଟିର ୨୦୦୦ ଟଙ୍କିଆ ନୋଟ୍‌

ଭୁବନେଶ୍ୱର,୪।୬,(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ୨୦୦୦ ଟଙ୍କା ନୋଟ ଉପରେ ପ୍ରତିବନ୍ଧକ ଲଗାଇଥିଲା। ଏହାସତ୍ତ୍ୱେ ପ୍ରାୟ ୭୭୫୫ କୋଟି ଟଙ୍କା ମୂଲ୍ୟର ୨୦୦୦ ଟଙ୍କିଆ ନୋଟ୍‌ ବର୍ତ୍ତମାନ ସୁଦ୍ଧା ଫେରସ୍ତ କରାଯାଇ ନାହିଁ। ଆରବିଆଇ ଅନୁଯାୟୀ, ୨୦୦୦ ଟଙ୍କିଆ ନୋଟର…

ବେଙ୍ଗାଲୁରୁରେ ଦିନକର ବର୍ଷା ୧୩୩ ବର୍ଷର ରେକର୍ଡ ଭାଙ୍ଗିଲା

ବେଙ୍ଗାଲୁରୁ, ୪।୬: କର୍ନାଟକରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପହଞ୍ଚିବା ସହ ଗତ ୨ ଦିନ ଧରି ୪୦ରୁ ୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ସହ ପ୍ରବଳ ବର୍ଷା ଲାଗି ରହିଛି। ରବିବାର ରାଜଧାନୀ ବେଙ୍ଗାଲୁରୁରେ ୧୧୧.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି,…

ବାପାଙ୍କ ଚିତ୍କାର ଶୁଣି ଫେରିଗଲା ହାତୀ:ମରଣ ମୁହଁରୁ ବଞ୍ଚିଗଲେ ଝିଅ

ନୀଳଗିରି, ୪।୬(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିର ବ୍ଲକ କୁଲଡ଼ିହା ଅଭୟାରଣ୍ୟ ପାଦଦେଶ କେସିପୁର ପଞ୍ଚାୟତ ଅଧୀନ ଟୁଲୁଙ୍କଡ଼ାବ ଗାଁର ଏକ ନାବାଳିକା ମରଣମୁହଁରୁ ରକ୍ଷା ପାଇଯାଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ ପଶିଆସିଥିବା ଏକ ହାତୀ ଝିଅଟିକୁ ଦଳି ଦେବାକୁ ଉଦ୍ୟମ…

ଆଜି ଫିଟିବ ଭାଗ୍ୟ ପେଡ଼ି

ଭୁବନେଶ୍ୱର,୪ା୬(ଅନିଲ ଦାସ):ନିର୍ବାଚନ ସରିଛି। ନେତାଠୁ ଜନତା ସଭିଏଁ ଚାହିଁ ରହିଛନ୍ତି ଫଳାଫଳକୁ। ମଙ୍ଗଳବାର ପ୍ରତୀକ୍ଷାର ଅନ୍ତ ଘଟିବ। ଇଭିଏମରେ ସିଲ୍‌ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଖୋଲିବ। କାହା ମୁଣ୍ଡରେ ହାତୀ ସୁନା କଳସ ଢାଳିବ, ତାକୁ ନେଇ ପ୍ରାର୍ଥୀଙ୍କର ହାର୍ଟବିଟ୍‌ ବଢ଼ି…

କେମିତି ହେବ ଭୋଟଗଣତି

ଲୋକ ସଭା ନିର୍ବାଚନର ଭୋଟଗଣତି ମଙ୍ଗଳବାର ଆରମ୍ଭ ହେଉଥିବାବେଳେ ଗଣନା ପ୍ରକ୍ରିୟା ସମ୍ପର୍କରେ ନିର୍ବାଚନ କମିଶନ ସକ୍ଷିପ୍ତ ସୂଚନା ଦେଇଛନ୍ତି। ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ର ନିୟମ ୫୪ଏ ଅନୁଯାୟୀ ପ୍ରଥମେ ପୋଷ୍ଟାଲ ବାଲଟ୍‌ ପେପରଗୁଡ଼ିକର ଗଣନା ରିଟର୍ନିଂ ଅଫିସର(ଆର୍‌ଓ)ଙ୍କ ଟେବୁଲରେ…

ମାଳଦ୍ୱୀପ ନୁହେଁ ଲକ୍ଷାଦ୍ୱୀପ ଯିବାକୁ ପରାମର୍ଶ ଦେଲା ଇସ୍ରାଏଲ୍‌

ନୂଆଦିଲ୍ଲୀ,୩ା୬ : ସୁନ୍ଦର ବେଳାଭୂମି ପର୍ଯ୍ୟଟନ ପାଇଁ ପ୍ରସିଦ୍ଧ ମାଳଦ୍ୱୀପ ଗାଜା ଯୁଦ୍ଧରେ ପାଲେଷ୍ଟିନୀୟଙ୍କୁ ସମର୍ଥନ ଜଣାଇ ଇସ୍ରାଏଲ୍‌ ପର୍ଯ୍ୟଟକମାନଙ୍କ ଆଗମନ ଉପରେ ନିଷେଧାଦେଶ ଲଗାଇଛି। ଫଳରେ ମାଳଦ୍ୱୀପକୁ ବର୍ଜନ କରି ଭାରତୀୟ ବେଳାଭୂମି ବିଶେଷ କରି ଲାକ୍ଷାଦ୍ୱୀପ ଭ୍ରମଣ କରିବାକୁ…

ନବ ବିବାହିତା ଝିଅଙ୍କ ମିଳିଲା ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ବାପା

ଘଣ୍ଟାପଡ଼ା,୩।୬(ପ୍ରଭାତ କୁମାର ସାହୁ): ବୌଦ୍ଧ ଜିଲା ଘଣ୍ଟାପଡା ଥାନା କୁଳୁତାଜୋର ପଞ୍ଚାୟତ ଅଧୀନ ବରପଦର ଗ୍ରାମର ପୂର୍ଣ୍ଣ ରଣାଙ୍କ ବିବାହିତ ଝିଅ ଜୟନ୍ତୀ(୨୧)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ ବାପା। ବଲାଙ୍ଗୀର ଜିଲା ଲୋଇସିଂହା…

ବିଜେଡିକୁ ଘାରିଛି ଭୟ, ଏକ୍‌ଜିଟ୍‌ ପୋଲକୁ ନେଇ ମୁହଁ ଖୋଲିଲେ ପାଣ୍ଡିଆନ୍‌, କହିଲେ…

ଭୁବନେଶ୍ୱର,୩।୬: ଶନିବାର ନିର୍ବାଚନ ଶେଷ ହେବା ପରେ ମଙ୍ଗଳବାର ଆସିବ ଫଳାଫଳ। ତେବେ ଓଡ଼ିଶାର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ଜିତିବାକୁ ନେଇ ଆଶା ପ୍ରକଟ କରିଛନ୍ତି। ଫଳାଫଳ ଆସିବା ପୂର୍ବରୁ ବିଭିନ୍ନ ଜାତୀୟ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ପୂର୍ବତନ ନିର୍ବାହୀ ଯନ୍ତ୍ରୀଙ୍କୁ ୨ବର୍ଷ ଜେଲ

ବାରିପଦା,୩।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): କଟକ ସ୍ବତନ୍ତ୍ର ଦୁର୍ନୀତି ନିବାରଣ କୋର୍ଟରେ ସୋମବାର ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ବିଚାରପତି ଏହାର ବିଚାର କରି ଅଭିଯୁକ୍ତ ବାରିପଦାର ଲକ୍ଷ୍ମୀପୋଷିସ୍ଥିତ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ପୂର୍ବତନ…

ନିର୍ବାଚନ ପରବର୍ତ୍ତୀ ହିଂସାକୁ ନେଇ ଲାଗିଛି ଗାଁରେ ଉତ୍ତେଜନା: ପୋଲିସ ମୁତୟନ

ତିହିଡ଼ି,୩ା୬(ସଞ୍ଜିତ ବଳ): ତିହିଡ଼ି ଓ ପୀରହାଟ ଥାନା ଅଧୀନ ବିଭିନ୍ନ ସ୍ଥାନରେ ନିର୍ବାଚନ ପରବର୍ତ୍ତୀ ହିଂସାକୁ ନେଇ ଏବେବି ଉତ୍ତେଜନା ଦେଖାଦେଇଛି। ତିହିଡ଼ି ଥାନା ଅଧୀନ ଅଚକ ପଞ୍ଚାୟତରେ ନିର୍ବାଚନ ଚାଲିଥିବା ବେଳେ ବିଜେଡିର ଜଣେ ବରିଷ୍ଠ ନେତାଙ୍କୁ ବିରୋଧୀ ଦଳର…

ବନ୍ଦେଭାରତ ଏକ୍ସପ୍ରେସ୍‌କୁ ପଥର ମାଡ଼: ଧରାପଡ଼ିଲେ ଅଭିଯୁକ୍ତ

କଟକ,୩ା୬ (କାର୍ତ୍ତିକ ସାହୁ): ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ପଥର ଫିଙ୍ଗିବା ଅଭିଯୋଗରେ ଆରପିଏଫ୍‌ ଦ୍ୱାରା ଜଣେ ଗିରଫ ହୋଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ଗୌରଚନ୍ଦ୍ରପୁରର ପ୍ରବୀଣ କୁମାର ସାହୁ(୪୮)। ସୂଚନା ଅନୁସାରେ, ଅତ୍ୟାଧୁନିକ ଜ୍ଞାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri