Home Left

ରାଜରାସ୍ତାକୁ ଓହ୍ଲାଇଲା ବିଜେଡି: ସଭ୍ୟ ସଂଗ୍ରହ ଅଭିଯାନକୁ ଆହୁରି ଜୋରଦାର କରିବାକୁ ଆହ୍ବାନ

ଅମରପାଲି,୩।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀଠାରୁ ଜୟ ପ୍ରକାଶ ଜୟନ୍ତୀ ପର୍ଯ୍ୟନ୍ତ ହେବାକୁ ଥିବା ପଦଯାତ୍ରା ଶୁଭାରମ୍ଭ ହୋଇଛି। ବୀରମହାରାଜପୁର ବ୍ଲକ ବିଜେଡି ଯୁବ ସଭାପତି ତଥା ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ…

ଦୋକାନୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା-ସୁନା

ଜଳେଶ୍ବର,୩।୧୦(ନବୀନ ସାହୁ): ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା। ଦୋକାନ ବନ୍ଦ କରି ବାଇକରେ ଘରକୁ ଫେରୁଥିବା ବେଳେ ଗହଣା ଦୋକାନୀଙ୍କୁ ଆକ୍ରମଣ କରିବା ସହ ମୁଣ୍ତ ରେ ବନ୍ଧୁକ ଲଗାଇ ଗହଣା ଏବଂ…

ଯାତ୍ରା ଚାଲିଥିବାବେଳେ ଅଘଟଣ: ଦର୍ଶକଙ୍କ ଛୁରାମାଡ଼ରେ କମିଟି ସଭ୍ୟ ଆହତ

ଲୋଇସିଂହା,୨।୧୦(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ବିନ୍ଧାପାଲିରେ ଶ୍ରୀକ୍ଷେତ୍ର ଗଣନାଟ୍ୟ ଅପେରା ଅନୁଷ୍ଠିତ ହେଉଛି। ମଙ୍ଗଳବାର ତୃତୀୟ ରଜନୀ ଜଣେ ଟ୍ରାନ୍ସଜେଣ୍ଡର ଦର୍ଶକଙ୍କ ଉନ୍ମକ୍ତ କାଣ୍ଡ ଭିଆଇଥିଲେ। ଟ୍ରାନ୍ସଜେଣ୍ଡରଙ୍କ ଛୁରା ମାଡ଼ ଆକ୍ରମଣରେ ଆୟୋଜକ କମିଟିର ସଭ୍ୟ ମୁନୁପାଲି…

୭୦ ଜଣଙ୍କ ହରିଶ୍ଚନ୍ଦ୍ର ଯୋଜନା ଟଙ୍କା ଚଳୁ

ନବରଙ୍ଗପୁର/ଡାବୁଗାଁ,୩।୧୦(ସଦାଶିବ ପ୍ରହରାଜ/ ପ୍ରଜ୍ଞାରଞ୍ଜନ ପରିଡ଼ା): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ପାପଡ଼ାହାଣ୍ଡି ବ୍ଲକ ମାନିଗାଁ ପୂର୍ବତନ ସରପଞ୍ଚ ମଞ୍ଜୁଳା ଜାନୀ ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ଆତ୍ମସାତ୍‌ କରିଥିବା ନେଇ ଅଭିଯୋଗ ହୋଇଛି। ପଞ୍ଚାୟତବାସୀ, ଜିଲା ପରିଷଦ ଜୋନ୍‌-୧ ସଭ୍ୟ ଯଶୋବନ୍ତ…

ଆଜିଠୁ ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆର ଆଧିପତ୍ୟ ଶେଷ କରିବାକୁ ସୁଯୋଗ

ଦୁବାଇ,୩ା୧୦(ପି.ଟି.):ୟୁଏଇରେ ଗୁରୁବାର ମହିଳା ଟି୨୦ ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ବାଂଲାଦେଶ ଓ ସ୍କଟଲାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଶାରଜା ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ପରେ ଦୁଇ ଏସୀୟ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ଓ ଶ୍ରୀଲଙ୍କା ପରବର୍ତ୍ତୀ ମ୍ୟାଚ୍‌ରେ ପରସ୍ପରକୁ…

୪ରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ

ନବରଙ୍ଗପୁର ,୩।୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆସନ୍ତା ୪ରେ ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା ଦିଆଯାଇଛି। ଏ ନେଇ ସ୍ଥାନୀୟ ଭତରା ଭବନରେ ଏକ ଖବରଦାତା ସମ୍ମିଳନୀକରି କମିଟି ପକ୍ଷରୁ ସୂଚନା ଦିଆଯାଇଛି।…

ଅରୁନ୍ଧତୀକୁ ଟାଇମ୍ସ ଆଇକନ୍‌ ଅଫ୍‌ ଓଡ଼ିଶା ଆଓ୍ବାର୍ଡ

ଭୁବନେଶ୍ୱର,୩।୧୦: ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସକୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ‘ଟାଇମ୍ସ ଆଇକନ ଅଫ ଓଡିଶା ଆଓ୍ବାର୍ଡ’ରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଟାଇମ୍ସ ଅଫ ଇଣ୍ଡିଆ ଗ୍ରୁପ ପକ୍ଷରୁ ନିକଟରେ ଆୟୋଜିତ ଟାଇମ୍ସ ଆଇକନ ଅଫ…

ନଭେମ୍ବର ୩ରୁ ଓଜେଏସ୍‌ ମେନ୍‌

ଭୁବନେଶ୍ୱର,୩ା୧୦ (ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସିି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା (ଓଜେଏସ୍‌)-୨୦୨୩ ମେନ୍‌ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ପ୍ରିଲିମିନାରି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମୋଟ ୬୮୦ଜଣ ପରୀକ୍ଷାର୍ଥୀ ମେନ୍‌ ଦେବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏନେଇ ଓପିଏସ୍‌ସି…

ଗୁଆହାଟୀରେ ପତଞ୍ଜଳିର ଅତ୍ୟାଧୁନିକ ଓ୍ବେଲ୍‌ନେସ୍‌ ସେଣ୍ଟର

ନୂଆଦିଲ୍ଲୀ,୩।୧୦: ଦେଶର ଅଗ୍ରଣୀ ଘରୋଇ ପ୍ରତିଷ୍ଠାନ ତଥା ପତଞ୍ଜଳି ଯୋଗପୀଠର ଅତ୍ୟାଧୁନିକ ଓ୍ବେଲ୍‌ନେସ୍‌ ସେଣ୍ଟର ଆସାମର ଗୁଆହାଟୀଠାରେ ଉଦ୍‌ଘାଟିତ ହୋଇଯାଇଛି। ନର୍ଥ ଇଣ୍ଡିଆର ପ୍ରଥମ ଇଣ୍ଟଗ୍ରେଟେଡ୍‌ ହୋଲିଷ୍ଟିକ ହେଲ୍‌ଥ କେୟାର ଇନିସିଟିଭ ଏବଂ ଇଣ୍ଟିଗ୍ରେଟେଡ୍‌ ଟ୍ରିଟ୍‌ମେଣ୍ଟ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ଏହି…

ମହିଳାଙ୍କୁ ବଳାତ୍କାର, ଯୁବକ ଗିରଫ

କଳିଙ୍ଗନଗର,୩ା୧୦(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଏହି ଥାନା ଅଧୀନ…

୩୦,୦୦୦ରୁ କମ୍‌ ମୂଲ୍ୟରେ ୨ଲକ୍ଷରୁ ଅଧିକ ମୋବାଇଲ ବିକ୍ରି

ନୂଆଦିଲ୍ଲୀ,୩।୧୦: ପାର୍ବଣ ପୂର୍ବରୁ ଇ କର୍ମସ ପ୍ଲାଟ୍‌ଫର୍ମଗୁଡିକ ପକ୍ଷରୁ ଆକର୍ଷଣୀୟ ରିହାତି ସାଙ୍ଗକୁ ସ୍ବତନ୍ତ୍ର ସେଲ୍‌ ସମ୍ପର୍କରେ ଘୋଷଣା କରିଛନ୍ତି। ଏହି ସେଲ୍‌ ଜରିଆରେ ପ୍ରଦାନ କରାଯାଉଥିବା ଅଫରରେ ୩୦,୦୦୦ଟଙ୍କାରୁ କମ୍‌ ମୂଲ୍ୟରେ ୨ଲକ୍ଷରୁ ଅଧିକ ମୋବାଇଲ ଫୋନ୍‌ ବିକ୍ରି ହୋଇଛି।…

ଆଜି ନୂଆଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ:୫ ବର୍ଷରେ ୫ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବା ଲକ୍ଷ୍ୟ

ଭୁବନେଶ୍ୱର,୩।୧୦ (ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ୨ଦିନିିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?