Home Left

ସିରିଆରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ଅନେକ ମୃତ: ରିପୋର୍ଟ

ନୂଆଦିଲ୍ଲୀ, ୩।୬: ସୋମବାର ସିରିଆର ଆଲେପ୍ପୋ ସହର ପରିସରରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଅନେକ ଲୋକଙ୍କର ମୃତ୍ୟୁ ଘଟିଛି ବୋଲି ସିରିଆର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛି। ଗୋଟିଏ ସପ୍ତାହ ମଧ୍ୟରେ ଦେଶ ଉପରେ ଏହା ଦ୍ୱିତୀୟ ଆକ୍ରମଣ ହୋଇଛି। ଖବର…

ସୌରଜଗତର କ୍ଷୁଦ୍ର ଇତିହାସ

ଆଠଟି ଗ୍ରହ, ଗ୍ରହମାନଙ୍କର ଉପଗ୍ରହ, ବାମନଗ୍ରହ, ଗ୍ରହାଣୁପୁଞ୍ଜ, ଧୂମକେତୁ ଓ ଅଗଣିତ ପିଣ୍ଡକୁ ନେଇ ଆମ ସୌରଜଗତ ତିଆରି ହୋଇଛି। ଆଜି ଆମେ ବିନା ଦ୍ୱିଧା ଓ ବିନା ସନ୍ଦେହରେ ସୌରଜଗତର ପରିଚୟ ପ୍ରଦାନ କରିପାରୁଛୁ। ମାତ୍ର ଅଢ଼େଇ ହଜାର ବର୍ଷ…

ଚିଲିକା ଉପକୂଳରେ ନିଶା ଔଷଧ ଦେଇ ପକ୍ଷୀ ଶିକାର

କଣାସ,୩ା୬(ବିଭୂତି ଭୂଷଣ ତ୍ରିପାଠୀ): କଣାସ ବ୍ଲକର ଶେଷ ସୀମା ଚିଲିକା ଦୟାନଦୀର ମୁହାଁଣଠାରୁ ମକରାନଦୀ ମୁହାଁଣ ଦେଇ ଭୁଷଣ୍ଡପୁର ପର୍ଯ୍ୟନ୍ତ ଚିଲିକା ଉପକୂଳରେ ଦେଶୀ ଓ ବିଦେଶୀ ପକ୍ଷୀମାନଙ୍କୁ ନିଶା ଔଷଧ ଦେଇ ଶିକାରୀମାନେ ଦୈନନ୍ଦିନ ଧରିନେଉଥିଲେ ମଧ୍ୟ ବନ ବିଭାଗ…

ବିଶୁ ମହାରଣା ନୁହନ୍ତି, ଶିବେଇ ସାନ୍ତରା ଧର୍ମପଦଙ୍କ ବାପା

ପୂର୍ବ ଆଲୋଚନାଗୁଡ଼ିକରେ ଆମେ ଦୁଇଟି ପ୍ରସଙ୍ଗକୁ ଗୁରୁତ୍ୱ ଦେଇଆସିଛୁ। ଗୋଟିଏ ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣ ପାଇଁ ଓଡ଼ିଶା ସାମ୍ରାଜ୍ୟର କେଉଁ କେଉଁ ପାହାଡ଼ରୁ କେଉଁ କିସମର ପଥର କେଉଁ କେଉଁ ଜଳପଥ ଦେଇ କୋଣାର୍କରେ ପହଞ୍ଚିଥିଲା। ଦ୍ୱିତୀୟ ପ୍ରସଙ୍ଗ-ପଥର ଆଣିବାକୁ ଓ…

ଜିଏସ୍‌ଟି ସଂଗ୍ରହରେ ରେକର୍ଡ, ମେ’ରେ ୧,୭୨,୭୩୯ କୋଟି

ନୂଆଦିଲ୍ଲୀ, ୩।୬(ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ…

୨ ବର୍ଷରେ ପୋଲିସ ଉପରେ ୧୫ରୁ ଊର୍ଦ୍ଧ୍ୱ ଆକ୍ରମଣ

ଭୁବନେଶ୍ୱର,୩।୬(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ହତ୍ୟା, ଛିନତାଇ, ଚୋରି, ଡକାୟତି, ଆକ୍ରମଣ ଆଦି ଆପରାଧିକ ଘଟଣା ବଢିବାରେ ଲାଗିଛି। ଘରେ ହେଉ କି ବାହାରେ, ସବୁଠି ଲୋକେ ନିଜକୁ ଅସରୁକ୍ଷିତ ଅନୁଭବ କରୁଛନ୍ତି। କେତେବେଳେ କିଏ ଆସି ହାଣି…

ଆଳି ସଂସିଧାରେ ନିର୍ବାଚନ ପରବର୍ତ୍ତୀ ହିଂସା

ଆଳି,୩ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଗତ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଶେଷ ହୋଇଥିଲା। ହେଲେ ରବିବାର ଆଳି ଥାନା ଅନ୍ତର୍ଗତ ସଂସିଧା ଠାକୁରପାଟଣା ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଗୁରୁତର ରୂପ ନେଇଛି। ଗୋଟିଏ ପରିବାର ଏକ…

ଆଜିଠାରୁ ୨ ଟଙ୍କା ବଢ଼ିଲା ଅମୁଲ କ୍ଷୀର ମୂଲ୍ୟ

ଭୁବନେଶ୍ୱର, ୩।୬: ବଢ଼ିଲା ଅମୁଲ କ୍ଷୀର ମୂଲ୍ୟ। କ୍ଷୀରର ଉତ୍ପାଦନ ତଥା ଉତ୍ପାଦନର ମୂଲ୍ୟ ବୃଦ୍ଧିକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାରରେ ଅମୁଲ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି। ଗୁଜୁରାଟ କୋଅପରେଟିଭ୍ ମିଲ୍କ ମାର୍କେଟିଂ ଫେଡେରେସନ୍…

ଜଗତ୍‌ସିଂହପୁରରେ ପଲିଥିନ ବ୍ୟାନ୍‌ ପ୍ରହସନ

ଜଗତ୍‌ସିଂହପୁର,୩ା୬ (ପ୍ରମୋଦ କୁମାର ନାୟକ): ୨୦୧୯  ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ଓଡ଼ିଶା ସରକାର ପଲିଥିନ ବିକ୍ରି ଓ ବ୍ୟବହାର ଉପରେ ଅଙ୍କୁଶ ଲଗାଇଥିଲେ। ପଲିଥିନର ବିପଦଜନ୍ନକ ବ୍ୟବହାରକୁ ରୋକିବା ଏହାର ଉଦ୍ଦେଶ୍ୟ ଥିଲା। କିନ୍ତୁ ସରକାରଙ୍କ ଏହି ନିର୍ଦ୍ଦେଶନାମା…

ଏହି ୩ ବଡ଼ ସମସ୍ୟାରୁ ମୁକ୍ତି ଦିଏ ସାଇକେଲ ଚାଳନା

ପ୍ରତିବର୍ଷ ଜୁନ୍‌ ୩ରେ ବିଶ୍ୱ ସାଇକେଲ ଦିବସ ପାଳନ କରାଯାଏ। ଏହି ଦିବସ ପାଳନ କରିବାର କଳ୍ପନା ପ୍ରଥମେ ଆମେରିକାରେ କାର୍ଯ୍ୟ କରୁଥିବା ପୋଲାଣ୍ଡ-ଆମେରିକାର ସାମାଜିକ ବୈଜ୍ଞାନିକ ପ୍ରଫେସର ଲେସ୍‌ଜେକ ସିବିଲସ୍କିଙ୍କ ଦ୍ୱାରା କରାଯାଇଥିଲା। ଏହା ପରେ ମିଳିତ ଜାତିସଂଘ ପକ୍ଷରୁ…

ଫଳାଫଳ ଆସିବା ପୂର୍ବରୁ ନୀତୀଶଙ୍କ ଦିଲ୍ଲୀ ଗସ୍ତକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨ା୬: ଦେଶରେ ଅନ୍ତିମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ଫଳାଫଳ ଆସିବା ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦିଲ୍ଲୀ ଗସ୍ତ କରିଛନ୍ତି। ନୀତୀଶ ଦିଲ୍ଲୀରେ କିଛିଦିନ ଅବସ୍ଥାନ କରି ଭାଜପା କେନ୍ଦ୍ରୀୟ ନେତାଙ୍କୁ ଭେଟିପାରନ୍ତି ବୋଲି…

ପୁଅର କାତି ଚୋଟରେ ମା’ ଗୁରୁତର

ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସାହାଣୀ ସାହିରେ ରବିବାର ପାରିବାରିକ ହିଂସାରୁ ପୁଅର କାତି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଗୁରୁତର ଆହତ ପଦ୍ମିନୀ ଦାସଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri