Home Left

ମୋଦିଙ୍କୁ ହିମାଳୟ ପର୍ବତ ସହ ତୁଳନା କଲେ ରାମଦେବ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୬:୨୦୨୪ ଲୋକ ସଭା ନିର୍ବାଚନ ସହ ଜଡିତ ଏକଜିଟ ପୋଲର ଫଳାଫଳ ଆସିବା ପରେ ଯୋଗଗୁରୁ ବାବା ରାମଦେବଙ୍କ ବଡ ବିବୃତ୍ତି ଆସିଛି। ରାମଦେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହିମାଳୟ ପର୍ବତ ସହ ତୁଳନା କରିଛନ୍ତି। ପତଞ୍ଜଳି ଆୟୁର୍ବେଦର ପ୍ରତିଷ୍ଠାତା ଭାବରେ…

ବାଲିଗୁଡ଼ାର ଦୁଇଟି ସ୍ଥାନରେ ହେବ ଭୋଟ୍‌ ଗଣତି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାଲିଗୁଡ଼ା,୨ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର ଓଡ଼ିଶାରେ ଆସନ୍ତା ୪ ତାରିଖରେ ଭୋଟ୍‌ ଗଣତି ହେବ। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗଣତି ଏଜେଣ୍ଟଙ୍କ ସମ୍ପର୍କରେ ତଥ୍ୟ ଓ କାଗଜପତ୍ର ପ୍ରାର୍ଥୀମାନଙ୍କୁ…

ସ୍କୁଟିରେ ଯାଉଥିବା ବେଳେ ଉପରେ ପଡ଼ିଲା ନଡ଼ିଆ ଗଛ, ଦୁଇ ଯୁବକଙ୍କ ଜୀବନ ଗଲା, ଜଣେ ଗୁରୁତର

ନିମାପଡ଼ା,୨ା୬(ବିଚିତ୍ରାନନ୍ଦ ସାହୁ): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଶଗଡ଼ା ପଞ୍ଚାୟତର ଚିତରା କେନାଲ ବନ୍ଧ ରାସ୍ତାରେ ଏକ ନଡ଼ିଆ ଗଛ ଉପୁଡ଼ି ପଡ଼ି ସ୍କୁଟି ଉପରେ ପଡ଼ିଯିବାରୁ ଗାଡ଼ି ଚାଳକଙ୍କ ସମେତ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ…

ଡାକ୍ତରଙ୍କୁ ଅପହରଣ, ଘଟଣାସ୍ଥଳରୁ ମାଓବାଦୀଙ୍କ ଚିଠି

ମାଲକାନଗିରି,୨ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳାରେ ଜଣେ କର୍ତ୍ତବ୍ୟରତ ଡାକ୍ତରଙ୍କୁ ମାଓବାଦୀ ଶନିବାର ବିଳମ୍ବିତ ରାତିରେ ଅପହରଣ କରିନେଇଥିବା ଜଣାପଡ଼ିଛି। ଅପହୃତ ଡାକ୍ତରଙ୍କ ନାଁ ଅମ୍ଲାନ କୁମାର ଭୋଇ। ଏ ସମ୍ପର୍କରେ ମାଓବାଦୀମାନେ ସରକାରୀ କାର୍ଟରରେ ସିପିଆଇ ମାଓବାଦୀ ବୋଲି ଲେଖାଥିବା…

ନଦୀରେ ସଫା କରୁଥିବା ବେଳେ ମାରିଲା ବାତ, ଚାଲିଗଲା ସୁନା ବ୍ୟବସାୟୀଙ୍କ ଜୀବନ

ପଟ୍ଟାଙ୍ଗି,୨ା୬(ଶରତ ଧଳ): ମୃତ୍ୟୁ କାହାକୁ କେତେବେଳେ କେଉଁ ମୁହୂର୍ତ୍ତରେ ଆସିବ କେହି କହିପାରିବେ ନାହିଁ। ଠିକ୍‌ ସେମିତି ଜଣେ ବ୍ୟକ୍ତି ଲୁଗାପଟା ସଫା କରୁଥିବା ବେଳେ ତାଙ୍କ ଜୀବନ ଚାଲିଯାଇଛି। ଏହିପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ପଟ୍ଟାଙ୍ଗି…

ପୁଅର କୋଟୁରି ଚୋଟରେ ମା’ ଗୁରୁତର

ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର ବୁଲୁ ଦାସଙ୍କ କାତି ଚୋଟରେ ମା’ ପଦ୍ମିନୀ ଦାସ ଗୁରୁତର ହୋଇଥିବା ପୋଲିସ କହିଛି। ରବିବାର ପୂର୍ବାହ୍ନରେ ପାରିବାରିକ ହିଂସା କାରଣରୁ ଏଭଳି ଘଟଣା ଘଟିଛି। ପଦ୍ମିନୀଙ୍କୁ ଗୁରୁତର ଅବସ୍ଥାରେ…

ଏକଜିଟ ପୋଲ ଆସିବା ପ୍ରଶାନ୍ତ କିଶୋରଙ୍କ ପ୍ରଥମ ପ୍ରତିକ୍ରିୟା, ଟ୍ବିଟ କରି କାହାକୁ କଲେ କଟାକ୍ଷ

ନୂଆଦିଲ୍ଲୀ,୨।୬: ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ମତଦାନ ସରିବାର କିଛି ସମୟ ପରେ ଏକଜିଟ ପୋଲ ପ୍ରକାଶ ପାଇଛି। ଯାହାକୁ ନେଇ ରାଜେନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଅନେକ ସାମ୍ବାଦିକ ତଥା କିଛି ନେତାଙ୍କ ସୋସିଆଲ ମିଡିଆ ଏକ୍ସରେ…

ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି

ପୁରୀ,୨ା୬: ପୁରୀରେ ଘଟିଥିବା ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ରବିବାର ଆଉ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ବର୍ତ୍ତମାନ ୧୯ ଜଣ ବିଭିନ୍ନ ହସ୍ପିଟଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ପ୍ରେସ୍‌ ରିଲିଜ ଜରିଆରେ…

ଘାଟିରୁ ଖସିଲା ହଳଦୀ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଦିଗପହଣ୍ଡି/ପାଟପୁର,୨ା୬(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଜକରାପଲ୍ଲୀ ଗ୍ରାମ ପାଳୁଖଳା ବୁଲାଣିରେ ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ହଳଦୀ ବୋଝେଇ ଟ୍ରକ୍‌ (ନଂ.ଓଡି ୦୨ ବି -୯୮୮୦)ଭାରସାମ୍ୟ ହରାଇ ଘାଟି ତଳକୁ ଓଲଟି…

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ଭାଜପା କର୍ମୀଙ୍କ ବାସଭବନ ଓ ଟିଏମସି କାର୍ଯ୍ୟାଳୟ ବାହାରେ ବୋମାମାଡ

କୋଲକତା,୨।୬: ଥମୁନି ନିର୍ବାଚନୀ ହିଂସା। ଲୋକ ସଭା ନିର୍ବାଚନର ସପ୍ତମ ତଥା ଶେଷ ପର୍ଯ୍ୟାୟ ମତଦାନ ସରିବାର ଗୋଟିଏ ଦିନ ନ ଜାଉଣୁ ଜଣେ ଭାଜପା କର୍ମୀଙ୍କ ବାସଭବନ ଏବଂ ତୃଣମୂଳ କଂଗ୍ରେସ(ଟିଏମସି) କାର୍ଯ୍ୟାଳୟ ବାହାରେ ବୋମା ମାଡ଼ କରାଯାଇଥିବା ଅଭିଯୋଗ…

ଟି ୨୦ ବିଶ୍ବକପ: ଉଦଘାଟନୀ ମ୍ୟାଚରେ ଆମେରିକାର ଐତିହାସିକ ବିଜୟୀ

ଟେକ୍ସସ,୨।୬: ଟି ୨୦ ବିଶ୍ବକପ ୨୦୨୪ଉଦଘାଟନୀ ମୁକାବିଲାରେ ଐତିହାସିକ ବିଜୟ ହାସଲ କରିଛି ସହ-ଆୟୋଜକ ଯୁକ୍ତରାଷ୍ଟ୍ର ଆମେରିକା। ପ୍ରଥମ ମ୍ୟାଚରେ ଆମେରିକା କାନାଡାକୁ ୭ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଆମେରିକା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା,…

ଇଭିଏମ୍‌ ବଦଳ ସନ୍ଦେହରେ ଧର୍ମଶାଳା ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା

କାଏମା,୨ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ଚତୁର୍ଥ ପର୍ଯ୍ୟାୟ ମତଦାନ ଶନିବାର ଶେଷ ହୋଇଛି। ହେଲେ ଇଭିଏମ୍‌ ବଦଳ ସନ୍ଦେହରେ ରାତି ପ୍ରାୟ ୮ଟା ସମୟରେ ଧର୍ମଶାଳା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ବାଧୀନ ପ୍ରାର୍ଥୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri