Home Left

୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇବ ତାପମାତ୍ରା, ପ୍ରଚଣ୍ଡ ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୧ା୬: ଓଡ଼ିଶାର ଅନେକ ଅଞ୍ଚଳରେ ହିଟ୍‌ଓ୍ବେଭ୍‌ ଜାରି ରହିଛି। ଏହାକୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ହିଟ୍‌ଓ୍ବେଭ୍‌ ବୋଲି କୁହାଯାଉଛି। ପ୍ରଥମ ହିଟ୍‌ଓ୍ବେଭ୍‌ କେବଳ ଦୁଇ ଦିନ, ଏପ୍ରିଲ୍ ୫ ଏବଂ ଏପ୍ରିଲ୍ ୬, ୨୦୨୪ ପର୍ଯ୍ୟନ୍ତ ଚାଲିଥିଲା। ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ…

ବସ୍‌ଷ୍ଟାଣ୍ଡରେ ଜଳିଗଲା ୪ ବସ୍‌

ବିଷମକଟକ,୧ା୬(ବିଭୂତି ଭୂଷଣ ନାୟକ): ରାୟଗଡ଼ା ଜିଲା ବିଷମକଟକ ବ୍ଲକର ବିଜୁ ପଟ୍ଟନାୟକ ବସ୍‌ଷ୍ଟାଣ୍ଡରେ ଜଣେ ମାଲିକଙ୍କର ୬ଟି ବସ୍‌ ରହିଥିଲା। ସେଥିରୁ ୪ଟି ବସ୍‌ ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚିଥିଲେ…

ମା’ ଭୋଟ ଦେବାକୁ ଯାଇଥିଲେ: ପାଣିରେ ବୁଡ଼ିଗଲା ଝିଅ

କେନ୍ଦ୍ରାପଡ଼ା,୧।୬: ୨୦୨୪ ଲୋକ ସଭା ନିର୍ବାଚନର ସପ୍ତମ ତଥା ଅନ୍ତମ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ଏକ ଦୁଃଖଦ ଖବର ସାମ୍‌ନାକୁ ଆସିଛି । ମା’ ଭୋଟ ଦେବାକୁ ଯାଇଥିବା ବେଳେ ପାଣିରେ ବୁଡି ଜଣେ ଶିଶୁ କନ୍ୟାଙ୍କ…

ପୁରୀ ଗୁଣ୍ଡିଚା ମନ୍ଦିରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ପୁରୀ,୧।୬: ପୁରୀରେ ପୁଣି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଏପରି ଘଟଣା ଦେଖିବାକୁ ମିଳିଛି। ନାକଚଣା ଦ୍ୱାର ନିକଟରେ ଥିବା ଅଳିଆ ଗଦାରେ ନିଆଁ ଲାଗିଯାଇଛି। କେହି ଦୁର୍ବୃତ୍ତ ଅଳିଆ ଗଦାରେ ନିଆଁ ଲଗାଇ ଦେଇଥିବା ଅନୁମାନ…

ସାଲେପୁରରେ ନିର୍ବାଚନୀ ହିଂସା: ଭାଜପା ଏଜେଣ୍ଟଙ୍କୁ ପନିକିରେ ହାଣିଲେ

ଭୁବନେଶ୍ୱର,୧।୬: କେନ୍ଦ୍ରାପଡ଼ା ଲୋକସଭା ଅଧୀନ ସାଲେପୁର ମାଳଶାସନ ୧୮୪ ଏବଂ ୧୮୫ ନମ୍ବର ବୁଥରେ ନିର୍ବାଚନୀ ହିଂସା ଘଟିଛି। ଭାଜପା ବିଧାୟକ ପ୍ରାର୍ଥୀଙ୍କ ଏଜେଣ୍ଟ ଏବଂ ୩ଜଣ ସମର୍ଥକଙ୍କୁ ମାରଣାସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ବିଜେଡି ସମର୍ଥକ ସାମିଲ ଥିବା…

ଟିମ୍‌ ଇଣ୍ଡିଆକୁ କିଭଳି କୋଚ୍‌ ଆବଶ୍ୟକ? ବିସିସିଆଇକୁ ଗାଙ୍ଗୁଲିଙ୍କ ପରାମର୍ଶ, ଗମ୍ଭୀରଙ୍କୁ ନେଇ ଦେଲେ ବଡ଼ ବୟାନ…

ନୂଆଦିଲ୍ଲୀ,୧।୬: ଗୋଟିଏ ପଟେ ଟିମ୍‌ ଇଣ୍ଡିଆ ଆମେରିକାରେ ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତିରେ ଲାଗି ପଡ଼ିଥିବା ବେଳେ ଦେଶରେ ଏହା ବ୍ୟତିତ ଆଗାମୀ କୋଚ କିଏ ହେବ ତାହାକୁ ନେଇ ଚର୍ଚ୍ଚା ଜାରି ରହିଛି। ବିଶ୍ୱକପ୍‌ ପରେ ବର୍ତ୍ତମାନର କୋଚ୍‌ ରାହୁଲ ଦ୍ରାବିଡଙ୍କ…

ବାଇକ୍‌କୁ ଧକ୍କା ଦେଲା କମାଣ୍ଡର, ଚାଲିଗଲା ଶିକ୍ଷକଙ୍କ ଜୀବନ

ପାରଳାଖେମୁଣ୍ଡି,୧ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ କେସିପୁରୁ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଏଲ୍‌. ନିରଞ୍ଜନଙ୍କ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପାରଳାଖେମୁଣ୍ଡି ସହରର କାଚରା ସାହିର ବାସିନ୍ଦା ନିରଞ୍ଜନ ପ୍ରତ୍ୟେକ ଦିନ ଭଳି ଶନିବାର ସକାଳୁ…

ପ୍ରିଜାଇଡିଂ ଅଫିସର ନିଲମ୍ବିତ

କଟକ,୧ା୬(କାର୍ତ୍ତିକ ସାହୁ): କଟକ ଜିଲା ନିଆଳି ନିର୍ବାଚନ ମଣ୍ଡଳୀରେ ୭୫ନଂ ବୁଥ୍‌ରେ ନିୟୋଜିତ ପ୍ରିଜାଇଡିଂ ଅଧିକାରୀ ନିଲମ୍ବିତ ହୋଇଛନ୍ତି। କଟକ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ ପ୍ରିଜାଇଡିଂ ଅଫିସର ଭାବେ ନିୟୋଜିତ ଥିବା କଟକର ହରେକୃଷ୍ଣ ମହତାବ…

ପୁରୀ ବାଣ ବିସ୍ଫୋରଣ: ଏସ୍‌ସିବିରେ ଆଉ ଜଣେ ଆଖି ବୁଜିଲେ

କଟକ,୧।୬(ଶିଳ୍ପା ପ୍ରିୟଦର୍ଶିନୀ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣରେ ଗୁରୁତର ଆହତ ହୋଇ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉଜଣଙ୍କର ଶନିବାର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଶଙ୍କର ବେହେରା(୩୮)। ତାଙ୍କୁ ମିଶାଇ ଏସ୍‌ସିବିରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି।…

ଶୁବମନ ଗିଲ୍‌ଙ୍କୁ ବିବାହ କରିବେ ରିଦ୍ଧିମା, ମୁହଁ ଖୋଲିଲେ ଅଭିନେତ୍ରୀ…

ମୁମ୍ବାଇ: ଭାରତୀୟ କ୍ରିକେଟର ଶୁବମନ ଗିଲ୍‌ଙ୍କ ନା ସଚିନ ତେନ୍ଦୁଲକରଙ୍କ ଝିଅ ସାରା ଏବଂ ସୈଫ୍‌ ଅଲ୍ଲୀଙ୍କ ଝିଅ ସାରା ଅଲି ଖାନ୍‌ଙ୍କ ସହ ଜଡ଼ିତ ହେବା ଏବେ ଟେଲି ଅଭିନେତ୍ରୀ ରିଦ୍ଧିମା ପଣ୍ଡିତଙ୍କୁ ନେଇ ଚର୍ଚ୍ଚା ହେଉଛି। ଶୁବମନଙ୍କଠାରୁ ରିଦ୍ଧିମା…

ଭୋଟ ଦେଲେ ଅଭିନେତା ମିଥୁନ ଚକ୍ରବର୍ତ୍ତୀ

କୋଲକାତା,୧।୬: ୨୦୨୪ ଲୋକ ସଭା ନିର୍ବାଚନର ଛଅଟି ପର୍ଯ୍ୟାୟ ଭୋଟିଂ ଶେଷ ହୋଇଛି । ଶନିବାର ସପ୍ତମ ପର୍ଯ୍ୟାୟ ପାଇଁ ୮ ରାଜ୍ୟର ୫୭ଟି ଆସନରେ ଭୋଟର ନିଜ ମତ ସାବ୍ୟସ୍ତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ବରିଷ୍ଠ ଅଭିନେତା ମିଥୁନ ଚକ୍ରବର୍ତ୍ତୀ…

ମଧ୍ୟାହ୍ନ ସୁଦ୍ଧା ଭଦ୍ରକରେ ୪୦ ପ୍ରତିଶତ ମତଦାନ

ଭଦ୍ରକ,୧ା୬(ସନାତନ ରାଉତ): ଶନିବାର ଭଦ୍ରକ ଜିଲାର ଲୋକ ସଭା ଓ ୫ ବିଧାନସଭା ପାଇଁ ୧୩୧୨ଟି ବୁଥ୍‌ରେ ମତଦାନ ଚାଲିଛି। ମଧ୍ୟାହ୍ନ ୧୨ ଟା ୩୦ ସୁଦ୍ଧା ୪୦ ପ୍ରତିଶତ ମତଦାନ ସରିଥିବା ଜଣାପଡ଼ିଛି। କେତେକ ସ୍ଥାନରେ ଇଭିଏମ୍‌ ତ୍ରୁଟି ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri