ଆଚରଣବିଧି ପରେ ନୂତନ ରାସ୍ତା ନିର୍ମାଣ, ଅସନ୍ତୋଷ
ବଇଣ୍ଡା,୧୨ା୪(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ସାନହୁଲାଠାରୁ ଭାୟା ମିଣ୍ଡୋଳ ଦେଇ ପାଇକସାହି ପର୍ଯ୍ୟନ୍ତ ଯାଇଥିବା ସାଢେ ୧୧ କି.ମି ପୂର୍ତ୍ତବିଭାଗ ରାସ୍ତାକୁ ସମ୍ପ୍ରସାରଣ କରାଯିବ। ଏ ନେଇ ପୂର୍ତ୍ତ ବିଭାଗ ପକ୍ଷରୁ ଟେଣ୍ଡର ହୋଇଛି। ଆଚରଣବିଧି…
ଛାତ୍ରୀ ମାନଙ୍କ ପାଇଁ ମାସିକ ଋତୁସ୍ରାବ ଛୁଟି ଅନୁମୋଦନ କଲେ ପଞ୍ଜାବ ବିଶ୍ୱବିଦ୍ୟାଳୟ
ନୂଆଦିଲ୍ଲୀ,୧୨।୪: ଚଣ୍ଡିଗଡ଼ର ପଞ୍ଜାବ ବିଶ୍ୱବିଦ୍ୟାଳୟ ମହିଳା ଛାତ୍ରମାନଙ୍କୁ ମାସିକ ଋତୁସ୍ରାବ ସମୟରେ ଛୁଟି ଦେବା ପାଇଁ ବ୍ୟବସ୍ଥା କରିଛି। ଶିକ୍ଷାବର୍ଷ ୨୦୨୪-୨୫ ରୁ ଏହି ଛୁଟି ମିଳିପାରିବ। ପଞ୍ଜାବ ବିଶ୍ୱବିଦ୍ୟାଳୟର କୁଳପତି ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଛାତ୍ରମାନେ “ଶିକ୍ଷାଦାନର କ୍ୟାଲେଣ୍ଡର…
ପୁଣି ଝୁଲିଲା ରଜନୀକାନ୍ତଙ୍କ ଭାଗ୍ୟ
ଅନୁଗୋଳ,୧୨।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରୁ ଦଳ କାହାକୁ ପ୍ରାର୍ଥୀ କରିବ ତାହା ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ପରେ ମଧ୍ୟ ସ୍ପଷ୍ଟ ହୋଇନାହିଁ। ଏପରି କି ଅନୁଗୋଳ ବିଧାୟକ ରଜନୀକାନ୍ତଙ୍କ ଭାଗ୍ୟ ପୁଣି ଥରେ ଆଶଙ୍କା ମଧ୍ୟକୁ ଠେଲି…
ଥମିଲା ଚର୍ଚ୍ଚା: ଚକ୍ରମଣୀଙ୍କୁ ଦୋହରାଇଲା ବିଜେଡି
ଫୁଲବାଣୀ, ୧୨ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ପୂର୍ଣ୍ଣଛେଦ ପକାଇଛନ୍ତି। ବିଧାୟକ ଥିବା ଚକ୍ରମଣୀ କହଁରଙ୍କୁ ପୁଣି…
ଶଙ୍ଖ ଛାଡି ‘ହାତ’ ଧରିଲେ ଅସିତ
ଭୁବନେଶ୍ୱର, ୧୨।୪(ସୁନିତ୍ ମିଶ୍ର):ଭଦ୍ରକ ଜିଲା ବିଜେଡି ଉପସଭାପତି ତଥା ବର୍ତ୍ତମାନ ମଧୁବାବୁ ପେନ୍ସନ ଯୋଜନାର ଓଡ଼ିଶା ସରକାରଙ୍କ ମୁଖ୍ୟ ଉପଦେଷ୍ଟା ଅସିତ ପଟ୍ଟନାୟକ ଗୁରୁବାର କଂଗ୍ରେସରେ ଯୋଗଦେଇଛନ୍ତି। କଂଗ୍ରେସ ଭବନଠାରେ ଆୟୋଜିତ ମିଶ୍ରଣ ପର୍ବରେ ଅସିତଙ୍କ ସହ ବହୁ ପୂର୍ବତନ ସରପଞ୍ଚ,…
ବ୍ରିଜ୍ରୁ ଖସିଲା କଦଳୀ ବୋଝେଇ ଟ୍ରକ୍
ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍। ଟ୍ରକର ଆଗ ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ଓଭର ବ୍ରିଜ୍ରୁ ତଳକୁ ଖସି ପଡ଼ିଥିଲା। ଟ୍ରକ୍ ଡ୍ରାଇଭର…
ଆବର୍ଜନା ମଧ୍ୟରେ ମୁକ୍ତାକାଶ ଜିମ୍
ବ୍ରହ୍ମପୁର,୧୨ା୪(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍ସି) ପକ୍ଷରୁ ମୁକ୍ତା ଯୋଜନାରେ ସହରର ବିକାଶ ଚାଲିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ୨୨.୭୪କୋଟି ଟଙ୍କା ବ୍ୟୟରେ ଏହି ଯୋଜନାରେ ୧୬୩ ପ୍ରକଳ୍ପ କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ୩୪.୭୪ କୋଟି ଟଙ୍କା…
ମୁମ୍ବାଇ ଇଣ୍ଡିଆନ୍ସକୁ ପ୍ରବଳ ଫାଇଦା: ଆରସିବିର ବଢିଲା ଟେନସନ୍
ମୁମ୍ବାଇ,୧୨।୪: ଆଇପିଏଲର ୨୫ତମ ମ୍ୟାଚ ଗୁରୁବାର ଖେଳାଯାଇଥିଲା। ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପଡ଼ିଆରେ ଥିଲା। ଯଦି ଦେଖାଯାଏ, ତେବେ ଏହି ଲିଗରେ ରହିବା ପାଇଁ ଉଭୟ ଦଳ ଏହି ମ୍ୟାଚ ଜିତିବା ଆବଶ୍ୟକ ଥିଲା।…
ସୂର୍ଯ୍ୟମଣି-ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ ହେବ କଡ଼ା ଟକ୍କର
ପୁରୁଷୋତ୍ତମପୁର, ୧୨ା୪(ସୀମାଞ୍ଚଳ ମିଶ୍ର): ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୮୫ରୁ ଜନତା ଦଳ ଓ ବିଜେଡି କବଜାରେ ରହିଛି। ଏଠାରୁ କ୍ରମାଗତ ଭାବରେ ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓ ବିଧାୟିକା ନିର୍ବାଚିତ ହୋଇ ଆସୁଥିଲେ। ମାତ୍ର ୨୦୦୮ ସୀମା ନିର୍ଦ୍ଧାରଣ…
ଶିଶୁ ଉଦ୍ୟାନ ଏବେ କ୍ଷୁଦ୍ର ଜଙ୍ଗଲ
ହାଟଡ଼ିହୀ,୧୨।୪(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଶଢ଼ା ପଞ୍ଚାୟତ ମିଠିଗାଁ ଗ୍ରାମରେ ଥିବା ଶିଶୁ ଉଦ୍ୟାନ ଏବେ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ପରିସର ଅନାବନା ଗଛ, ଲତାରେ ଭର୍ତ୍ତି ହୋଇଛି। ଶିଶୁ ଉଦ୍ୟାନଟି ଏବେ ସରୀସୃପଙ୍କ ବାସସ୍ଥଳୀ ପାଲଟିଥିବା…
ସୂର୍ଯ୍ୟଙ୍କ ଆଗରେ ଆତ୍ମସମର୍ପଣ କଲା ଆରସିବି: ମୁମ୍ବାଇର ରେକର୍ଡ ବର୍ଷା
ନୂଆଦିଲ୍ଲୀ,୧୨।୪: ଆଇପିଏଲ ୨୦୨୪ରେ ସୁର୍ଯ୍ୟକୁମାର ଯାଦବ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଦ୍ୱିତୀୟ ମ୍ୟାଚ ଖେଳିଥିଲେ। ଏଥିରେ ସେ ୨୭୩.୬୮ ଷ୍ଟ୍ରାଇକ ରେଟ୍ରେ ୧୯ଟି ବଲରେ ୫୨ ରନ ସ୍କୋର କରି ଅନେକ ରେକର୍ଡ ଭାଙ୍ଗିଥିଲେ। ସିଜନର ପ୍ରଥମ ମ୍ୟାଚ୍ ସୂର୍ଯ୍ୟକୁମାର…
ହସ୍ତତନ୍ତ ପୋଷାକରେ ଚମକିଲେ ତାରକା
ଭୁବନେଶ୍ୱର,୧୨।୪(ଅନୁରାଧା ମହାରଣା): ଓଡ଼ିଶା ଫ୍ୟାଶନ୍ ଓ୍ବିକ୍ ଏବଂ ଆଇଟିଆଇ ଭୁବନେଶ୍ୱର ପକ୍ଷରୁ ଏଲ୍ସିଜେ ସିଲ୍ଭର ସହଯୋଗରେ ପ୍ରଥମଥର ପାଇଁ ଏକ ସ୍ବତନ୍ତ୍ର ଫ୍ୟାଶନ୍ ଶୋ’ ଅନୁଷ୍ଠିତ ହୋଇଯାଇଛି। ଅଭିନେତ୍ରୀ ଦେବଯାନୀ ଦେଘୁରିଆ, ଅନିଶା ଶର୍ମା, ଅଭିନେତା ଶୁଭାଶିଷ ଶର୍ମା, ଭିୟୋନା, ସ୍ମୃତିରେଖା…
Archives


