ଅପରାଜିତା ଫେୟାର ପ୍ଲେ ଏକ୍ସପର୍ଟ
ଭୁବନେଶ୍ୱର, ୧।୬, (ତପନ ସ୍ବାଇଁ): ଗୁଜରାଟର ଗାନ୍ଧୀନଗରଠାରେ ବିଶ୍ୱ ଜୁନିୟର ଚେସ୍ ପ୍ରତିଯୋଗିତା ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ବିଶ୍ୱ ଚେସ୍ ଫେଡେରେଶନ୍(ଫିଡେ) ଓଡ଼ିଶାର ଅନ୍ତର୍ଜାତୀୟ ଚେସ୍ ଖେଳାଳି…
୪ର୍ଥ ରାଉଣ୍ଡରେ କ୍ୱାଲିଫାୟର ଓଲ୍ଗା, ଇଲିସାବେଟା
ପ୍ୟାରିସ, ୧।୬: ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରେ ଅନେକ ଅଣସିଡେଡ ଖେଳାଳିଙ୍କ ଚମତ୍କାର ପ୍ରଦର୍ଶନ ଅବ୍ୟାହତ ରହିଛି। ସେମାନଙ୍କ ମଧ୍ୟରୁ ଇଲିସାବେଟା କୋକିଆରେଟୋ ଓ କ୍ୱାଲିଫାୟର ଓଲ୍ଗା ଡାନିଲୋଭିଚ୍ ପ୍ରଥମଥରପାଇଁ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଇଟାଲୀର ଇଲିସାବେଟା…
ବାଲାଜୀଙ୍କ ପ୍ରଥମ ଫ୍ରେଞ୍ଚ୍ ଓପନ ବିଜୟ
ପ୍ୟାରିସ, ୧।୬ (ପି.ଟି.): ଭାରତର ଏନ. ଶ୍ରୀରାମ ବାଲାଜୀ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ କ୍ୟାରିୟରର ପ୍ରଥମ ବିଜୟ ହାସଲ କରିଛନ୍ତି। ଏଥିସହ ସେ ଆସନ୍ତା ପ୍ୟାରିସ ଅଲିମ୍ପିକ୍ସରେ ରୋହନ ବୋପାନ୍ନାଙ୍କ ପାର୍ଟନର ହେବା ଦାବିଦାରୀକୁ ଦୃଢ଼ କରିଛନ୍ତି। ବାଲାଜୀ ଓ…
ପରଲୋକରେ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର
ଭୁବନେଶ୍ୱର,୧।୬: ଓଡ଼ିଶାର ବିଶିଷ୍ଟ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ଶନିବାର ପରଲୋକ ହୋଇଛି। ଏନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ସେ ନିଜର ପୈତୃକ…
ଆଟମାନେଙ୍କୁ ଜରିମାନା
ପ୍ୟାରିସ, ୧।୬ (ପି.ଟି.): ଫ୍ରେଞ୍ଚ୍ ଟେନିସ ଖେଳାଳି ଟେରେନ୍ସ ଆଟମାନେଙ୍କୁ ୨୫,୦୦୦ ଆମେରିକୀୟ ଡଲାର (ପାଖାପାଖି ୨୩,୦୦୦ ୟୁରୋ) ଜରିମାନା ଆକାରରେ ଦେବାକୁ ପଡ଼ିଛି। ଏହା ହେଉଛି ତାଙ୍କ ପ୍ରାଇଜ୍ମନିର ଏକ ତୃତୀୟାଂଶ। ସେ ପ୍ରଥମ ରାଉଣ୍ଡ ମ୍ୟାଚ ହାରିବାପରେ କ୍ରୋଧରେ…
ଶିବ ପ୍ରସାଦଙ୍କୁ ସୁଯୋଗ
ଭୁବନେଶ୍ୱର, ୧।୬(ତପନ ସ୍ବାଇଁ): ଭାରତୀୟ ୨୦ ବର୍ଷରୁ କମ୍ ଫୁଟବଲ ଦଳ ମନୋନୟନ ପାଇଁ ଟ୍ରାଏଲ୍ସ ଜୁନ୍ ୪ରୁ ୯ ପର୍ଯ୍ୟନ୍ତ ଗୋଆରେ ଅନୁଷ୍ଠିତ ହେବ। ଏଥିରେ ଯୋଗ ଦେବା ପାଇଁ ଓଡ଼ିଶାର ଫୁଟବଲ ପ୍ରତିଭା ଏ. ଶିବ ପ୍ରସାଦ ମନୋନୀତ…
ଯାଜପୁରରେ ଭୋଟ ଦେଲେ ବିଜେଡି ସାଙ୍ଗଠନିକ ସମ୍ପାଦକ
ଯାଜପୁର,୧।୬: ରାଜ୍ୟରେ ଆଜି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଚାଲିଛି। ଏହି କ୍ରମରେ ଯାଜପୁରରେ ଭୋଟ ଦେଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏଥର ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢୁଛନ୍ତି ପ୍ରଣବ । ସୂଚନାଯୋଗ୍ୟ, ଆଜି ୬଼…
ତନେଇରାର ସାବିତ୍ରୀ,ରଜ ଅଫର
ଭୁବନେଶ୍ୱର,୧।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ତନେଇରା ପକ୍ଷରୁ ସାବିତ୍ରୀ ଓ ରଜ ଉପଲକ୍ଷେ ସ୍ବତନ୍ତ୍ର ଗୋଲ୍ଡ କଏନ୍ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ୨୦୨୪ ଜୁନ୍ ୧୬ ପର୍ଯ୍ୟନ୍ତ ଭୁବନେଶ୍ୱରର ଷ୍ଟେଶନ ସ୍କୋୟାରସ୍ଥିତ ତନେଇରା…
୮.୨% ହୋଇପାରେ ଜିଡିପି ଅଭିବୃଦ୍ଧି
ଭୁବନେଶ୍ୱର,୧।୬(ଅନୁରାଧା ମହାରଣା): ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍ଏସ୍ଓ), ପରିସଂଖ୍ୟାନ ଏବଂ ପ୍ରୋଗ୍ରାମ କାର୍ଯ୍ୟାନ୍ବୟନ ପକ୍ଷରୁୁ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବାର୍ଷିକ ମୋଟ ଘରୋଇ ଉତ୍ପାଦ (ଜିଡିପି)ର ସାମୟିକ ଆକଳନ ପ୍ରକାଶ ପାଇଛି। ଏହାସହ ୨୦୨୩-୨୪ର ଚତୁର୍ଥ ତ୍ରୈମାସିକ (ଜାନୁଆରୀ-ମାର୍ଚ୍ଚ) ପାଇଁ…
ଟ୍ରେଣ୍ଡସ୍ର ରଜ ମଉଜ
ଭୁବନେଶ୍ୱର, ୧।୬(ଅଭୟ ଦାଶ): ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍ ସ୍ପେଶାଲିଟି ଚେନ୍ ‘ଟ୍ରେଣ୍ଡସ୍’ର ରଜ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଶନିବାରଠାରୁ ଟ୍ରେଣ୍ଡସ୍ର ରଜ ମଉଜ ଏବଂ ଶ୍ରେଷ୍ଠ ରଜ ଲୁକ୍ସ ପ୍ରତିଯୋଗିତା ସହ ରଜ ଅଭିଯାନ ଆରମ୍ଭ ହୋଇଯାଇଛି।…
ମାଲାବାରର ସ୍ବତନ୍ତ୍ର ଅଳଙ୍କାର ପ୍ରଦର୍ଶନୀ
ଭୁବନେଶ୍ୱର, ୧।୬ (ଅଭୟ ଦାଶ): ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ଚନ୍ଦ୍ରଶେଖରପୁରସ୍ଥିତ ଏକ୍ସକ୍ଲୁସିଭ ଆଉଟ୍ଲେଟ ପରିସରରେ ଏକ ୧୦ ଦିନିଆ ସ୍ବତନ୍ତ୍ର ଅଳଙ୍କାର ପ୍ରଦର୍ଶନୀ ବୁଧବାରଠାରୁ ଆରମ୍ଭ ହୋଇଯାଇଛି। ଏପରିକି ମାଲାବାରର ପ୍ରିମିୟମ ଅଳଙ୍କାର ‘ଏରା ଆଣ୍ଡ ପ୍ରେସିଆ ଜୁଏଲେରି ଫେଷ୍ଟିଭାଲ’…
ସୁସ୍ଥ ଜୀବନଶୈଳୀକୁ ଗୁରୁତ୍ୱ
ଭୁବନେଶ୍ୱର, ୧।୬: ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ ତଥା ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ବା ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଏବଂ ୟୁକୋ ବ୍ୟାଙ୍କର ମିଳିତ ସହଯୋଗରେ ଶୁକ୍ରବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ…
Archives


