‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ ଡିସେମ୍ବରରେ ପ୍ରାୟ ସ୍ବେଚ୍ଛାକୃତ ଭାବରେ ବାଂଲାଦେଶ ଫେରିବାକୁ ଯୋଜନା କରୁଛନ୍ତି। ସେ ସ୍ବୀକାର…
ରାଜଧାନୀରେ ନକଲି ଆଡିଶନାଲ ଏସ୍ପି, ପୋଲିସ ଗିରଫ କରି…
ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍ପି ବା ନକଲି ଅତିରିକ୍ତ ଏସ୍ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି ନାମକ ବ୍ୟକ୍ତିଙ୍କୁ ଖାରବେଳ ନଗର ପୋଲିସ ଗିରଫ କରିଛି। ନିଜକୁ ଆଡିଶନାଲ ଏସ୍ପି…
Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ
ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା ଉଚିତ। ତାଙ୍କ ପ୍ରଚାର ସମୟରେ, ସେ ଭୋଟରମାନଙ୍କୁ ଭାଜପା ବିରୁଦ୍ଧରେ ଭୋଟ ଦେବାକୁ…
ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍ ପରେ…
ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ ଭାରତୀୟ ଦଳକୁ ବଡ଼ ବ୍ୟବଧାନରେ ପରାସ୍ତ କରିଛନ୍ତି। ବିଗତ ୭ ବର୍ଷ ମଧ୍ୟରେ…
ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ
ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ ଛାଡ଼ିଦେଲେ ବାକି ସବୁ ମାଗଣା। ଯୋଜନା ଆରମ୍ଭ ପୂର୍ବରୁ ନାମଲେଖା ପ୍ରକ୍ରିୟା ଆରମ୍ଭ…
Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ
ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା, ଯାହା କୌଣସି ଚଳଚ୍ଚିତ୍ର ପରି ଅନୁଭବ ହୁଏ। ଗାଭାସ୍କର 23 ସେପ୍ଟେମ୍ବର 1974…
ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…
କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ କର୍ମୀଙ୍କ ଘରେ ଆଲୋଚନା କରିଥିଲେ। ମନମୋହନ ତାଙ୍କ ବକ୍ତବ୍ୟରେ କହିଛନ୍ତି ଯେ, କେନ୍ଦ୍ରରୁ…
IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ
ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍। ଏବେ, ଟିମ ଇଣ୍ଡିଆ ପାଇଁ କେବଳ ଶେଷ ମ୍ୟାଚ ଜିତି କିଛି ଗର୍ବ…
ପୁଣି ଜେଲ୍ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…
ମୁମ୍ବାଇ,୧୦ା୭: ବଲିଉଡ୍ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି ମାମଲାରେ ତାଙ୍କ ଦୋଷୀ ସାବ୍ୟସ୍ତ ଏବଂ ଦଣ୍ଡକୁ ବଜାୟ ରଖିଛନ୍ତି। ତାଙ୍କୁ ଏବେ…
ରୋଷେଇ ଘରୁ ବାହାରିଲା ୮ ଫୁଟ୍ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼
ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍ ଲମ୍ବର କିଙ୍ଗକୋବ୍ରା ସାପକୁ ଉଦ୍ଧାର କରି ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦିଆଯାଇଛି। ଗୁରୁବାର ରାତିରେ କିଙ୍ଗକୋବ୍ରା…
ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…
ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ ୩ ଲକ୍ଷ ୧୭ ହଜାର ୯୬୬ ଜଣ ନୂଆ ଆବେଦନ କରିଛନ୍ତି। ୮୨…
ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା
ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଦୁଆର ଗାଁର ପିଣ୍ଟୁ ଗୌଡ଼(୨୫)। ଶୁକ୍ରବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମୃତଦେହ…

