Home Left

ଓଲଟିଲା ଭ୍ୟାନ୍‌ : ୨ ମୃତ, ୬ ଗୁରୁତର

ହେମଗିର,୩୧।୫(ଚୈତନ୍ୟ ପଟେଲ): ସୁନ୍ଦରଗଡ ଜିଲା ହେମଗିର ଥାନା ଅନ୍ତର୍ଗତ ଉସତାଲି ଘାଟି ନିକଟରେ ଏକ ଶ୍ରମିକ ନେଇ ଯାଉଥିବା କ୍ୟାମ୍ପର ଭ୍ୟାନ ଭାରସାମ୍ୟ ହରାଇ ଦୁଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ…

କ୍ୟାବିନେଟ୍‌ ସଚିବଙ୍କ ମୋଟ ଦରମା କେତେ ଜାଣନ୍ତି

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ଲୋକ ସେବା ଆୟୋଗ ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରାର୍ଥୀମାନେ ଆଇଏଏସ୍‌ ଅଧିକାରୀ ହୁଅନ୍ତି। ଯେଉଁମାନଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଅଛି, ସେମାନେ ମଧ୍ୟ ଏକ ଭଲ ଦରମା ପାଆନ୍ତି । କିନ୍ତୁ ଆପଣ…

ଏୟାରହୋଷ୍ଟେସ୍‌ କଲେ ଏପରି ଘୃଣ୍ୟ କାମ, ଜାଣିଲେ ପାଦତଳୁ ଖସିଯିବ ମାଟି…

ଥିରୁଭାନନ୍ତପୁରମ୍‌,୩୧ା୫: ବେଆଇନ ତଥା ଘୃଣ୍ୟ କାର୍ଯ୍ୟ ପାଇଁ ଜଣେ ଏୟାର ହୋଷ୍ଟେସଙ୍କୁ ଗିରଫ କରାଯିବା ଏହା ବୋଧହୁଏ ଦେଶରେ ପ୍ରଥମ ଘଟଣା ହୋଇପାରେ। ଏୟାର ହୋଷ୍ଟେସଙ୍କୁ କେବଳ ଗିରଫ କରାଯାଇ ନାହିଁ ବରଂ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ବି…

ଜାଣିପାରିଲେନି ଆମେରିକା ଏବଂ ବ୍ରିଟେନ; ବିଶାଳ ଗୋଇନ୍ଦା ସୈନ୍ୟ ଗଠନ କରିଦେଲା ଚାଇନା

ନୂଆଦିଲ୍ଲୀ,୩୧।୫: ଚାଇନା ଗତ କିଛି ଦଶନ୍ଧି ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଯଥେଷ୍ଠ ଅଗ୍ରଗତି କରିଛି। ବାଣିଜ୍ୟ କ୍ଷେତରୁ ଆରମ୍ଭ କରି ସୁରକ୍ଷା ପର୍ଯ୍ୟନ୍ତ ଚାଇନା ଆତ୍ମନିର୍ଭର ହେବା ସହିତ ଆମେରିକା ପରି ମହାଶକ୍ତିକୁ ଟକ୍କର ଦେଉଛି। ଏହାରି ମଧ୍ୟରେ ଚାଇନାର ବିଶାଳ…

ନୂଆ ଜୀବନ ପାଇଲେ ଜୀବନ: ଆହତ ନାବାଳକଙ୍କ ଶରୀରରୁ କଢାଗଲା ଲୁହାରଡ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ରଥପଡାରେ ଶୁକ୍ରବାର ସକାଳୁ ପିଲାକଳିରୁ ଜଣେ ନାବାଳକଙ୍କ ଶରୀର ଭିତରକୁ ପଶି ଯାଇଥିବା ଲୁହାରଡକୁ ବାହାର କରାଯାଇଛି। ଭୀମସାର୍‌, ବୁର୍ଲା ଡ଼ାକ୍ତରଖାନାର ଡାକ୍ତରଙ୍କ ସଫଳ ଅସ୍ତ୍ରୋପଚାର ପରେ ଆହତ ନାବାଳକ ଜୀବନ ପାତିକାର(୯) ନୂଆ ଜୀବନ…

ନିଜକୁ ଭଗବାନ କହୁଛନ୍ତି ମୋଦି: କେଜ୍‌ରିୱାଲ

ନୂଆଦିଲ୍ଲୀ,୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅହଂକାର ବଢିଗଲାଣି। ଆଜିକାଲି ସେ ନିଜକୁ ଭଗବାନ ବୋଲି ଘୋଷଣା କରିଛନ୍ତି। ଏକ ସାକ୍ଷାତକାରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଏହି କଥା କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରି କେଜ୍‌ରିୱାଲ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କଠାରେ ଅହଂକାର ଦୃଶ୍ୟମାନ…

ବୁଥ୍‌ରେ ପହଞ୍ଚିଲେ ପୋଲିଂ ପାର୍ଟି

ଭଦ୍ରକ,୩୧ା୫(ସନାତନ ରାଉତ): ଜୁନ୍‌ ୧ରେ ଭଦ୍ରକ ଜିଲାରେ ଶେଷ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ଜିଲାର ସମସ୍ତ ବୁଥ୍‌ରେ ପୋଲିଂ ପାର୍ଟି ପହଞ୍ଚି ସାରିଛନ୍ତି। ଗୋଟିଏ ଲୋକ ସଭା ଓ ଜିଲାର ୫ ବିଧାନସଭା ପାଇଁ ୧୩୧୨ଟି ବୁଥ୍‌ରେ ମତଦାନ ହେବ।…

ୟୁପି, ରାଜସ୍ଥାନର ଫଳାଫଳକୁ ନେଇ ଖାର୍ଗେ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩୧।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି, ଲୋକମାନେ ତାଙ୍କୁ କ୍ଷମତାରୁ ବହିଷ୍କାର କରିବେ। ଲୋକ ସଭା ନିର୍ବାଚନ ପାଇଁ ଏ ପର୍ଯ୍ୟନ୍ତ ଅନୁଷ୍ଠିତ ୬ଟି ପର୍ଯ୍ୟାୟ ଭୋଟରୁ ଜଣାପଡ଼ୁଛି ଯେ ବିରୋଧୀ ଦଳ…

ଟି-୨୦ ବିଶ୍ୱକପ୍‌ ଚାମ୍ପିୟନ୍‌ ଦଳକୁ ମିଳିବ ପୁଳାପୁଳା ଟଙ୍କା: ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩୧।୫: ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ ଗୋଟିଏ ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ଜୁନ ୧ରୁ ଆରମ୍ଭ ହେଉଛି। ଏଥର ଟି-୨୦ ବିଶ୍ୱକପ ଆମେରିକା ଏବଂ ୱେଷ୍ଟଇଣ୍ଡିଜ ଦ୍ୱାରା ଆୟୋଜିତ ହେବ। ଆମେରିକାର ନ୍ୟୁୟର୍କରେ ପହଞ୍ଚିବା ପରେ ଟିମ…

ସୁଧୁରୁନି ଚାଇନା, ପୁଣି କଲା ଏମିତି କାମ

ନୂଆଦିଲ୍ଲୀ/ବେଜିଂ,୩୧ା୫: ଭାରତର ସିକିମ୍‌ ସୀମାଠାରୁ ୧୫୦ କିଲୋମିଟରରୁ କମ୍‌ ଦୂରରେ ଚାଇନା ଏହାର ଅତ୍ୟାଧୁନିକ ଜେ-୨୦ ଲଢ଼ୁଆ ବିମାନ ମୁତୟନ କରିଛି। ତିବ୍ବତର ଦ୍ୱିତୀୟ ବୃହତ୍‌ ସହର ଶିଗାତ୍‌ସେରେ ସାମରିକ ଏବଂ ବେସାମରିକ ବ୍ୟବହାର ପାଇଁ ଥିବା ଏୟାରପୋର୍ଟରେ ଚାଇନା ବାୟୁସେନାର…

ଶିକ୍ଷୟିତ୍ରୀଙ୍କୁ ମାରିଦେଲେ ଶାଶୁଘର ଲୋକେ, ସ୍ବାମୀ ଅଟକ

ନୟାଗଡ଼,୩୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ଚମ୍ପତିପୁରରେ ଜଣେ ଶିକ୍ଷୟିତ୍ରୀ ପଦ୍ମିନୀ ସ୍ବାଇଁ(୩୨)ଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ସ୍ବାମୀ ତପନ କୁମାର ସ୍ବାଇଁ(୩୫)କୁ ଅଟକ ରଖି ପଚରାଉଚରା କରିଛି। ଅଧିକ ଯୌତୁକ ନ ଦେବାରୁ ହତ୍ୟା କରାଯାଇଥିବା…

ଘରକୁ ଫେରିଲା ୧୦୦ ଟନ୍‌ ସୁନା

ନୂଆଦିଲ୍ଲୀ, ୩୧ା୫:ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା ବ୍ରିଟେନରୁ ୧୦୦ ଟନ୍‌ରୁ ଅଧିକ ସୁନା ଦେଶକୁ ଅଣାଯାଇଛି। ୧୯୯୧ରେ ଦିଆଯାଇଥିବା ଏହି ସୁନା ପ୍ରଥମ ଥର ପାଇଁ ଆରବିଆଇର ଷ୍ଟକ୍‌ରେ ଅନ୍ତର୍ଭୁକ୍ତ ହୋଇଛି। ଏହା ଭାରତ ପାଇଁ ଏକ ବଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri