Home Left

ରିକି ପଣ୍ଟିଂଙ୍କ ବଡ଼ ଭବିଷ୍ୟବାଣୀ: ଟି-୨୦ ବିଶ୍ୱକପ୍‌ରେ ଏହି ଭାରତୀୟ ବୋଲର୍‌ ନେବେ ସର୍ବାଧିକ ଉଇକେଟ୍‌

ଓ୍ବାଶିଂଟନ୍‌,୩୧।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ଆୟୋଜନ କରିବାକୁ ପ୍ରସ୍ତୁତ ଅଛନ୍ତି। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଜୁନ ୫ରେ ଆୟର୍ଲାଣ୍ଡ ବିପକ୍ଷରେ ଅଭିଯାନ ଆରମ୍ଭ କରିବ।…

ପିଲାଙ୍କ କଳି: ନାବାଳକଙ୍କ ପିଠିରେ ଲୁହାରଡ୍‌ ଭୁସିଦେଲେ ଆଉ ଜଣେ ନାବାଳକ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟ୍‌ଲି ରଥପଡ଼ାରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ୨ ନାବାଳକଙ୍କ ମଧ୍ୟରେ କଳିଗୋଳ ହେବାରୁ ଜଣେ ନାବାଳକଙ୍କ ପିଠିରେ ଅନ୍ୟଜଣେ ନାବାଳକ ଏକ ଲୁହାରଡ୍‌ ଭୁସି ଦେଇଛନ୍ତି। ଫଳରେ ଲୁହାରଡ୍‌ଟି ନାବାଳକଙ୍କ ପିଠିପଟୁ…

ଇତିହାସ ରଚିଲେ ବାବର ଆଜମ: କୋହଲିଙ୍କ ମହାରେକର୍ଡଠାରୁ ମାତ୍ର ଦୂରରେ…

ଲଣ୍ଡନ,୩୧।୫:ପାକିସ୍ତାନ ଅଧିନାୟକ ବାବର ଆଜାମ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଚତୁର୍ଥ ଟି-୨୦ରେ ୫ ଚୌକା ଓ ଗୋଟିଏ ଛକା ସହାୟତାରେ ୨୨ ବଲରେ ୩୬ ରନ ସ୍କୋର କରି ଇତିହାସ ସୃଷ୍ଟି କରିଥିଲେ। ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଏହି ଇନିଂସ ଯୋଗୁ…

ଭାଜପା ସହିତ ହେଇଗଲା ଖେଳ, ପ୍ରଶାନ୍ତ କିଶୋରଙ୍କ ପରେ ନିର୍ବାଚନ ଫଳାଫଳକୁ ନେଇ ବରିଷ୍ଠ ଖବରଦାତାଙ୍କ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩୧।୫: ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ ୨୦୨୪ ଜୁନ ୪ରେ ଘୋଷଣା କରାଯିବ। ଫଳାଫଳ ପୂର୍ବରୁ ରାଜନୈତିକ ପଣ୍ଡିତ ଏବଂ ନିର୍ବାଚନ ରଣନୀତିଜ୍ଞଙ୍କ ଦ୍ୱାରା ବିଭିନ୍ନ ଦାବି କରାଯାଇଛି। ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଏବଂ ରାଜନୈତିକ ବିଶେଷଜ୍ଞ ଯୋଗେନ୍ଦ୍ର…

୪୦୦ ନିୟୁତ ଉପରେ ଟ୍ରୁକଲର ସକ୍ରିୟ ଉପଭୋକ୍ତା

ନୂଆଦିଲ୍ଲୀ,୩୧।୫: ଦେଶର ପ୍ରମୁଖ ବୈଷୟିକ ପ୍ଲାଟଫର୍ମ ‘ଟ୍ରୁକଲର’ର ଉପଭୋକ୍ତାଙ୍କ ସଂଖ୍ୟା ୪୦୦ ନିୟୁତ ଅତିକ୍ରମ କରିଛି। ଏପରିକି ଯୋଗାଯୋଗ ଯାଞ୍ଚ ଏବଂ ଅବାଞ୍ଛିତ ଯୋଗାଯୋଗକୁ ଅବରୋଧ କରିବା ପାଇଁ ଟ୍ରୁକଲର ବିଭିନ୍ନ ଭୌଗୋଳିକ ବଜାରରେ ଆଗକୁ ବଢୁଛି ଏବଂ ଚଳିତ ବର୍ଷ…

ବିଶ୍ୱର ଶ୍ରେଷ୍ଠ ୧୦୦ ପ୍ରଭାବଶାଳୀ କମ୍ପାନୀ ମଧ୍ୟରେ ଆର୍‌ଆଇଏଲ୍‌

ଭୁବନେଶ୍ୱର, ୩୧।୫: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)କୁ ନିକଟରେ ଆଉ ଏକ ମାନତ୍ୟ ସହ ବିଶ୍ୱର ଶ୍ରେଷ୍ଠ ୧୦୦ ପ୍ରଭାବଶାଳୀ କମ୍ପାନୀ ମଧ୍ୟରେ ଆର୍‌ଆଇଏଲ୍‌ ସାମିଲ ହୋଇଛି। ଉଲ୍ଲେଖଯୋଗ୍ୟ,ପ୍ରସିଦ୍ଧ ଆମେରିକୀୟ ପତ୍ରିକା ‘ଟାଇମ୍‌’ ପକ୍ଷରୁ ୨୦୨୪ବର୍ଷ ପାଇଁ ବିଶ୍ୱର ସବୁଠାରୁ ପ୍ରଭାବଶାଳୀ…

ଧ୍ୟାନରେ ବସିଛନ୍ତି ମୋଦି, ଖାଉଛନ୍ତି ଏହି ସବୁ ଖାଦ୍ୟ, ଜାଣନ୍ତୁ ପ୍ରଧାନମନ୍ତ୍ରୀଙ୍କ ଡାଏଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୩୧।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର କନ୍ୟାକୁମାରୀରେ ଧ୍ୟାନ କରୁଛନ୍ତି। କୁହାଯାଉଛି ଯେ ପିଏମ ମୋଦି ଧ୍ୟାନ କକ୍ଷରେ ମୌନ ଅଛନ୍ତି। ସା ୬.୪୫ରୁ ପ୍ରଧାନମନ୍ତ୍ରୀ ଧ୍ୟାନରେ ବସିଛନ୍ତି। ଏହି ଅବଧି…

ଆମେରିକାରେ ଟିମ୍‌ ଇଣ୍ଡିଆକୁ ମିଳୁନି ସୁବିଧା:ରୋହିତ-ଦ୍ରାବିଡଙ୍କ ଅସନ୍ତୋଷ

ନୂଆଦିଲ୍ଲୀ,୩୧।୫: ଭାରତୀୟ ଦଳର ସମସ୍ତ ଖେଳାଳି ଜୁନ ୧ ରୁ ଟି-୨୦ ବିଶ୍ୱକପ ଟୁର୍ନାମେଣ୍ଟ ପାଇଁ ଆମେରିକାରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ଟିମ ଇଣ୍ଡିଆ ମଧ୍ୟ ନିଟ ଅଭ୍ୟାସ ଆରମ୍ଭ କରିଛି। କିନ୍ତୁ ଦଳର ମୁଖ୍ୟ କୋଚ ରାହୁଲ ଦ୍ରାବିଡ…

ମାଲେସିଆକୁ ଏୟାର ଏସିଆର ଡାଇରେକ୍ଟ ଫ୍ଲାଇଟ୍‌

ଭୁବନେଶ୍ୱର, ୩୧।୫: ଏୟାର ଏସିଆର ବହୁ ପ୍ରତୀକ୍ଷିତ ବିମାନ ସେବା ‘ଭୁବନେଶ୍ୱରରୁ ମାଲେସିଆ’କୁ ଡାଇରେକ୍ଟ ଫ୍ଲାଇଟ ସେବାର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସେବା ପାଇଁ ପର୍ଯ୍ୟଟନ ଅତ୍ୟନ୍ତ ଆନନ୍ଦ ପ୍ରକାଶ କରିଛି। ଏହି ରଣନୀତିକ ପ୍ରୟାସ ସହ ଭାରତ ଓ…

୫୦୦ ଟଙ୍କିଆ ନୋଟ୍‌ର ପ୍ରଚଳନ ସର୍ବାଧିକ

ଭୁବନେଶ୍ୱର,୩୧।୫:(ଅନୁରାଧା ମହାରଣା): ଦେଶରେ ପ୍ରଚଳିତ ନୋଟ୍‌ ମଧ୍ୟରେ ୫୦୦ ଟଙ୍କିଆ ନୋଟ୍‌ର ପରିମାଣ ସର୍ବାଧିକ ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏହାର ବାର୍ଷିକ ରିପୋର୍ଟରେ କହିଛି ଯେ, ମାର୍ଚ୍ଚ ୨୦୨୪ ସୁଦ୍ଧା ୫୦୦ଟଙ୍କିଆ ନୋଟ୍‌ର ଅଂଶ ୮୬.୫ ପ୍ରତିଶତକୁ ବୃଦ୍ଧି ପାଇଥିବାବେଳେ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ନାହିଁ ବର୍ନ ଓ୍ବାର୍ଡ

ପୁରୀ,୩୧ା୫(ଅଜିତ୍‌ କୁମାର ମହାନ୍ତି): ଭଉଁରି ଯାତ୍ରା ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀ ପରିସରରେ ବାଣ ବିସ୍ଫୋରଣ ଘଟି ୩୦ରୁ ଊର୍ଦ୍ଧ୍ୱ ଭକ୍ତ ଆହତ ହୋଇଥିବା ବେଳେ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ପୁରୀ ଜିଲା ମୁଖ୍ୟ…

ବାଣ ବିସ୍ଫୋରଣ ଘଟଣାକୁ ନେଇ ଉଠିଲା ଅନେକ ପ୍ରଶ୍ନ

ପୁରୀ,୩୧ା୫(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଭଉଁରି ଯାତ୍ରା ଅବସରରେ ବୁଧବାର ସନ୍ଧ୍ୟାରେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ବାଣ ବିସ୍ଫୋରଣ ଘଟଣା ପୁରୀବାସୀଙ୍କୁ ସ୍ତବ୍ଧ କରିଦେବା ସହ ମୃତାହତଙ୍କ ପରିବାରରେ ଦୁଃଖଦ ପରିବେଶ ସୃଷ୍ଟି କରିଛି। ବାଣ ବିସ୍ଫୋରଣରେ ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri