Home Left

କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ବୈଧ ନୁହେଁ ହିନ୍ଦୁ-ମୁସଲମାନ ବିବାହ

ଭୋପାଳ,୩୦ା୫: ପୋଲିସ ସୁରକ୍ଷାରେ ବିବାହ ପଞ୍ଜୀକରଣ କରିବାକୁ ଚାହୁଁଥିବା ଏକ ହିନ୍ଦୁ-ମୁସ୍‌ଲିମ୍‌ ଯୋଡ଼ିଙ୍କ ଆବେଦନକୁ ମଧ୍ୟପ୍ରଦେଶ ହାଇକୋର୍ଟ ଖାରଜ କରିଦେଇଛନ୍ତି। ମୁସଲମାନ ଆଇନରେ ଏଭଳି ବିବାହ ଅବୈଧ। ଏପରିକି ସ୍ବତନ୍ତ୍ର ବିବାହ ଆଇନରେ ମଧ୍ୟ ହିନ୍ଦୁ-ମୁସଲମାନ ଦମ୍ପତିଙ୍କ ବିବାହ ବୈଧ ନୁହେଁ…

ରାଉରକେଲା ସରକାରୀ ଡାକ୍ତରଖାନାରେ ୧୦ଜଣଙ୍କ ଅସ୍ବାଭାବିକ ମୃତ୍ୟୁ

ଭୁବନେଶ୍ୱର,୩୦।୫: ରାଉରକେଲା ସରକାରୀ ଡାକ୍ତରଖାନା (RGH)ରେ ଗୁରୁବାର ସାଢେ ୬ ଘଣ୍ଟା ଭିତରେ ୧୦ ଜଣଙ୍କୁ ମୃତ ଘୋଷଣା କରାଯାଇଛି। ଡାକ୍ତରଖାନାର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନଙ୍କଠାରୁ ଏହି ସୂଚନା ମିଳିଛି। ସେ କହିଛନ୍ତି, ଦିନ ସାଢେ ଗୋଟାଏରୁ ୮ଟା…

ଧ୍ୟାନରେ ବସିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ୟାକୁମାରୀରେ ଧ୍ୟାନ କରିବା ପାଇଁ ପହଞ୍ଚିସାରିଛନ୍ତି। ଆସନ୍ତା ୨ ଦିନ ଯାଏ ଏଠାରେ ପ୍ରଧାନମନ୍ତ୍ରୀ ରହିବେ। ଆପଣଙ୍କୁ କହିରଖୁଛୁ ଯେ ସ୍ବାମୀ ବିବେକାନନ୍ଦ ଯେଉଁ ସ୍ଥାନରେ ଧ୍ୟାନ କରିଥିଲେ ସେହି ସ୍ଥାନରେ ପିଏମ ମୋଦି ଧ୍ୟାନ…

୪୮ ଘଣ୍ଟାରେ ଫାଇନାଲ ହେବ କିଏ ହେବେ ପ୍ରଧାନମନ୍ତ୍ରୀ, ଇଣ୍ଡିଆରେ ସାମିଲ ହେବେ ଅଧିକାଂଶ ଏନଡିଏ ଦଳ

ନୂଆଦିଲ୍ଲୀ,୩୦।୫: କଂଗ୍ରେସ ନେତା ଜୟରାମ ରମେଶ ଗୁରୁବାର କହିଛନ୍ତି ଯେ ଲୋକ ସଭା ନିର୍ବାଚନ ଫଳାଫଳରେ ଇଣ୍ଡିଆ ମିଳିତ ମଞ୍ଚ ଏକ ସଂଖ୍ୟାଗରିଷ୍ଠତା ହାସଲ କରିବ ଏବଂ ୪୮ଘଣ୍ଟାରୁ କମ ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ଚୟନ କରାଯିବ।…

ବାଇକ୍‌ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଥୁଆମୂଳ ରାମପୁର, ୩୦ା୫:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୁଣୁପୁର ଥୁଆମୂଳ ରାମପୁର ମୁଖ୍ୟ ରାସ୍ତାରେ ଗୁରୁବାର ଏକ ବାଇକ୍‌ ଦୁର୍ଘଟଣା ଘଟିଛି l ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ…

ଶିଶୁପୁତ୍ରର ବେକରେ ଭୁଜାଲି ରଖି ଲୁଟିନେଲେ ଟଙ୍କା, ଅଳଙ୍କାର

ପାରଳାଖେମୁଣ୍ଡି,୩୦ା୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ବନାଥନଗରରେ ଗୁରୁବାର ଏକ ବଡ଼ ଧରଣର ଲୁଟପାଟ୍‌ ଘଟିଛି। ୪ଜଣ ଲୁଟେରା ଜଣେ ଶିଶୁପୁତ୍ରର ବେକରେ ଭୁଜାଲି ରଖି ପରିବାର ଲୋକଙ୍କୁ ଭୟଭୀତ କରି ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଲୁଟି…

ଯେ କୌଣସି ସମୟରେ ପରମାଣୁ ବୋମା ବ୍ୟବହାର କରିପାରେ ପାକିସ୍ତାନ, କହିଲା ଆମର ନୋ ଫାଷ୍ଟ ୟୁଜ ନୀତି ନାହିଁ…

ଇସଲାମାବାଦ,୩୦।୫: ଆଣବିକ ଅସ୍ତ୍ରଶସ୍ତ୍ର ବ୍ୟବହାରରେ ପାକିସ୍ତାନ ପ୍ରଥମ ବ୍ୟବହାର ନୀତି ଅନୁସରଣ କରୁନାହିଁ। ଦେଶର ଆଣବିକ ଅସ୍ତ୍ର ପ୍ରତିରୋଧର ବିକାଶ ପାଇଁ ଏବଂ ଶତ୍ରୁଙ୍କ ବିପଦକୁ ଦୃଷ୍ଟିରେ ରଖି ଏହା ବ୍ୟବହାର କରାଯିବ। ପାକିସ୍ତାନର ନ୍ୟାସନାଲ କମାଣ୍ଡ ଅଥରିଟିର ପରାମର୍ଶଦାତା ତଥା…

ଝିଅ, ମା,ବାପା ଘରେ ଥିଲେ: ପଡ଼ିଲା ବଜ୍ରପାତ

ବାଲିଗୁଡ଼ା,୩୦।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ଟିକାବାଲିରେ ଗୁରୁବାର ଅପରାହ୍ନରେ ଘଡଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ବଜ୍ରପାତରେ ଝିଅଙ୍କ ମୃତ୍ୟୁ ଘଟିଥିବା ବେଳେ ମା, ବାପା ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…

ଟାଇମ ମାଗାଜିନର ୧୦୦ ପ୍ରଭାବଶାଳୀ କମ୍ପାନୀରେ ଭାରତର ଦବଦବା, ସାମିଲ ହେଲେ ରିଲାଏନ୍ସ, ଟାଟା, ସିରମ

ନୂଆଦିଲ୍ଲୀ,୩୦।୫: ଆମେରିକାର ଟାଇମ ମାଗାଜିନ ୨୦୨୪ର ବିଶ୍ୱର ସବୁଠାରୁ ପ୍ରଭାବଶାଳୀ କମ୍ପାନୀଗୁଡିକର ତାଲିକା ପ୍ରକାଶ କରିଛି। ତିନୋଟି ଭାରତୀୟ କମ୍ପାନୀ ମଧ୍ୟ ଏହି ତାଲିକାରେ ସ୍ଥାନ ପାଇଛନ୍ତି। ଟାଇମର ଶ୍ରେଷ୍ଠ ୧୦୦ପ୍ରଭାବଶାଳୀ କମ୍ପାନୀରେ ପରିଣତ ହୋଇଥିବା ଭାରତୀୟ କମ୍ପାନୀଗୁଡିକ ମଧ୍ୟରେ ରିଲାଏନ୍ସ…

ଡାକ୍ତରଖାନାରେ ଆଟେଣ୍ଡାଣ୍ଟଙ୍କ ଦୁର୍ବ୍ୟବହାର: ସ୍ବାସ୍ଥ୍ୟକର୍ମୀଙ୍କୁ ତାଗିଦ କଲେ ଅଧୀକ୍ଷକ

ହିଞ୍ଜିଳିକାଟୁ,୩୦ା୫(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଡାକ୍ତରଖାନାରେ ଜଣେ ସ୍ବାସ୍ଥ୍ୟକର୍ମୀ ବୁଧବାର ରାତିରେ ଜଣେ ଗୁରୁତର ଆହତ ନାବାଳକଙ୍କୁ ଚିକିତ୍ସା ବଦଳରେ ତାଙ୍କ ସମ୍ପର୍କୀୟଙ୍କୁ ଦୁର୍ହବ୍ୟବହାର କରିଥିବା ଅଭିଯୋଗ ହୋଇଛି । ବୁଧବାର ରାତିରେ ଘଟିଥିବା ଏହି ଘଟଣା ନେଇ ଗୁରୁବାର…

ମୋଦି ୪୨୧ଥର ମନ୍ଦିର-ମସଜିଦ, ୨୨୪ ଥର ମୁସଲମାନ-ପାକିସ୍ତାନର ନାମ ନେଇଛନ୍ତି: ଖାର୍ଗେ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ପୂର୍ବରୁ କଂଗ୍ରେସ ଭାଜପାକୁ ଟାର୍ଗେଟ କରିଛି। ସପ୍ତମ ପର୍ଯ୍ୟାୟ ଅଭିଯାନ ଶେଷ ହେବାର କିଛି ଘଣ୍ଟା ପୂର୍ବରୁ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଭାଜପା ଏବଂ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅନେକ…

ଭଦ୍ରକ ଜିଲାରେ ୧୪୪ ଧାରା ଲାଗୁ, ୫ରୁ ଅଧିକ ଏକାଠି ହେବା, ବୁଲିବା ମନା

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ ହୋଇଛି। ଏପରିକି ନିର୍ବାଚନ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ନିର୍ବାଚନକୁ ଦୃଷ୍ଟିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri