Home Left

ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ାକେନ୍ଦୁଆ ଯାଇଛନ୍ତି। ଉକ୍ତ…

ବଡ଼ ସୂଚନା ଦେଲେ ମନମୋହନ, ଖୁବ୍‌ଶୀଘ୍ର ନିଯୁକ୍ତି ପାଇବେ ବୋର୍ଡ…

ଭୁବନେଶ୍ୱର,୨୯ା୯: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ନିଯୁକ୍ତ ବୋର୍ଡ ଏବଂ ନିଗମ ଅଧ୍ୟକ୍ଷ ନିଯୁକ୍ତି ପାଇବେ। ସଦସ୍ୟତା ଅଭିଯାନ ପରେ ଯୋଗ୍ୟ ଅଭିଜ୍ଞ ଲୋକଙ୍କୁ ଗୁରୁତ୍ୱ ଦିଆଯିବ ବୋଲି…

ସାରା ବିଶ୍ୱକୁ କେଶ ବିକ୍ରି କରି କୋଟି କୋଟି ଟଙ୍କା ରୋଜଗାର କରେ ଭାରତ, ମୁଣ୍ଡନ ପାଇଁ ଏହି ମନ୍ଦିର କରେ ସର୍ବାଧିକ ଆୟ

ନୂଆଦିଲ୍ଲୀ,୨୯।୯: କୌଣସି ବ୍ୟକ୍ତିଙ୍କ ମୁଣ୍ଡରେ ଥିବା କେଶ ତାଙ୍କ ବ୍ୟକ୍ତିତ୍ୱକୁ ବୁଝାଇଥାଏ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ସମଗ୍ର ବିଶ୍ୱରେ କେଶ ବଜାରର ଦାମ୍‌ କୋଟି କୋଟି ଟଙ୍କାର ଅଟେ। କିପରି ଲୋକମାନେ କେବଳ କେଶ ବିକ୍ରୟ କରି ଲକ୍ଷ…

ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୧୯ ନାମୀଦାମୀ ବାଇକ୍‌ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି,୨୯ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା। ଆନ୍ଧ୍ର ଓ ଓଡ଼ିଶା ଆନ୍ତଃରାଜ୍ୟ ବାଇକ୍‌ ଲୁଟେରାକୁ ଧରିବା ସହ ୧୯ଟି ନାମୀଦାମୀ ବାଇକ୍‌ ଧରିବାରେ ସକ୍ଷମ ହୋଇଛି। ତିନିଦିନ ତଳେ ରାତିରେ ପାରଳାଖେମୁଣ୍ଡି ପୋଲିସ ପାଟ୍ରୋଲିଂ…

ଟିମ ସିଲେକ୍ସନରେ ଗମ୍ଭୀରଙ୍କ ଇନପ୍ୟାକ୍ଟ, କୋଚଙ୍କ ନିକଟତମ ଖେଳାଳିଙ୍କ ପାଇଁ ଖୋଲିଲା…

ନୂଆଦିଲ୍ଲୀ,୨୯।୯: ବାଂଲାଦେଶ ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ଅଜିତ ଅଗରକରଙ୍କ ନେତୃତ୍ୱରେ ସିନିୟର ଚୟନ କମିଟି ଶନିବାର ରାତିରେ ୧୫ ଜଣିଆ ଦଳ ଘୋଷଣା କରିଛି। ଏହି…

ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ, ନାଳରୁ ମିଳିଲା ମୃତଦେହ

ଭୁବନ,୨୯ା୯(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଭୁଷଳ ପଞ୍ଚାୟତ ଅସୁରବନ୍ଧ ଗ୍ରାମର ବିଷ୍ଣୁ ମଳିକ(୪୪)ଙ୍କ ମୃତଦେହ ରବିବାର ସକାଳେ ପଥରଡଙ୍ଗା ନାଳରୁ ଜବତ କରାଯାଇଛି। ବିଷ୍ଣୁ ଗ୍ରାମରେ ହେଉଥିବା ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ।…

ଏମିତି ଏକ ଗାଁ, ଯେଉଁଠି ଘର ଛାଡି ଆସିଥିବା ପ୍ରେମୀଯୁଗଳଙ୍କୁ ମିଳେ ଆଶ୍ରୟ, ଖାଇବା-ରହିବା ସବୁ ମାଗଣା

ସାରା ଦୁନିଆରେ ପ୍ରେମକୁ ନେଇ ପ୍ରତ୍ୟେକ ଭାଷା ଏବଂ ସାହିତ୍ୟରେ ଅନେକ ଲେଖା ରହିଛି। ଲୈଲା-ମଜନୁ ଏବଂ ରୋମିଓ-ଜୁଲିଏଟ ପରି ଅନେକ ନାମ ରହିଛି, ଯେଉଁମାନେ ପ୍ରେମର ନାମକୁ ଅମର କରିଛନ୍ତି। କିନ୍ତୁ ଆଜି ଆମେ ଆପଣଙ୍କୁ ଭାରତର ଏପରି ଏକ…

ଚିନାବାଦାମ ଖାଉଥିଲେ

ଚିନାବାଦାମ ଖାଇବା ଅନେକଙ୍କର ପସନ୍ଦ। ତେବେ ଭଜା ଚିନାବାଦାମ ତୁଳନାରେ ସିଝା ଚିନାବାଦାମ ଖାଇଲେ ଶରୀରକୁ ଅନେକ ଉପକାର ମିଳିଥାଏ। ପ୍ରଥମତଃ ଭଜା ଚିନାବାଦାମ ତୁଳନାରେ ଏହା ସେତେ ବେଶୀ ଗ୍ୟାସ ସମସ୍ୟା ସୃଷ୍ଟି କରେନାହିଁ। ଦ୍ୱିତୀୟତଃ ଚିନାବାଦାମକୁ ସିଝାଇ ଖାଇଲେ…

ଟ୍ୟୁଶନରୁ ହୋଇଥିଲା ପ୍ରଥମ ରୋଜଗାର

ଭୁବନେଶ୍ବର ପଟିଆ ଅଞ୍ଚଳରେ ମୁଁ ରୁହେ। ବାପା ଡା. ରାମଚନ୍ଦ୍ର ପଟ୍ଟନାୟକ ଓ ମା’ ବାସନ୍ତୀ ପଟ୍ଟନାୟକଙ୍କର ମୁଁ ହେଲି ଏକମାତ୍ର ପୁଅ ପୁଣି ସବୁଠୁ ସାନ। ମୋ ଉପରେ ବଡ଼ ତିନି ଭଉଣୀ। ତେଣୁ ଖୁବ୍‌ ଗେହ୍ଲାରେ ମୋର ଛୋଟବେଳ…

ମୃତ୍ୟୁଦଣ୍ଡ ଦେବା ପରେ ଜଜ୍‌ କାହିଁକି ଭାଙ୍ଗିଦିଅନ୍ତି କଲମ, ଜାଣନ୍ତୁ ଏହା ପଛର ବଡ଼ କାରଣ…

ଯେତେବେଳେ ଜଣେ ଜଜ୍‌ କାହାକୁ ମୃତ୍ୟୁ ଦଣ୍ଡାଦେଶ ଦିଅନ୍ତି, ଏହା ପରେ ସେ ତାଙ୍କ କଲମ ଭାଙ୍ଗିଦିଅନ୍ତି। କିନ୍ତୁ ଏହା ପଛର କାରଣ ଜାଣନ୍ତି କି? ଯଦି ନୁହେଁ, ତେବେ ଜାଣନ୍ତୁ ମୃତ୍ୟୁଦଣ୍ଡ ଦିଆଯିବା ପରେ କଲମର ମୁନ କାହିଁକି ଭାଙ୍ଗନ୍ତି…

ମନ କି ବାତ: ବାଇଡେନଙ୍କ ସହ ଘନିଷ୍ଠ ସମ୍ପର୍କ, ଫେରିଲା ୩୦୦ କଳାକୃତି, ଓଡ଼ିଶାର ସାନ୍ତାଳି ଭାଷାକୁ ନେଇ ମୋଦି କହିଲେ ବଡ କଥା

ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୧୪ ତମ ଏପିସୋଡରେ କହିଛନ୍ତି – ଆମର ଏହି ଯାତ୍ରାକୁ ୧୦ ବର୍ଷ ବିତିଗଲାଣି। ଏହି କାର୍ଯ୍ୟକ୍ରମ ବିଜୟା ଦଶମୀ ଦିନ ଆରମ୍ଭ ହୋଇଥିଲା। ଏବେ ନବରାତ୍ରୀର ପ୍ରଥମ ଦିନ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?