ଥମୁନି ଦାଦନ ଦୁଃଖ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ
ଥୁଆମୁଳ ରାମପୁର,୨୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡିରେ ପୁଣି ଦାଦନ ଦୁଃଖ। ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ଥାନା ମୁଣ୍ତିଘାଟି ଗ୍ରାମର ମନ ମାଝୀ(୪୧)। ଅର୍ଥ ଭାବରୁ…
ଆର୍ଏସ୍ପିରେ ବଡ଼ ଧରଣର ବିସ୍ଫୋରଣ
ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍ଏସ୍ପି)ର ଷ୍ଟିଲ୍ ମେଲ୍ଟିଂ ଶପ୍ (ଏସ୍ଏମ୍ଏସ୍)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ ଠିକା କର୍ମଚାରୀ ଆହତ ହୋଇଛନ୍ତି। ଆହତମାନେ ହେଲେ ଆରଏସ୍ପିର ବରିଷ୍ଠ ଅଧିକାରୀ ଏଚ୍. କେ.…
ଭିଜିଲାନ୍ସ ଚଢ଼ାଉ, ଜଣାପଡିଲା ମନରେଗା ଯୋଜନାର ସତ!
କେସିଙ୍ଗା,୨୮।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଭିଜିଲାନ୍ସ ବିଭାଗ ପକ୍ଷରୁ କେସିଙ୍ଗା ବ୍ଲକ କଶ୍ରୁପଡା ପଞ୍ଚାୟତର ଘଣ୍ଟଶଳା ଗ୍ରାମରେ ମନେରେଗା ଯୋଜନାରେ ହୋଇଥିବା କାମର କେସ ରେକର୍ଡ ଭିଜିଲାନ୍ସ ଶନିବାର ଜବତ କରି ନେଇଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ, ୨୦୨୩- ୨୪ ଆର୍ଥକ…
ଭଦ୍ରକ ତୁମୁଳକାଣ୍ଡର ୭ ଅଭିଯୁକ୍ତ ଗିରଫ: ଏସ୍ପି କହିଲେ…
ଭଦ୍ରକ,୨୮।୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଥିଲେ। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ…
ଭାଜପାର ମାଷ୍ଟର ଗେମ୍: ପାର୍ବଣରେ ନୂଆ ପ୍ଲାନ୍, ହାତେଇ ନେବକି…
ଭୁବନେଶ୍ୱର,୨୮।୯: ଧରାପୃଷ୍ଠକୁ ଆସୁଛନ୍ତି ମା’ ଜଗତଜନନୀ ଦୁର୍ଗା। ଏନେଇ ଚଳଚଞ୍ଚଳ ହୋଇଉଠୁଛି ପୂଜା ମଣ୍ଡପ। ଏହି ପରିପ୍ରେକ୍ଷୀରେ ଭାଜପା ଏକ ବଡ଼ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରିଛି। ପାର୍ବଣରେ ସମସ୍ତ ପୂଜା ପେଣ୍ଡାଲରେ ଭାଜପା କ୍ୟାମ୍ପ ପକାଇବ। ଏନେଇ ଦଳ ପକ୍ଷରୁ…
ବିଜେଡି ଖତମ୍ ହେଇସାରିଛି କାହିଁକି ଏମିତି କହିଲେ ତୋମାର
ଭୁବନେଶ୍ୱର,୨୮।୯: ବିଜେଡିକୁ ସମାଲୋଚନା କରିଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର। ସେ କହିଛନ୍ତି ଗତ ୨୪ ବର୍ଷର ଶାସନ ଭିତରେ ବିଜେଡି ଯାହା କରିପାରି ନଥିଲା, ଶହେ ଦିନର ଶାସନ ଭିତରେ ଭାଜପା କରି ଦେଖାଇଛି ।…
ଟାଟା ଇଲେକ୍ଟ୍ରୋନିକ୍ସ କାରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ
ହୋସୁର,୨୮ା୯: ତାମିଲନାଡୁର କ୍ରିଷ୍ଣାଗିରି ଜିଲାରେ ଥିବା ଟାଟା ଇଲେକ୍ଟ୍ରୋନିକ୍ସ ପ୍ରା. ଲିଃର ଇଲେକ୍ଟ୍ରୋନିକ ଉପକରଣ କାରଖାନାରେ ଶନିବାର ନିଆଁ ଲାଗିଯାଇଛି। କାରଖାନା ପରିସରରେ ଥିବା ରାସାୟନିକ ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଥିଲା ବେଳେ ଏଥିରେ କେହି ମୃତାହତ ହୋଇନାହାନ୍ତି। ତେବେ…
ହିଜବୁଲ୍ଲା ମୁଖ୍ୟ ନିହତ: ସ୍ପଷ୍ଟ କଲା ଇସ୍ରାଏଲ ଡିଫେନ୍ସ ଫୋର୍ସ
ବେରୁଟ,୨୮।୯: ଲେବାନନର ରାଜଧାନୀ ବେରୁଟରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଆତଙ୍କୀ ସଂଗଠନ ହିଜବୁଲ୍ଲା ମୁଖ୍ୟ ହସନ ନସରଲା ନିହତ ହୋଇଛନ୍ତି। ଏଥିସହ ଆତଙ୍କୀ ସଂଗଠନ ହିଜବୁଲ୍ଲା ମୁଖ୍ୟାଳୟ ନଷ୍ଟ ହୋଇଯାଇଛି। ଏପରିକି ଆତଙ୍କୀ ସଂଗଠନ ହିଜବୁଲ୍ଲା ମୁଖ୍ୟ ହସନ ନସରଲାଙ୍କ ମୃତ୍ୟୁକୁ…
ବିଜେଡି ପରାଜୟର କ’ଣ ବଡ଼ କାରଣ କହିଲେ ମଙ୍ଗଳା କିଷାନ
ନିର୍ବାଚନରେ ବିଜେଡି ପରାଜୟ ନେଇ ଜଣଙ୍କ ପରେ ଜଣେ ନେତା ମୁହଁ ଖୋଲି ଚାଲିଛନ୍ତି । ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି…
କୋଲକାତାରେ ପୁଣି ଲଜ୍ଜ୍ୟା: ବନ୍ଧୁକ ମୁନରେ ଆଇଏଏସଙ୍କ ସ୍ତ୍ରୀଙ୍କୁ ବଳାତ୍କାର, ପୋଲିସ ତଦନ୍ତକୁ ନେଇ ଉଠିଲା ପ୍ରଶ୍ନ
କୋଲକାତା,୨୮।୯: ଆର.ଜି କର ମେଡିକାଲ ଏବଂ ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପୋଲିସର ଭୂମିକା ଉପରେ ପ୍ରଶ୍ନ ଉଠି ସାରିଛି। ତେବେ ଏହି ଘଟଣା ପରେ ପୁଣି ଏପରି ଛାତିଥରା ଘଟଣା କୋଲକାତାରେ ଦେଖିବାକୁ ମିଳିଛି। ବର୍ତ୍ତମାନ…
୩ଘଣ୍ଟା ଭିତରେ ପ୍ରବଳ ବର୍ଷିବ, ଆଲର୍ଟ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୮।୯: ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପର ପ୍ରଭାବ । ଗତ ଦୁଇ ଦିନ ହେବ ବର୍ଷାର ପରିମାଣ ବଢିଥିବା ବେଳେ ଆଜି ଟ୍ବିନ ସିଟିରେ ପାଗ ଫିଟିଛି । ସେହିପରି ରାଜ୍ୟରେ ଅନେକ ସ୍ଥାନରେ ଖରା ଅନୁଭୂତ ହୋଇଥିବା ବେଳେ…
ଆସନ୍ତା ୩୦ରେ ବନ୍ଦ ରହିବ ଅଭିଯୋଗ ଶୁଣାଣି
ଭୁବନେଶ୍ୱର,୨୮।୯: ଆସନ୍ତା ସୋମବାର ଅର୍ଥାତ୍ ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହିଦିନ ଜନଶୁଣାଣି…

