Home Left

ସହରୀକରଣରୁ ବଢ଼ୁଛି ରାତିର ତାତି

ନୂଆଦିଲ୍ଲୀ, ୨୯।୫ : ଭାରତର ୧୪୦ଟି ମୁଖ୍ୟ ସହରରେ ରାତିରେ ଗ୍ରାମାଞ୍ଚଳଠାରୁ ୬୦ ପ୍ରତିଶତ ଅଧିକ ଗରମ ଅନୁଭୂତ ହେଉଛି। ଏହାର ପ୍ରମୁଖ କାରଣ ସହରୀକରଣ ବୋଲି ଇଣ୍ଡିଆନ୍‌ ଇନ୍‌ଷ୍ଟିଟ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱର ପକ୍ଷରୁ କରାଯାଇଥିବା ଏକ ଗବେଷଣାରୁ…

ସ୍ମରଣୀୟ ଦିବସ ଏଭରେଷ୍ଟ ଡେ’

ପ୍ରତିବର୍ଷ ମେ’ ୨୯କୁ ଅନ୍ତର୍ଜାତୀୟ ଏଭରେଷ୍ଟ ଡେ’ ଭାବେ ପାଳନ କରାଯାଉଛି। ୧୯୫୩ର ଏହି ଦିନରେ ସୁଉଚ୍ଚ ଏଭରେଷ୍ଟ ଆରୋହଣ କରିବାରେ ସକ୍ଷମ ହୋଇଥିଲେ ନେପାଳର ତେନଜିଙ୍ଗ ନରଗେ ଏବଂ ନ୍ୟୁଜିଲ୍ୟାଣ୍ଡର ଏଡମଣ୍ଡ ହିଲାରୀ। ଏହି ସ୍ମୃତିକୁ ନେଇ ଉକ୍ତ ଦିବସ…

ଆଉ ଏକ ମହାମାରୀ ନିଶ୍ଚିତ

ନୂଆଦିଲ୍ଲୀ,୨୯ା୫: ଅନ୍ୟ ଏକ ମହାମାରୀ ନିଶ୍ଚିତ ବୋଲି ବ୍ରିଟେନ୍‌ର ପୂର୍ବତନ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତା ସାର୍‌ ପାଟ୍ରିକ୍‌ ଭାଲାନ୍ସ ସତର୍କ କରାଇଛନ୍ତି। ସେଥିପାଇଁ ଆଗାମୀ ସରକାର ପ୍ରସ୍ତୁତି ଉପରେ ପ୍ରାଥମିକତା ଦେବାକୁ ସେ ପରାମର୍ଶ ଦେଇଛନ୍ତି। ନୂତନ ଭାବେ ସୃଷ୍ଟି ହେଉଥିବା…

ପାଲେଷ୍ଟାଇନ୍‌କୁ ରାଷ୍ଟ୍ର ମାନ୍ୟତା

ମାଡ୍ରିଡ୍‌/ଡଲ୍‌ବିନ୍‌/ଓସ୍‌ଲୋ,୨୯ା୫: ଇସ୍ରାଏଲ୍‌ର କଡ଼ା ପ୍ରତିକ୍ରିୟା ସତ୍ତ୍ୱେ ସ୍ପେନ୍‌, ନରଓ୍ବେ ଓ ଆୟର୍ଲାଣ୍ଡ ମଙ୍ଗଳବାର ଯୁଦ୍ଧ ପ୍ରଭାବିତ ପାଲେଷ୍ଟାଇନ୍‌କୁ ଆନୁଷ୍ଠାନିକ ଭାବେ ରାଷ୍ଟ୍ର ମାନ୍ୟତା ପ୍ରଦାନ କରିଛନ୍ତି। କେବଳ ଏତିକି ନୁହେଁ, ଗାଜାରେ ହମାସ୍‌ ସହ ଇସ୍ରାଏଲ୍‌ର ଯୁଦ୍ଧବିରତି ଉଦ୍ୟମକୁ ଆହୁରି ଜୋର୍‌ଦାର…

ଭାଜପା କହେ, ପାରେନାହିଁ: ନବୀନ

ନୂଆଦିଲ୍ଲୀ,୨୯ା୫: ଭାରତୀୟ ଜନତା ପାର୍ଟି (ଭାଜପା) କେବଳ କହିଥାଏ, କିନ୍ତୁ ପାରି ନ ଥାଏ। ଭାଜପା ପୂର୍ବରୁ କର୍ନାଟକରେ ସରକାର ଗଢ଼ିବ ବୋଲି ଦାବି କରିଥିଲା। ହେଲେ ଏଥିରେ ବିଫଳ ହୋଇଥିଲା। ଭାଜପା ନେତାମାନେ ତେଲଙ୍ଗାନାରେ ସରକାର ଗଢ଼ିବୁ ବୋଲି କହି…

ବିଜେଡି, ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ: ଅଜୟ କୁମାର

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର): ଆଉ ୨ ଦିନ ପରେ ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ହେବ। ତେଣୁ ରାଜ୍ୟବାସୀ ବିଜେଡି ଓ ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ। ନିଜ ପରିବାରର ଅଧିକାର ପାଇଁ ଭୋଟ…

ଓଡ଼ିଶାରେ ଭାଜପା ସରକାର ଗଠନ କରିପାରିବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୫(ଅନିଲ ଦାସ)-ଓଡ଼ିଶାରେ ଭାଜପା ସରକାର ଗଠନ କରିପାରିବନି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ଭାଜପା କର୍ନାଟକ, ତେଲଙ୍ଗାନା ଓ ହିମାଚଳ ପ୍ରଦେଶରେ ସରକାର ଗଠନ କରିବ…

ବିଏଡ୍‌, ବିଏଚ୍‌ଏଡ୍‌, ଏମ୍‌ଏଡ୍‌ ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର, ୨୮।୫(ଅସମାପିକା ସାହୁ)- ୨୦୨୪-୨୫ ଶିକ୍ଷାବର୍ଷରେ ବିଏଡ୍‌, ବିଏଚ୍‌ଏଡ୍‌ ଏବଂ ଏମ୍‌ଏଡ୍‌ ନାମଲେଖା ପାଇଁ ବୁଧବାର ଠାରୁ ପ୍ରବେଶିକା ପରୀକ୍ଷା ନିମନ୍ତେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ବୁଧବାର ଅପରାହ୍ନ ୨ଟାରୁ www.samsodisha.gov.in ଓ୍ବେବ୍‌ସାଇଟ୍‌ରେ ଆବେଦନଫର୍ମ ଉପଲବ୍ଧ ହେବ। ଛାତ୍ରୀଛାତ୍ରମାନେ ଜୁନ୍‌…

ବୁଲାଣି ରାସ୍ତାରେ ଓଲଟି ପଡିଲା ବସ୍‌: ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

ଫୁଲବାଣୀ/ଫିରିଙ୍ଗିଆ,୨୮ା୫(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ) -କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କାଳିଆ ସାହି ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ସନ୍ଧ୍ୟାରେ ‘ସାଲୁଙ୍କି’ ନାମକ ଘରୋଇ ବସ ଓଲଟି ପଡ଼ିଛି। ଏଥିରେ କଣ୍ଡକ୍ଟରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

ସିଂହ ଏକାକି କରିଦେଲା ବିଶାଳକାୟ ହାତୀର ଶିକାର, ଦୃଶ୍ୟ ଦେଖିଲେ ଟାଙ୍କୁରି ଉଠିବ ଲୋମ

ଜଙ୍ଗଲର ସବୁଠାରୁ ଘାତକ ଶିକାରୀ ତାଲିକାରେ ସିଂହର ସ୍ଥାନ ପ୍ରଥମ। ହେଲେ କିଛି ବନ୍ୟଜନ୍ତୁ ଏଭଳି ରହିଛି ଯାହାଙ୍କ ଶିକାର କରିବା ସିଂହ ପାଇଁ କଷ୍ଟକର ବୋଲି କୁହାଯାଏ, ଯେମିତିକି ହାତୀ, ଜିରାଫ ଆଦି। ହେଲେ ଏବେ ସୋସିଆଲ ମିଡିଆରେ ଏଭଳି…

ରାଜକୋଟ ଗେମିଂ ଜୋନ୍‌ ଅଗ୍ନିକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା: ମୃତକଙ୍କ ମଧ୍ୟରେ ଥିଲେ ମାଲିକ

ରାଜକୋଟ,୨୮।୫: ରାଜକୋଟର ଟିଆର୍‌ପି ଗେମ୍‌ ଜୋନ୍‌ରେ ହୋଇଥିବା ଅଗ୍ନିକାଣ୍ଡ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି। ଗେମ୍‌ ଜୋନ୍‌ର ଜଣେ ମାଲିକ ପ୍ରକାଶ ହିରେନଙ୍କର ଉକ୍ତ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ତାଙ୍କ ପାଖରେ ଗେମ୍‌ ଜୋନ୍‌ର ୬୦%ରୁ ଅଧିକ ସମ୍ପତ୍ତିର ମାଲିକାନା…

ଭଲ ଦରମା ସତ୍ତ୍ୱେ ସଞ୍ଚୟ କରିପାରୁ ନାହାନ୍ତି କି? ଆପଣାନ୍ତୁ ୫୦:୩୦:୨୦ ଫର୍ମୁଲା, ରହିବନି ଅବଶୋଷ

ସାଧାରଣତଃ ଟଙ୍କା ସଞ୍ଚୟ କରିବା ଏକ କଳା ବୋଲି କୁହାଯାଏ। ସମସ୍ତଙ୍କ ପାଖରେ ତାହା ନ ଥାଏ। ଅଧିକାଂଶ ଲୋକ ଭଲ ଦରମା ପାଉଥିଲେ ହେଁ ଟଙ୍କା ସଞ୍ଚୟ କରିପାରନ୍ତି ନାହିଁ ବୋଲି ଅଭିଯୋଗ କରିଥାନ୍ତି। ଏହା ପଛରେ କାରଣଟି ହେଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri