Home Left

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ଦେଶର ମଧ୍ୟବର୍ତ୍ତୀକାଳୀନ ରାଷ୍ଟ୍ରପତି ଡେଲସି ରୋଡ୍ରିଗେଜଙ୍କୁ ଭେଟିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ୧୨ଟି ଗ୍ରାମସଭା ମଧ୍ୟରୁ ଶୁକ୍ରବାର ଏକାଦଶ ଗ୍ରାମସଭା…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ କବଜା କରିଛି। ଚତୁର୍ଥ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ପାଇଁ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ ପଛରେ ଠିଆ ହୋଇଥିବା ଜଣେ ମହିଳା କ୍ୟାମେରାପର୍ସନ ହଠାତ୍ ତାଙ୍କ ହାତରେ ଇଙ୍ଗିତ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ ମଧ୍ୟ ବାରମ୍ବାର ନେଟୱର୍କ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଉଥିବାରୁ ଗ୍ରାମବାସୀ ଗୁରୁତର ସମସ୍ୟାର ସମ୍ମୁଖୀନ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି ବନମହୋତ୍ସବରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀ,ସମ୍ମାନୀତ ଅତିଥି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର ସୋଫିଆ କହିଛନ୍ତି, ପିସିସି ସଭାପତି ଯେଉଁଭଳି ଦାୟିତ୍ୱ ନେଇ କାମ କରିବା କଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ ହେଲା ପରେ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ବିଭାଗୀୟ କର୍ମଚାରୀ ଖାଲ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩ ବର୍ଷର ଝିଅ ଅନୁକମ୍ପାମୂଳକ ସରକାରୀ ଚାକିରି ଏବଂ କୋଟି କୋଟି ଟଙ୍କାର ସମ୍ପତ୍ତି…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ ମିଟର ଦୂରରେ । ଶ୍ରୀ ଶନିଶ୍ଚର ମନ୍ଦିରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ ଅଟକ ରଖିଛି। ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟାରେ ଶିଶୁଟି ଘର ବାହାରେ ଖେଳୁଥିଲା। ଏହି…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର ବହଳପଦର ପଞ୍ଚାୟତ ସମେତ ଅନ୍ୟ କେତେଗୋଟି ପଞ୍ଚାୟତରେ ନୂତନ ରାଶନ କାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?