Home Left

ରାଜ୍ୟରେ ପ୍ରଥମ ହେବା ପାଇଁ ଉତ୍ସାହିତ କଲେ ଜିଲାପାଳ

ଭବାନୀପାଟଣା,୨୭ା୯ (ଉତ୍ତମ କୁମାର ଦାଶ):ଭବାନୀପାଟଣାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର କଳାହାଣ୍ଡି ଜିଲାସ୍ତରୀୟ ସପ୍ତମ ଜାତୀୟ ପୋଷଣ ମାସ ଅନୁଷ୍ଠିତ ହୋଇଯାଇଛି। ଜିଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ପାଳିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲାପାଳ ସଚିନ…

ହୋମିଓପାଥିକ ଚିକିତ୍ସାଳୟ ଅଧିକାଂଶ ଦିନ ବନ୍ଦ

ମହାକାଳପଡ଼ା,୨୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସୁନିତି ପଞ୍ଚାୟତ ଜଗରିଜୋର ହାଟ ଶ୍ୟାମାକାଳୀ ମନ୍ଦିର ସଂଲଗ୍ନ ହୋମିଓପାଥିକ ଚିକିତ୍ସାଳୟ ବନ୍ଦ ପଡିଛି। ସ୍ଥାନୀୟ ଲୋକମାନଙ୍କୁ ହୋମିଓପାଥିକ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ୭୦ଦଶକରେ ଏହି ଚିକିତ୍ସାଳୟ ଖୋଲାଯାଇଥିଲା। ରାଜ୍ୟ…

‘ଏମର୍ଜେନ୍ସି’ରେ କଇଁଚି ଲଗାଇବ ସେନ୍ସର ବୋର୍ଡ

ମୁମ୍ବାଇ, ୨୭।୯:ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ତଥା କଙ୍ଗନା ରାଣାଓ୍ବତଙ୍କ ଅଭିନୀତ ‘ଏମର୍ଜେନ୍ସି’ ଫିଲ୍ମର ରିଲିଜ୍‌ ତାରିଖ ବିଳମ୍ବିତ ହୋଇପାରେ। ଗୁରୁବାର ବମ୍ବେ ହାଇକୋର୍ଟରେ ଶୁଣାଣି ସମୟରେ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ(ସିବିଏଫ୍‌ସି) କହିଛି, ଫିଲ୍ମର…

ଗାଜାରେ ଯାହା ଘଟୁଛି ବିଶ୍ୱ ଦାୟୀ

ନ୍ୟୁୟର୍କ,୨୬ା୯:ଗଜା ଷ୍ଟ୍ରିପ୍‌ ଉପରେ ପ୍ରାୟ ବର୍ଷେ ହେବ ଇସ୍ରାଏଲ୍‌ ଆକ୍ରମଣ ଜାରି ରଖିଥିବାବେଳେ ଗୁରୁବାର ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ପାଲେଷ୍ଟିନୀୟ କର୍ତ୍ତୃପକ୍ଷ ଏଥିପାଇଁ ବିଶ୍ୱ ସମୁଦାୟକୁ ଦାୟୀ କରିଛନ୍ତି। ଏକ ସ୍ଥାନକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରି ସେଠାକାର ଲୋକଙ୍କ…

ସରକାରୀ ଜମିରେ ବେଆଇନ କ୍ରଶର

ଯାଜପୁର,୨୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ବେଆଇନ କ୍ରଶର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପରି କି ଜଳସେଚନ ଓ ପୂର୍ତ୍ତ ବିଭାଗ, ଜଙ୍ଗଲ ଜମି, ପାହାଡ଼ କିସମ ଓ ଅନାବାଦୀ ଜମିକୁ କବ୍‌ଜା କରିବାକୁ କ୍ରଶର ବ୍ୟବସାୟୀମାନେ…

ଭର୍ତ୍ତୃହରିଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ,୨୬ା୯:ବିଭିନ୍ନ ବିଭାଗ ସମ୍ପର୍କିତ ପାର୍ଲାମେଣ୍ଟର ଷ୍ଟାଣ୍ଡିଂ କମିଟି ଗୁରୁବାର ଗଠନ କରାଯାଇଛି। ଏଥିରେ ପ୍ରାୟ ସବୁ ଦଳକୁ ପ୍ରତିନିଧିତ୍ୱ ମିଳିଛି। ଭାଜପା ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ଗୁରୁତ୍ୱପୂର୍ଣ୍ଣ ଅର୍ଥ କମିଟିର ମୁଖ୍ୟ ଭାବେ ନିଯୁକ୍ତ କରାଯାଇଥିବାବେଳେ ଲୋକ ସଭାର ବିରୋଧୀ ଦଳ…

ସଞ୍ଚୟ ଓ ସଂଶୟ

ମଣିଷ ଭବିଷ୍ୟତକୁ ଆଖିଆଗରେ ରଖି କାଳେ କିଛି ଖରାପ ବେଳ ଆସିପାରେ ବା ଆଗକୁ କିଛି ବଡ଼ ଖର୍ଚ୍ଚ ପଡ଼ିପାରେ, ତାହାକୁ ସହଜରେ ସମାହିତ କରିବା ପାଇଁ ଦୈନନ୍ଦିନ ଅର୍ଜନରୁ କିଛି କିଛି ସଞ୍ଚୟ କରେ। ସଞ୍ଚୟ ଏକ ଭଲ ଅଭ୍ୟାସ,…

ଜଳବାୟୁ ପଦକ୍ଷେପରେ ଜନ ଭାଗୀଦାରି

ପ୍ରାୟ ଦଶବର୍ଷ ପୂର୍ବେ ପ୍ୟାରିସ୍‌ରେ ଦେଶମାନେ ଏକାଠି ହୋଇ ଜଳବାୟୁ ବିପର୍ଯ୍ୟୟ ହ୍ରାସ ପାଇଁ ପଦକ୍ଷେପ ନେବାକୁ ଏକମତ ହୋଇଥିଲେ। କିନ୍ତୁ ଶକ୍ତି, ପରିବହନ ଏବଂ କୃଷି ପରି କ୍ଷେତ୍ରକୁ ସବୁଜ କ୍ଷେତ୍ରରେ ରୂପାନ୍ତର କରିବା ପାଇଁ ଆବଶ୍ୟକ ଗଠନମୂଳକ ଅର୍ଥନୈତିକ…

ସର୍ପ ଦଂଶନ ଓ ଅନ୍ଧବିଶ୍ୱାସ

ଗତ କିଛିଦିନ ହେଲା ଲଗାତର ଭାବେ ସର୍ପଦଂଶନ ମୃତ୍ୟୁ ଖବର ଅନେକଙ୍କୁ ଭୟଭୀତ କରୁଛି। ମାସେ ତଳେ କେନ୍ଦୁଝର ଜିଲାର ନିଶ୍ଚିନ୍ତପୁରର ଏକ ଘରୋଇ କୋଚିଂ ସେଣ୍ଟର ହଷ୍ଟେଲରେ ଶୋଇଥିବା ଅବସ୍ଥାରେ ସାପ କାମୁଡ଼ାରେ ୭ରୁ ୧୨ ବର୍ଷ ବୟସର ତିନି…

ପ୍ରବଳ ବର୍ଷା ସମ୍ଭାବନା: ଏହି ତାରିଖରୁ ବଦଳିବ ପାଗ

ଭୁବନେଶ୍ୱର,୨୭ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଓଡ଼ିଶାର ଅଧିକାଂଶ ଜିଲାରେ…

ଆଜିଓ ପ୍ଲାଟ୍‌ଫର୍ମରେ ଏଚ୍‌ ଆଣ୍ଡ ଏମ୍‌ର ଶୁଭାରମ୍ଭ

ମୁମ୍ବାଇ,୨୭।୯: ଭାରତର ପ୍ରିମିୟର ଫ୍ୟାଶନ ଇ-ଟେଲର ଆଜିଓ ପ୍ଲାଟ୍‌ଫର୍ମରେ ଫ୍ୟାଶନ ଏବଂ ଗୁଣବତ୍ତା ପାଇଁ ଜଣାଶୁଣା ପ୍ରିମିୟମ ଗାର୍ମେଣ୍ଟ ବ୍ରାଣ୍ଡ୍‌ ଏଚ୍‌ ଆଣ୍ଡ ଏମ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଉଭୟ ସଂସ୍ଥା ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସାଙ୍ଗକୁ…

ଲଗାଣ ବର୍ଷା: ଆଳିର ବିଭିନ୍ନ ସ୍ଥାନରେ ଜମି ରହିଛି ପାଣି

ଆଳି, ୨୭ା୯(ବନମାଳୀ ସେନାପତି ): ଲଘୁଚାପ ପ୍ରଭାବରୁ ଆଳି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ଯୋଗୁ ଆଳି ଅଞ୍ଚଳର ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ୩ଦିନ ହେବ ଲଗାଣ ବର୍ଷା ଲାଗି ରହିଥିବାରୁ ସାଧାରଣ ଲୋକ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?