କେହି ଚିରସ୍ଥାୟୀ ନୁହେଁ
ଆଲୋଚନା ହେଉଛି, କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଭଳି ଯାଞ୍ଚ ସଂସ୍ଥାକୁ ବ୍ୟବହାର କରି ଭାରତୀୟ ଜନତା ପାର୍ଟି (ଭାଜପା) ରାଜନୈତିକ ଫାଇଦା ନେବାକୁ ଚେଷ୍ଟା କରୁଛି। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଓ ଦିଲ୍ଲୀ…
ହେମାମାଳିନୀଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
ମୁମ୍ବାଇ,୭।୪:ଭାଜପା ଏମ୍ପି ତଥା ମଥୁରା ପ୍ରାର୍ଥୀ ହେମାମାଳିନୀ ୧୪୧.୪୨ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତିର ମାଲିକ ଅଟନ୍ତି। ତାଙ୍କର ୧୨୯ କୋଟି ଟଙ୍କା ମୂଲ୍ୟର ଅସ୍ଥାବର ସମ୍ପତ୍ତି ଏବଂ ୧୨ କୋଟି ଟଙ୍କା ମୂଲ୍ୟର ସ୍ଥାବର ସମ୍ପତ୍ତି ରହିଛି। ଏଥିରେ ସ୍ବାମୀ…
ବୌଦ୍ଧରେ ହେବ ତ୍ରିମୁଖୀ ଲଢ଼େଇ
ବୌଦ୍ଧ,୮ା୪( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ତିନି ପ୍ରମୁଖ ରାଜନୈତିକ ଦଳ ନିଜ ନିଜର ରଣ କୌଶଳ ଆରମ୍ଭ କରିଛନ୍ତି। ଏଥର ନିର୍ବାଚନରେ ବୌଦ୍ଧ ନିର୍ବାଚନମଣ୍ଡଳୀରେ ତ୍ରିମୁଖୀ ଲଢେଇ ହେବାକୁ ଯାଉଛି। ବରିଷ୍ଠ ଆଇନଜୀବୀ ନବକୁମାର ମିଶ୍ର କଂଗ୍ରେସର…
ଆଇପିଏଲ୍ରେ ବଡ଼ ରେକର୍ଡ କଲା ମୁମ୍ବାଇ ଇଣ୍ଡିଆନ୍ସ
ମୁମ୍ବାଇ, ୮।୪:କ୍ରମାଗତ ୩ ମ୍ୟାଚରେ ପରାଜୟ ପରେ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ବିଜୟ ସ୍ବାଦ ଚାଖିଛି ମୁମ୍ବାଇ ଇଣ୍ଡିଆନ୍ସ। ରବିବାର ଅନୁଷ୍ଠିତ ଡବଲ ହେଡରର ପ୍ରଥମ ମ୍ୟାଚରେ ଏହି ଦଳ ୨୯ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି।…
ବୁ’ ହେଲେନି ପାଣ୍ଡ୍ୟା
ମୁମ୍ବାଇ,୮ା୪(ପି.ଟି.):ମୁମ୍ବାଇ ଇଣ୍ଡିଆନ୍ସ ଏହାର ପ୍ରଥମ ବିଜୟ ହାସଲ କରଥିବା ବେଳେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ବୁ’ (ଦର୍ଶକଙ୍କ ଆକ୍ରୋଶର ଶିକାର ହେବା) ହୋଇ ନାହାନ୍ତି। ରବିବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍ ପାଇଁ ବିଭିନ୍ନ ଏନ୍ଜିଓର ୧୮ ହଜାର ଛାତ୍ରୀ ଛାତ୍ରଙ୍କୁ…
ମିଳିଲା ପ୍ରତିଶ୍ରୁତି, ହେଲାନି ସମାଧାନ
ଭବାନୀପାଟଣା,୮।୪(ଉତ୍ତମ କୁମାର ଦାଶ): ନିର୍ବାଚନ ପରେ ନିର୍ବାଚନ ଆସୁଛି। ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ମିଳୁଛି। ହେଲେ ସମାଧାନ ହେଉ ନାହିଁ। ଏପରି ଏକ ଉଦାହରଣ ଭାବେ କଳାହାଣ୍ଡି ଜିଲା କଲମପୁର ବ୍ଲକ ଖଣ୍ଡି ଡଙ୍ଗରୀଗୁଡା ହାତୀ ନଦୀଘାଟରେ ପୋଲ ନିର୍ମାଣ କାମରେ…
୧.୫ ନିୟୁତ ଲୋକଙ୍କୁ ସୁଲଭ ସ୍ବାସ୍ଥ୍ୟ ସେବା
ଭୁବନେଶ୍ୱର,୮।୪:ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଲିମିଟେଡ୍(ଏଚ୍ଏମ୍ଆଇଏଲ୍)ର ସାମାଜିକ ପ୍ରତିଷ୍ଠାନ ହ୍ୟୁଣ୍ଡାଇ ମୋଟର ଇଣ୍ଡିଆ ଫାଉଣ୍ଡେଶନ (ଏଚ୍ଏମ୍ଆଇଏଫ୍) ଦ୍ୱାରା ସାମାଜିକ କଲ୍ୟାଣ ଏବଂ ମାନବିକତା ମୂଲ୍ୟବୋଧର ପ୍ରତିଶ୍ରୁତିବଦ୍ଧ ଅନ୍ତର୍ଗତ ‘ସ୍ପର୍ଶ ସଞ୍ଜୀବନୀ’ ପ୍ରୟାସ ଜାରି ରହିଛି। ୨୦୨୧ରେ…
ସ୍ବାଧୀନ ଭାବେ ଲଢ଼ିବେ ଓବିସି ସେଲ୍ ଅଧ୍ୟକ୍ଷ
ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ସାଧାରଣ ନିର୍ବାଚନ ପୂର୍ବରୁ ବରଗଡ଼ ଜିଲା କଂଗ୍ରେସକୁ ବଡ଼ ଝଟ୍କା ଲାଗିଛି। ପ୍ରାର୍ଥୀ ଚୟନରେ ତାଙ୍କୁ ଅଣଦେଖା କରାଯାଇଛି ବୋଲି କଂଗ୍ରେସର ଓବିସି ସେଲ୍ ଜିଲା ଅଧ୍ୟକ୍ଷ ପାଣ୍ଡବ କର୍ଣ୍ଣ ଅଭିଯୋଗ କରିଛନ୍ତି। ଦଳ ଯଦି ଏହାର ପୁନର୍ବିଚାର ନ…
ଆକୃଷ୍ଟ କରୁଛି ଆକର୍ଷଣୀୟ ଅଫର
ଭୁବନେଶ୍ୱର,୮।୪ (ଅଭୟ ଦାଶ):ସନ୍ଧ୍ୟା ହେଲେ ସହରବାସୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ହ୍ୟାଣ୍ଡଲୁମ୍ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଭିଡ଼ ଜମାଉଛନ୍ତି। କାରଣ ଗୋଟିଏ ପଟରେ ସାରା ଦେଶର ଭଳିକି ଭଳି ହ୍ୟାଣ୍ଡଲୁମ୍ ପୋଷାକ ସାଙ୍ଗକୁ ହାଣ୍ଡିକ୍ରାଫ୍ଟ ସାମଗ୍ରୀ ସୁଲଭ ମୂଲ୍ୟରେ ପାଉଥିତ୍ବାବେଳେ…
ବିଜେଡି ୩ ଚତୁର୍ଥାଂଶ ଆସନରେ ବାଜିମାତ୍ କରିବ
ଭୁବନେଶ୍ୱର,୮।୪(ସୁନିତ୍ ମିଶ୍ର):ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ୩ ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ୍ କରିବ ବୋଲି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆକଳନ କରିଛନ୍ତି। ଭୁବନେଶ୍ବରଠାରେ ଆୟୋଜିତ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟସ୍ତରୀୟ କନ୍ଭେନଶନରେ ଯୋଗଦେଇ ପାଣ୍ଡିଆନ…
ରୋଚକ ସ୍ଥିତିରେ ନୟାଗଡ଼ ରାଜନୀତି
ନୟାଗଡ଼,୮।୪(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ରାଜନୀତି ସରଗରମ ହେବାରେ ଲାଗିଛି। ପୂର୍ବତନ କନ୍ଧମାଳ ଏମ୍ପି ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଭାଜପା ଟିକେଟ୍ ହାତେଇବା, ଭାଜପା ନେତ୍ରୀ ଇରାନୀ ରାୟ ବିଜେଡିରେ ମିଶି ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ସହ କାମ କରିବା…
ଶଙ୍ଖ ଛାଡି ହାତ ଧରିବେ ଅସିତ୍
ଭଦ୍ରକ,୮।୪ (ସନାତନ ରାଉତ):ଭଦ୍ରକ ରାଜନୀତିର ଚର୍ଚ୍ଚିତ ଯୁବ ଚେହେରା ଅସିତ ପଟ୍ଟନାୟକ(ବୁଲୁ) କଂଗ୍ରେସରେ ଯୋଗଦେବେ ବୋଲି କହିଛନ୍ତି। ତାରିଖ ସ୍ଥିର ହୋଇ ନ ଥିବା ବେଳେ ଆସନ୍ତା ୧୦ କିମ୍ବା ୧୧ ତାରିଖରେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗଦେବେ ବୋଲି ସେ…
Archives


