Home Left

୩୦ ଟନ୍‌ ଆମ୍ବ ଗଲା ରାୟପୁର

କୋରାପୁଟ,୨୭ା୫(ଅମିତାଭ ବେହେରା): ଚଳିତ ବର୍ଷ କୋରାପୁଟ ଜିଲାରେ ପ୍ରଚୁର ପରିମାଣରେ ଆମ୍ବ ଆସିଛି। ଆମ୍ବ ଚାଷୀମାନଙ୍କୁ ଆମ୍ବର ଉଚିତ୍‌ ମୂଲ୍ୟ ଦେବାକୁ ମିଶନ ଶକ୍ତି ମହିଳା ଗୋଷ୍ଠୀ ଓ କମ୍ପାନୀ ଆଗେଇ ଆସିଛି। କୋରାପୁଟ ଜିଲାରେ ହେଉଥିବା ଆମ୍ବରେ ଗୁଣାତ୍ମକମାନ ସର୍ବାଧିକ…

କାନ୍ସରେ ଭାରତର ଐତିହାସିକ ଶୋ’: ପାୟଲ କାପାଡିଆଙ୍କୁ ଗ୍ରାଣ୍ଡପ୍ରିକ୍ସ ପୁରସ୍କାର

ନୂଆଦିଲ୍ଲୀ,୨୭।୫: ୭୭ତମ କାନ୍ସ ଫିଲ୍ମ ସମାରୋହରେ ଭାରତର ପ୍ରଦର୍ଶନ ଅଭୂତପୂର୍ବ ରହିଛି, ଯେଉଁଥିରେ ୨ ଜଣ ଚଳଚ୍ଚିତ୍ର ନିର୍ମାତା, ଜଣେ ଅଭିନେତ୍ରୀ ଏବଂ ଜଣେ ସିନେମାଟୋଗ୍ରାଫର ବିଶ୍ୱର ଅଗ୍ରଣୀ ଚଳଚ୍ଚିତ୍ର ମହୋତ୍ସବରେ ଶୀର୍ଷ ପୁରସ୍କାର ଜିତିଛନ୍ତି । ସମୃଦ୍ଧ ଫିଲ୍ମ ଉଦ୍ୟୋଗ…

ରାଜପଥ କଡ଼ରୁ ହଟୁନି ଟ୍ରକ୍‌

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଗତ ଦିନରେ କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥରେ ଅନେକ ଦୁର୍ଘଟଣା ଘଟି ବହୁ ଧନଜୀବନହାନି ହୋଇଛି। ବାରମ୍ବାର ଦୁର୍ଘଟଣା ପରେ ମଧ୍ୟ ଜାତୀୟ ରାଜପଥ କଡ଼ରୁ ଟ୍ରକ୍‌ର ଲମ୍ବାଧାଡ଼ି ହଟୁନାହିଁ। ତଦାରଖ ଅଭାବରୁ ଖଣିଜ…

ମା’ କ୍ଷୀର ବିକ୍ରି ଉପରେ କଟକଣା, ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୭।୫: ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍ ଇଣ୍ଡିଆ (ଏଫଏସଏସଏଆଇ) ଅଧିନିୟମ, ୨୦୦୬ ଅନୁଯାୟୀ ମା’ କ୍ଷୀରର ପ୍ରକ୍ରିୟାକରଣ ଏବଂ ବିକ୍ରୟ ପାଇଁ ଅନୁମତି ଦେବାକୁ ମନା କରିଦେଇଛି। ତେଣୁ ଏହାର ବ୍ୟବସାୟ ଲାଗି ହେଉଥିବା ସବୁ ପ୍ରକାର କାର୍ଯ୍ୟକଳାପ…

ଦାୟିତ୍ୱହୀନତାରୁ ବିପର୍ଯ୍ୟୟ

ଏବେ ଦୁଇଟି ଦୁର୍ଘଟଣା ସମସ୍ତଙ୍କୁ ବ୍ୟଥିତ କରିବା ଭଳି ବିଷୟ ଭାବେ ଉଭା ହୋଇଛି। ୨୫ ମେ’ ୨୦୨୪ରେ ଗୁଜରାଟର ରାଜକୋଟସ୍ଥିତ ଗେମିଂ ଜୋନ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିବାରୁ ୯ ଯୁବକଙ୍କ ସମେତ ୨୭ ଜଣଙ୍କ ମୃତ୍ୟୁ ଏବଂ ସେହି…

ପୁଅର ଚିକିତ୍ସା ପାଇଁ ଆଣିଥିବା ଅର୍ଥ ମୋ ବସ୍‌ରୁ ଚୋରି

ଭୁବନେଶ୍ୱର,୨୭।୫ (ସୂର୍ଯ୍ୟକାନ୍ତ ବେହେରା): ପୁଅର ଚିକିତ୍ସା ପାଇଁ ବହୁ କଷ୍ଟରେ ଟଙ୍କା ସଂଗ୍ରହ କରି ଆଣିଥିଲେ ବାପା। ଗଞ୍ଜାମରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ହେଲେ ମୋ ବସ୍‌ରେ ହସ୍ପିଟାଲକୁ ଯାଉଥିବାବେଳେ ସବୁ ଟଙ୍କା ଚୋରି ହୋଇଗଲା। ଏମିତି ଘଟଣା ଘଟିଛି ରାଜଧାନୀ…

ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ, ପରିକ୍ରମା ମାର୍ଗରେ ଉଡ଼ିଲା ଡ୍ରୋନ୍

ପୁରୀ,୨୭।୫: ପୁଣିଥରେ ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ସୁରକ୍ଷା ପାଇଁ ପ୍ରଶସ୍ତ ପରିକ୍ରମା ମାର୍ଗ ଉପରେ ଉଡ଼ୁଛି ଡ୍ରୋନ୍। ଯାହାକୁ ନେଇ ବୁଦ୍ଧିଜୀବୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଶ୍ରୀମନ୍ଦିର ପରିସର କିମ୍ବା ଏହା ନିକଟସ୍ଥ ନିଷିଦ୍ଧାଞ୍ଚଳ ଉପରେ ଡ୍ରୋନ୍…

୨୮ରେ ନିମାପଡ଼ା ଆସିବେ ଶାହା

ନିମାପଡ଼ା,୨୭ା୫(ବିଚିତ୍ରାନନ୍ଦ ସାହୁ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୮ ତାରିଖରେ ନିମାପଡ଼ା ଗସ୍ତରେ ଆସୁଛନ୍ତି। ଭାଜପା ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସାଧାରଣ ସଭାରେ ମନ୍ତ୍ରୀ ଶାହା ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଥିବା ଭାଜପା ନେତୃବୃନ୍ଦମାନଙ୍କ ସୂତ୍ରରୁ ଜଣାପଡ଼ିଛି।…

ପ୍ରତିଶ୍ରୁତିରେ ଅଟକିଛି ବିଶୁଦ୍ଧ ଜଳଯୋଗାଣ ପ୍ରକଳ୍ପ

କେନ୍ଦ୍ରାପଡ଼ା, ୨୭ା୫(ଜଗନ୍ନାଥ ଧଳ): ମଣିଷ ବଞ୍ଚିବା ପାଇଁ ବିଶୁଦ୍ଧ ଜଳ ଆବଶ୍ୟକ। ରାଜ୍ୟ ଓ କେନ୍ଦ୍ର ସରକାର ଏ ନେଇ ତତ୍ପର ଅଛନ୍ତି। ହର୍‌ ଘର୍‌ ପାନି, ବସୁଧା, ଜଳ ଜୀବନ ମିଶନ ଆଦି ପ୍ରଣୟନ କରାଯାଇ ଏହାର ସମାଧାନ ହେଉଛି।…

ଖରାପ ପାଗ ଯୋଗୁ ୫ ନିର୍ବାଚନମଣ୍ଡଳୀରେ ପ୍ରଚାର କରିପାରିଲେନି ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୭।୫(ସୁନିତ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ମୟୂରଭଞ୍ଜ ଲୋକ ସଭା କ୍ଷେତ୍ରର ୬ଟି ନିର୍ବାଚନମଣ୍ଡଳୀରେ ଭାଜପା ପକ୍ଷରୁ ଆୟୋଜିତ ‘ବିଜୟ ସଂକଳ୍ପ ସଭା’ ସମେତ ବାରିପଦା ସହରରେ ରୋଡ୍‌ ଶୋ’ରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା। ମାତ୍ର ଖରାପ ପାଗ…

ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳାଫଳ: ଟେଟ୍ରାହେଡ୍ରନ୍‌ର ଶତପ୍ରତିଶତ ସଫଳତା

ଭୁବନେଶ୍ୱର/ମଙ୍ଗୁଳି,୨୬।୫ (ମାନସ ସାମଲ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକର ଟାଙ୍ଗୀସ୍ଥିତ ଟେଟ୍ରାହେଡ୍ରନ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ (ଟେଟ୍ରାହେଡ୍ରନ୍‌ ହାୟର ସେକେଣ୍ଡାରୀ ସ୍କୁଲ ଏବଂ ଟେଟ୍ରାହେଡ୍ରନ୍‌ ଓମେନ୍ସ ହାୟର ସେକେଣ୍ଡାରୀ ସ୍କୁଲ)ର ଉଲ୍ଲେଖନୀୟ ସଫଳତା ସହ ଯୁକ୍ତ୨ ବିଜ୍ଞାନ ଫଳାଫଳରେ…

କଟକରେ ଲାଲଚାନ୍ଦର ୨ୟ ଶୋ’ରୁମ୍‌

ଭୁବନେଶ୍ୱର,୨୭।୫(ଅଭୟ ଦାଶ): ଲାଲଚାନ୍ଦ ଜୁଏଲର୍ସର ନୂତନ ତଥା ୨ୟ ଶୋ’ରୁମ ରବିବାର କଟକର ସିଡିଏସ୍ଥିତ ସେକ୍ଟର୬ଠାରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri