Home Left

ଗେମିଂ ଜୋନ୍‌ ଅଗ୍ନିକାଣ୍ଡ: ମୃତଦେହ ଚିହ୍ନଟ ପାଇଁ ହେବ ଡିଏନ୍‌ଏ ପରୀକ୍ଷା

ରାଜକୋଟ,୨୬ା୫: ଗୁଜରାଟର ରାଜକୋଟରେ ଥିବା ଟିଆର୍‌ପି ଗେମିଂ ଜୋନ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ପିଲାଙ୍କ ସମେତ ୨୮ ଜଣଙ୍କ ମୃତ୍ୟୁ ଘଟଣା ଏହାର ନିରାପତ୍ତା ମାନକୁ ନେଇ ଗମ୍ଭୀର ପ୍ରଶ୍ନ ଉଠାଇଛି। ଉକ୍ତ ମନୋରଞ୍ଜନ କେନ୍ଦ୍ର ଆପତ୍ତି ବିହୀନ ପ୍ରମାଣପତ୍ର…

ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଅଖିଳେଶଙ୍କୁ ଝଟକା? ଭାଜପାରେ ସାମିଲ ହେବେ…

ଲକ୍ଷ୍ନୌ,୨୬।୫: ୨୦୨୪ ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟି କ୍ରମାଗତ ଭାବରେ ଅସୁବିଧାର ସମ୍ମୁଖୀନ ହେଉଛି, ସମାଜବାଦୀ ପାର୍ଟିର ବହୁ ବିଶିଷ୍ଟ ନେତା ଦଳ ଛାଡି ଗତ ତିନି ମାସ ମଧ୍ୟରେ ଭାଜପାରେ ଯୋଗ ଦେଇଛନ୍ତି। ବର୍ତ୍ତମାନ ସେହି ସିରିଜରେ…

ବାପ-ପୁଅଙ୍କୁ ମାରିଦେଲେ ମାଓବାଦୀ

ଛତ୍ରା,୨୬ା୫: ଝାଡ଼ଖଣ୍ଡର ଛତ୍ରା ଜିଲାରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ବାପ-ପୁଅଙ୍କୁ ହତ୍ୟା କରିଛନ୍ତି। କୁଣ୍ଡା ଥାନା ଅଧୀନ ହିନ୍ଦିଆକାଲା ଗ୍ରାମରେ ଏହି ଘଟଣା ଘଟିଛି। ଆଦିବାସୀ ସମ୍ପ୍ରଦାୟର ଛେଦି ବିହୋର ଓ ତାଙ୍କ ପୁଅ ପଙ୍କଜଙ୍କୁ ମାଓବାଦୀମାନେ ୧୦,୦୦୦ ଟଙ୍କା…

କନକବର୍ଦ୍ଧନଙ୍କ ଭବିଷ୍ୟବାଣୀ: ଏତିକି ଆସନ ସହ ଓଡ଼ିଶାରେ ସରକାର ଗଢିବ ଭାଜପା

ଭୁବନେଶ୍ୱର, ୨୬।୫: ଓଡ଼ିଶାରେ ୩ୟ ପର୍ଯ୍ୟାୟ ନିର୍ବାଚନ ସରିଛି। ଏଥର ଭାଜପା ଦୁଇ ତୃତୀୟାଂଶ ସଂଖ୍ୟା ଗରିଷ୍ଠତାରେ ସରକାର ଗଢ଼ିବାକୁ ଯାଉଛି ବୋଲି ଗଣମାଧ୍ୟମ ଏବଂ ଜନମତର ଆଭିମୁଖ୍ୟରୁ ଜଣାପଡ଼ିଛି। ଜୁନ୍‌ ୪ରେ ଏହା ସ୍ପଷ୍ଟ ହୋଇଯିବ ବୋଲି ଦୃଢୋକ୍ତି ପ୍ରକାଶ…

Peace Summit: ଆସନ୍ତା ମାସରେ ଅନୁଷ୍ଠିତ ହେବ ଶାନ୍ତି ଶିଖର ସମ୍ମିଳନୀ, ବାଇଡେନ, ସି ଜିନ ପିଙ୍ଗ ସାମିଲ ହେବାକୁ ଅପିଲ କଲେ ରାଷ୍ଟ୍ରପତି ଜେଲେନସ୍କି

କ୍ୱିଭ,୨୬।୫: ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ନେତା ସି ଜିନପିଙ୍ଗଙ୍କୁ ଆସନ୍ତା ମାସରେ ହେବାକୁ ଥିବା ଶାନ୍ତି ସମ୍ମିଳନୀରେ ଭାଗ ନେବାକୁ ନିବେଦନ କରିଛନ୍ତି। ରୁଷିଆର କ୍ରମାଗତ ଆକ୍ରମଣକୁ ରୋକିବା ପାଇଁ ୟୁକ୍ରେନ…

ଇସ୍ରାଏଲ୍‌ ଉପରେ ରକେଟ ମାଡ଼ କଲା ହମାସ୍‌

ଗାଜା ଷ୍ଟ୍ରିପ୍‌,୨୬ା୫:ରାଫାହରେ ଯୁଦ୍ଧବିରତି ପାଇଁ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଇସ୍ରାଏଲ୍‌ ପକ୍ଷରୁ ଆକ୍ରମଣ ଜାରି ରହିଛି। ଏହାର ପ୍ରତିବାଦରେ ଗାଜାର ସଶସ୍ତ୍ର ଶାସକ ହମାସ୍‌ ଇସ୍ରାଏଲ୍‌ ଉପରେ ପୁଣି ଥରେ ବଡ଼ ଟାର୍ଗେଟ କରିଛି। ଇହୁଦୀମାନଙ୍କ…

ମାନସିକ ସ୍ଥିତି ହରାଇ ବସିଲେଣି ମୋଦି: କାହିଁକି ଏମିତି କହିଲେ କଂଗ୍ରେସ ପ୍ରଭାରୀ

ଭୁବନେଶ୍ୱର, ୨୬।୫: ପରାଜୟ ଭୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନସିକ ସ୍ଥିତି ହରାଇ ବସିଲେଣି। ସେଥିପାଇଁ ସେ ଅତ୍ୟନ୍ତ ନିମ୍ନରୁଚିର କଥାବାର୍ତ୍ତା କରୁଛନ୍ତି। ଆଶାରାମ ବାପୁ, ରାମ ରହିମଙ୍କ ଭଳି ଭଣ୍ଡ ବାବାଙ୍କ ପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ନିଜକୁ…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ପୁରୁଷୋତ୍ତମପୁର,୨୬ା୫( ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯନଗର ଥାନା ଅନ୍ତର୍ଗତ ବଡଖରିଡା କାଳେଶ୍ବର ମନ୍ଦିର ନିକଟରେ ରବିବାର ରାତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣର ଶିକାର ହୋଇଥିବା ଯୁବକ ହେଲେ…

ଭାଜପା ପ୍ରଚାର ଗାଡି ଉପରକୁ ଆକ୍ରମଣ, ଭାଙ୍ଗିଲା କାଚ

ପାଟନା,୨୬।୫: ବର୍ତ୍ତମାନ ସମଗ୍ର ଦେଶରେ ଏକ ନିର୍ବାଚନ ପରିବେଶ ଅଛି। ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପରେ ବକ୍ସର ଜିଲାରେ ମଧ୍ୟ ରାଜନୀତି ଶିଖରରେ ରହିଛି। ଯେଉଁଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ମେ’ରେ ବକ୍ସରରେ ପହଞ୍ଚିଥିଲେ। ସମସ୍ତ ଦଳ ଏବେ ନିର୍ବାଚନ ପ୍ରଚାରରେ…

ଋଷି ସୁନକ୍‌ଙ୍କ ଅଡ଼ୁଆ ବଢ଼ିଲା

ନୂଆଦିଲ୍ଲୀ,୨୬ା୫:ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଜୁଲାଇ ୪ରେ ଦେଶରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଘୋଷଣା କରିବାର ୨ ଦିନ ପରେ ଶାସକ କଞ୍ଜରଭେଟିଭ୍‌ ପାର୍ଟିର ୭୮ ଏମ୍‌ପି ସମୂହ ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର…

ମୋଦି କେବଳ ୨୦-୨୫ ଲୋକଙ୍କ ପାଇଁ, ହିମାଚଳ ପ୍ରଦେଶ ସଭାରେ ଭାଜପାକୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୨୬।୫:ରାହୁଲ ଗାନ୍ଧୀ ହିମାଚଳ ପ୍ରଦେଶର ନାହାନରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଭାଜପା ଉପରେ ଖୁବ ବର୍ଷିଥିଲେ। ରାହୁଲ ଗାନ୍ଧୀ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ବିପର୍ଯ୍ୟୟ ସମୟରେ ପ୍ରଧାନମନ୍ତ୍ରୀ ମୋଦି ହିମାଚଳ ପ୍ରଦେଶକୁ ସାହାଯ୍ୟ…

ଲିଗ୍‌ ଷ୍ଟେଜ୍‌ରେ ହିରୋ, ନକ୍‌ଆଉଟ୍‌ରେ ଜିରୋ: ହାଇଦ୍ରାବାଦ୍‌କୁ ଧୋକା ଦେଲେ ଏହି ଖେଳାଳି

ଚେନ୍ନାଇ,୨୬।୫: ଆଇପିଏଲ୍‌ ୨୦୨୪ର ଫାଇନାଲରେ ଟ୍ରାଭିସ ହେଡ ଏକ ଗୋଲଡେନ୍‌ ଡକ (ପ୍ରଥମ ବଲରେ ଆଉଟ)ରେ ଆଉଟ ହୋଇଥିଲେ। ଫାଇନାଲ ମ୍ୟାଚ୍‌ରେ ହାଇଦ୍ରାବାଦର ଷ୍ଟାର ଓପନର୍‌ କୋଲକାତାର ଦ୍ରୁତ ବୋଲର ବୈଭବ ଆରୋରାଙ୍କ ଶିକାର ହୋଇଥିଲେ। ଲିଗ ପର୍ଯ୍ୟାୟରେ ଚମତ୍କାର ବ୍ୟାଟିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri