Home Left

ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିଲା ହରିଣ ଛୁଆ: ଆଉ ତାପରେ…

ମୋହନା,୨୬ା୫(ମନ୍ମଥ ମିଶ୍ର୍ର): ମୋହନା ସଦର ମହକୁମାର ତାରିଣୀ ମନ୍ଦିର ସାମ୍ନାରେ ଥିବା ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିବା ଏକ ହରିଣ ଛୁଆକୁ କେତେକ ବୁଲା କୁକୁର ଆକ୍ରମଣ କରିଥିଲେ। ଆକ୍ରମଣରେ ହରିଣ ଛୁଆ ଆହତ ହୋଇଥିଲା। ଗ୍ରାମବାସୀ ଏହା ଦେଖି ବନବିଭାଗକୁ…

ଯାତ୍ରୀ ଓହ୍ଲାଇବା ବେଳେ ସବାରୀ ଗାଡ଼ି ଉପରକୁ ମାଡିଗଲା ଟ୍ରକ: ଜଣେ ମୃତ, ୮ ଆହତ

ବାରିପଦା,୨୬।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟ ୧୮ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ରାଜପଥ ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଯାତ୍ରୀବାହୀ ସବାରୀକୁ ମାଲବାହୀ ଟ୍ରକ୍‌ ଧକ୍କା ଦେବାରୁ…

ଆଇପିଏଲ୍‌ ଚାମ୍ପିଅନ୍‌ ଟିମ୍‌ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା: ଜାଣନ୍ତୁ କାହାକୁ ମିଳିବ କେତେ ଟଙ୍କା

ଚେନ୍ନାଇ,୨୬।୫: ଆଇପିଏଲ ୨୦୨୪ର ଫାଇନାଲ୍‌ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଉଭୟଙ୍କ ମଧ୍ୟରେ ଏହି ସଂଘର୍ଷ ହେବ। ଏହି ଗ୍ରାଉଣ୍ଡରେ ଆଇପିଏଲ ଟାଇଟଲ ଜିତୁଥିବା ଦଳ ଆଜି ଧନୀ…

ପ୍ରଥମେ ନିଜ ସିଷ୍ଟମ ଠିକ୍‌ କରନ୍ତୁ ରାହୁଲ ଗାନ୍ଧୀ, ପରେ ଦେଶ କଥା ଭାବିବେ

ନୂଆଦିଲ୍ଲୀ,୨୬।୫: କଂଗ୍ରେସର ପୂର୍ବତନ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍‌ ପୁଣି ଥରେ ରାହୁଲ ଗାନ୍ଧୀ ଏବଂ ବିରୋଧୀ ମେଣ୍ଟ ଇଣ୍ଡିଆ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀ ଦେଶର ବ୍ୟବସ୍ଥାକୁ ଠିକ କରିବା ବିଷୟରେ କଥାବାର୍ତ୍ତା କରୁଛନ୍ତି, କିନ୍ତୁ ତାଙ୍କର…

ହାର୍ଦ୍ଦିକ ପାଣ୍ଡ୍ୟା-ନତାଶାଙ୍କ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଏଣ୍ଟ୍ରି ମାରିଲେ କ୍ରୁନାଲ: ଫଟୋ ଶେୟାର କରି କହିଲେ…

ନୂଆଦିଲ୍ଲୀ,୨୬।୫:ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକଙ୍କ ମଧ୍ୟରେ ଛାଡପତ୍ର ଖବର ମଧ୍ୟରେ କ୍ରୁନାଲ ପାଣ୍ଡ୍ୟା ଏଣ୍ଟ୍ର କରିଛନ୍ତି। ସୋସିଆଲ ମିଡିଆରେ କ୍ରୁନାଲ କିଛି ଫଟୋ ଶେୟାର କରିଛନ୍ତି। ଏହା ଦେଖି ପ୍ରଶଂସକମାନେ ଅନେକ କଳ୍ପନାଜଳ୍ପନା କରୁଛନ୍ତି। ୟୁଜର୍ସମାନେ କ୍ରୁନାଲଙ୍କ ପୋଷ୍ଟରେ ଅନେକ…

ମଧ୍ୟରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ରେମାଲ’: ବର୍ଷା, ପବନର ମୁକାବିଲା ପାଇଁ ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬।୫: ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ରବିବାର ମଧ୍ୟରାତିରେ ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ…

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ରାସ୍ତା କଡ଼ରୁ କଟାଯାଇ ପାରିବ ନାହିଁ ଗଛ

କୋଚି,୨୬।୫: କେବଳ ବ୍ୟବସାୟିକ କାର୍ଯ୍ୟକଳାପରେ ବାଧା ସୃଷ୍ଟି କରୁଥିବାରୁ ରାସ୍ତା କଡ଼ରେ କୌଣସି ଗଛ କଟାଯିବ ନାହିଁ ବୋଲି କେରଳ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ କହିଛନ୍ତି ଯେ ଗଛଗୁଡିକ କ୍ଷତିଗ୍ରସ୍ତ ଅବସ୍ଥାରେ ଥିଲେ ହିଁ କଟାଯାଇପାରିବ ଏବଂ…

ଛତ୍ରପୁର ବ୍ଲକ ଟପ୍ପର ହେଲେ ଅଭିପ୍ସା

ଛତ୍ରପୁର,୨୬।୫(ଦିଲ୍ଲୀପ ସାମଲ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୪ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି । ଏଥିରେ ଛତ୍ରପୁର ବ୍ଲକର ୯୯.୧୬ ପ୍ରତିଶତ ପାସ ହାର ରହିଛି। ଚଳିତ ବର୍ଷ ଛତ୍ରପୁର ବ୍ଲକ ଅନ୍ତର୍ଗତ ସମସ୍ତ…

ଜୀବନ ବଞ୍ଚାଇବାକୁ ଦେଶ ଛାଡିଲେ ୪୫ ହଜାର ରୋହିଙ୍ଗ୍ୟା

ନ୍ୟାପିଦା,୨୬।୫: ମ୍ୟାନମାରର ବିବାଦୀୟ ରାଖିନରେ ବଢୁଥିବା ହିଂସା ୪୫ହଜାର ରୋହିଙ୍ଗ୍ୟାଙ୍କୁ ଏଠାରୁ ପଳାଇବାକୁ ବାଧ୍ୟ କରିଛି। ମିଳିତ ଜାତିସଂଘର ଏକ ରିପୋର୍ଟରେ ଏହା ସାମ୍ନାକୁ ଆସିଛି। କେବଳ ଏତିକି ନୁହେଁ, ମଣିଷକୁ ହତ୍ୟା, ଆକ୍ରମଣ ଏବଂ ସମ୍ପତ୍ତି ଜାଳିଦେବା ଭଳି ମାନବିକ…

୨୯ରେ ଖାର୍ଗେ, ୩୦ରେ ରାହୁଲ ଆସିବେ ଓଡ଼ିଶା

ଭୁବନେଶ୍ୱର,୨୬।୪: ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଆସନ୍ତା ୨୯ରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି ୩୦ରେ ଏମ୍‌ପି ରାହୁଲ ଗାନ୍ଧୀ ଓଡ଼ିଶା…

ମାଟ୍ରିକ ପରୀକ୍ଷାରେ ଚମକିଲେ ଦିବ୍ୟ ପ୍ରସାଦ

ପାଟଣା,୨୬।୫(ବୀର କିଶୋର ଦାଶ): ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ପରିଷଦ କଟକ ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଶାସନର ଛାତ୍ର ଦିବ୍ୟ ପ୍ରସାଦ ତ୍ରିପାଠୀ ମୋଟ ୫୫୨ ନମ୍ବର ୯୨…

ଇଚ୍ଛା ହେଉଛି ନରେନ୍ଦ୍ର ମୋଦି ହୁଅନ୍ତୁ ଦେଶର ମୁଖ୍ୟମନ୍ତ୍ରୀ, କହୁ କହୁ ଏମିତି କହିଲେ ନୀତୀଶ

ପାଟନା,୨୬।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କ୍ରମାଗତ ଭାବେ ନିର୍ବାଚନ ରାଲି କରୁଥିବା ଦେଖାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ କ୍ରମାଗତ ଭାବରେ ବିହାର ଗସ୍ତ କରୁଛନ୍ତି ଏବଂ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ଏସବୁ ମଧ୍ୟରେ ମୁଖ୍ୟମନ୍ତ୍ରୀ ନୀତୀଶ ପୁଣିଥରେ ଭାଷଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri