ନିମାପଡ଼ା ରାଜନୀତିରେ ହଟଚମଟ: ଆସନ ହାତେଇବା ପାଇଁ ୮ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି
ନିମାପଡ଼ା,୨୬।୫: ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ବିଜେଡି। ପୂର୍ବତନ ବିଧାୟକ ସମୀର ରଞ୍ଜନ ଦାଶ ଭାଜପାକୁ ଯିବା ପରେ ଦଳ ଏବେ ଏହି ଆସନ ଲାଗି ୮ ନେତାଙ୍କୁ ଦାୟିତ୍ୱ ଦେଇଛି। ସେମାନେ ହେଉଛନ୍ତି- ସୁଭାଶିଷ…
କଟକଣାକୁ ବେଖାତିର, ଭୋଟଦେବା ସମୟର ଭିଡିଓ ଭାଇରାଲ
ଖୋର୍ଦ୍ଧା,୨୬ା୫(ପ୍ରଭାତ ପାଣିଗ୍ରାହୀ): ମତଦାନ କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ ନିର୍ବାଚନ ଆୟୋଗ କଟକଣା ଜାରି କରିଥିଲେ। କୌଣସି ମତଦାତା ଯେପରି ବୁଥ୍ ଭିତରକୁ ମୋବାଇଲ ନେଇପାରିବେ ନାହିଁ ତାହା ଉପରେ ବୁଥ ଦାୟିତ୍ୱରେ ଥିବା ଅଧିକାରୀମାନେ ପ୍ରଚାର କରୁଥିଲେ। ଏହା ସତ୍ତ୍ୱେ…
ଗେମିଂ ଜୋନ୍ରେ ନିଆଁ: ୨୭ ମୃତ
ରାଜକୋଟ,୨୬ା୫: ଗୁଜରାଟର ରାଜକୋଟସ୍ଥିତ ଗେମିଂ ଜୋନ୍ରେ ଶନିବାର ଅପରାହ୍ନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୨୭ ଜଣଙ୍କ ମୃତ୍ୟୁ ଘଟିବା ସହ ୩ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୯ ଜଣ ପିଲା ରହିଛନ୍ତି। ଟିଆର୍ପି ଗେମିଂ ଜୋନ୍ରେ ପିଲାମାନଙ୍କ…
ଉତ୍କଳ ହୋଣ୍ଡାର ସ୍ମାର୍ଟ ଓ୍ବାର୍କଶପ୍
ଭୁବନେଶ୍ୱର,୨୬।୫ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ)ର ନୂତନ ଅଭିଯାନ ‘ସ୍ମାର୍ଟ ଓ୍ବାର୍କଶପ୍’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଗ୍ରାହକଙ୍କୁ ଗୁଣାତ୍ମକ ଓ ବିକ୍ରି ପରବର୍ତ୍ତୀ ସେବା (ସର୍ଭିସିଂ) ଯୋଗାଇଦେବା ପାଇଁ କମ୍ପାନୀ ପକ୍ଷରୁ ଏଭଳି ଏକ ସୁବିଧାର ଶୁଭାରମ୍ଭ କରାଯାଇଛି।…
ଜୟ ଆଲୁକ୍କାସ୍ର ହ୍ୟୁଷ୍ଟନ୍ ଆଉଟ୍ଲେଟ୍ ପୁନଃ ଉଦ୍ଘାଟିତ
ଭୁବନେଶ୍ୱର,୨୬।୫ (ଅଭୟ ଦାଶ)ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଗହଣା ବ୍ରାଣ୍ଡ୍ ‘ଜୟ ଆଲୁକ୍କାସ’ର ଆମେରିକାସ୍ଥିତ ହ୍ୟୁଷ୍ଟନ୍ଠାରେ ଥିବା ଆଉଟ୍ଲେଟର ପୁନଃ ଉଦ୍ଘାଟନ ନିକଟରେ ହୋଇଯାଇଛି। ଏପରିକି ଆମେରିକାର ଟେକ୍ସାସ୍ସ୍ଥିତ ହ୍ୟୁଷ୍ଟନ୍ ଶୋ’ରୁମ୍(ଆଉଟ୍ଲେଟ)ର ନବୀକରଣ ବିଶ୍ୱସ୍ତରୀୟ ମାନର ହୋଇଥିବାବେଳେ ଏଠାରେ…
୩୮.୨୩୮ କୋଟିର ନୂଆ ପ୍ରିମିୟମ
ଭୁବନେଶ୍ୱର,୨୬।୫ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ଏସ୍ବିଆଇ ଲାଇଫ୍ ଇନ୍ସ୍ୟୁରାନ୍ସ ୨୦୨୩-୨୪ ଆର୍ଥିକ ବର୍ଷରେ ୨୯% ବୃଦ୍ଧି ସହ ୩୮,୨୩୮କୋଟି ଟଙ୍କାର ନୂଆ ବ୍ୟବସାୟ ପ୍ରିମିୟମ ପଞ୍ଜୀକରଣ କରିଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷରେ ମୋଟ ପ୍ରିମିୟମ ୨୯,୫୮୯କୋଟି ଟଙ୍କା ଥିଲା।…
ପିଆଜ ଦରବୃଦ୍ଧିରେ ଲଗାମ କଷିବେ ସରକାର
ଭୁବନେଶ୍ୱର,୨୬।୫(ଅନୁରାଧା ମହାରଣା)ବର୍ତ୍ତମାନ ଦେଶର ବିଭିନ୍ନ ରାଜ୍ୟର ପନିପରିବା ବଜାରରେ ପିଆଜ ଦର ବୃଦ୍ଧି ପାଉଛି। ବିଭନ୍ନ ରାଜ୍ୟରେ ପିଆଜ କିଲୋଗ୍ରାମ ପ୍ରତି ପ୍ରାୟ ୫୦ରୁ ୬୦ ଟଙ୍କାରେ ପହଞ୍ଚତ୍ଲାଣି। ଯଦିଓ ଅନେକ କ୍ଷେତ୍ରରେ ସ୍ଥାନୀୟ କାରଣରୁ ପିଆଜ ମୂଲ୍ୟ ବୃଦ୍ଧି ପାଉଛି…
ବାତ୍ୟା ‘ରେମାଲ’ ଭୟ, କୂଳରେ ହାଇଆଲର୍ଟ
ଭୋଗରାଇ, ୨୬।୫(ପ୍ରଦୀପ ଦାସ):ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।…
୨୯ରେ ବାରିପଦା, ବାଲେଶ୍ୱର ଆସିବେ ମୋଦି
ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଲେଶ୍ୱର ଅଫିସ,(ମାନସ ବିଶ୍ୱାଳ), ୨୬ା୫: ରାଜ୍ୟର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା ବାରିପଦା ଓ ବାଲେଶ୍ୱର ଜିଲାକୁ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ବାରିପଦାର ଐତିହାସିକ…
ବଳ ଗୋଟାଉଛି ବାତ୍ୟା ‘ରେମାଲ’: ଓଡ଼ିଶାର ଏହି ଜିଲାରେ ପଡ଼ିବ ପ୍ରଭାବ, ପବନ ବୋହିବ
ଭୁବନେଶ୍ୱର, ୨୬।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ସକାଳ ୫ଟା ୩୦ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଥିଲା। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଏବଂ…
୩ୟ ପର୍ଯ୍ୟାୟର ୬ ଲୋକ ସଭା ଆସନରେ ଜିତୁଛୁ: ଭାଜପା
ଭୁବନେଶ୍ୱର, ୨୬।୫: ରାଜ୍ୟରେ ବର୍ତମାନ ୩ୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଓଡ଼ିଶାର ସାଧାରଣ ନାଗରିକ ସରକାର ପରିବର୍ତନ କରିବା ପାଇଁ ନିଷ୍ପତି ନେଇଥିବା ଜନମତରୁ ସ୍ପଷ୍ଟ ଜଣାପଡୁଛି। ଜୁନ୍ ୧୦ରେ ଭାଜପା ସରକାର ହେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓଡ଼ିଆ ପୁଅ…
ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର
ଢେଙ୍କାନାଳ,୨୬ା୫(ରତନ ନାୟାର): ଢେଙ୍କାନାଳର ବିଶିଷ୍ଟ ସାହିତି୍ୟକ, ଗବେଷକ ଓ ଭାଷାବିତ୍ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଶନିବାର ଭୋଟଦାନରୁ ବଞ୍ଚିତ ହୋଇଛନ୍ତି। ସେ ଓ ତାଙ୍କ ସ୍ତ୍ରୀ ଛାୟାରାଣୀ ମିଶ୍ର ଏବଂ ପୁତ୍ର ଅସିତ କୁମାର ମିଶ୍ର ଭୋଟ ପରିଚୟପତ୍ର ନେଇ…
Archives


