Home Left

ଦେଢ଼ ଘଣ୍ଟା ଧାଡ଼ିରେ ଛିଡ଼ା ହୋଇ ଭୋଟ ଦେଲେ ସମ୍ବିତ ପାତ୍ର, କହିଲେ ‘ପ୍ରଥମେ ମତଦାନ, ପରେ ଜଳପାନ’

ପୁରୀ,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ ଅନୁଷ୍ଠିତ ହେଉଛି। ରାଜ୍ୟର ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ଲାଗି ଭୋଟ ଗ୍ରହଣ କରାଯାଉଛି। ଏହି କ୍ରମରେ ପୁରୀର ୭୭ନଂ ବୁଥ୍‌ରେ ନିଜର ମତ…

ଗୁଗୁଲ ମ୍ୟାପ ଦେଖି କରୁଥିଲେ ଯାତ୍ରା, ନଦୀରେ ପଡିଲା କାର

କୋଟ୍ଟୟମ,୨୫।୫: ପ୍ରାୟତଃ ଅଜ୍ଞାତ ସ୍ଥାନକୁ ଯାତ୍ରା କରିବା ସମୟରେ, ଲୋକମାନେ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚିବା ପାଇଁ ଗୁଗୁଲ ମ୍ୟାପ ଉପରେ ନିର୍ଭର କରନ୍ତି। କିନ୍ତୁ ସବୁବେଳେ ଗୁଗୁଲ ମ୍ୟାପ୍ସ ଉପରେ ନିର୍ଭର କରିବା ଠିକ ହୋଇ ନ ଥାଏ। କେରଳର…

୪୩ ଡିଗ୍ରୀ ତାପମାତ୍ରାରେ ବିମାନ ଟେକଅପ ପାଇଁ ମନାକଲେ ପାଇଲଟ

ଭୋପାଳ,୨୫।୫: ଭୋପାଳରେ ତାପମାତ୍ରା ବୃଦ୍ଧି ହେତୁ ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନ ଶୁକ୍ରବାର ସାରେ ନିର୍ଦ୍ଧାରିତ ସମୟରେ ବିମାନ ଉଡ଼ାଣ କରିପାରିଲା ନାହିଁ। ଏହି ବିମାନଟି ଭୋପାଳର ରାଜ ଭୋଜ ବିମାନବନ୍ଦରରୁ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅପରାହ୍ନ ୫ଟା…

୧୫୪, ୧୫୨ ବୁଥରେ ଇଭିଏମ୍‌ ଅଚଳ

ନିରାକାରପୁର,୨୫।୫(ମାନସଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ କ୍ଷେତ୍ରବାସୀ ସରକାରୀ ହାଇସ୍କୁଲରେ ନିର୍ବାଚନ ଚାଲିଥିବା ବେଳେ ୧୫୪ ନମ୍ବର ବୁଥ ୪୫ମିନିଟ ଏବଂ ୧୫୨ ନମ୍ବର ବୁଥରେ ପ୍ରାୟ ୨୦ ମିନିଟ ଇଭିଏମ ଅଚଳ ରହିଥିଲା। ଏନେଇ ସେକ୍ଟର ଅଫିସର କୈଳାସ…

ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ ପଥରପୁଞ୍ଜି ଗ୍ରାମର କୁମୁଦିନୀ ଦଳେଇ(୬୦)। ବୃଦ୍ଧା ଜଣଙ୍କ ସକାଳେ ଭୋଟ ଦେବାପାଇଁ ଭୋଟ କେନ୍ଦ୍ରକୁ…

ମିତାଲି ରାଜଙ୍କୁ ବିବାହ କରିବେ ଶିଖର ଧାଓ୍ବନ? ‘ଗବ୍ବର’ କହିଲେ ସତ କଥା

ନୂଆଦିଲ୍ଲୀ,୨୫।୫: ଟିମ ଇଣ୍ଡିଆରୁ ବାଦ୍‌ ପଡିଥିବା ଓପନର୍‌ ଶିଖର ଧାୱନ ତାଙ୍କ ଶୋ’ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଆନ୍ତର୍ଜାତୀୟ କ୍ରିକେଟକୁ ଧାୱନଙ୍କ ପ୍ରତ୍ୟାବର୍ତ୍ତନ ବର୍ତ୍ତମାନ କଷ୍ଟସାଧ୍ୟ। ଆହତ କାରଣରୁ ସେ ଏହି ସିଜନରେ ଆଇପିଏଲ ମଧ୍ୟଭାଗରୁ ଓହରି ଯାଇଥିଲେ। ପଞ୍ଜାବ…

ମତଦାନ କେନ୍ଦ୍ର ଭିତରକୁ ମୋବାଇଲ ଫୋନ ମନା

ଭୁବନେଶ୍ବର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳୁ ସକାଳୁ ସବୁ ବୁଥ୍‌ରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ତେବେ ବୁଥ୍‌ ଭିତରକୁ ମୋବାଇଲ ନ ନେବାକୁ ଭୋଟର ଓ ଅଧିକାରୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ…

ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫।୫: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ହେଲେ କେଉଁ କାରଣ ପାଇଁ ମୃତ୍ୟୁ ହୋଇଛି, ସେନେଇ ସ୍ପଷ୍ଟ…

ମାଆଙ୍କ ସହ ସେଲଫି ନେଲେ ରାହୁଲ

ନୂଆଦିଲ୍ଲୀ,୨୫।୫: ୨୦୨୪ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଦିଲ୍ଲୀର ସମସ୍ତ ୭ଟି ଲୋକ ସଭା ଆସନରେ ମତଦାନ ଚାଲିଛି। ଏହି ସମୟରେ ଆମ ଆଦମୀ ପାର୍ଟି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜନସାଧାରଣଙ୍କୁ ଭୋଟ ଦେବାକୁ ନିବେଦନ…

କେଜରିଓ୍ବାଲଙ୍କ ବଡ ଦାବି, ଭାଜପାରେ ଉତ୍ତରାଧିକାରୀଙ୍କୁ ନେଇ ଚାଲିଛି ଲଢେଇ…

ନୂଆଦିଲ୍ଲୀ,୨୫।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପୁଣି ଥରେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବର୍ତ୍ତମାନ ଉତ୍ତରାଧିକାରୀଙ୍କ ସମ୍ପର୍କରେ ଭାଜପାରେ ଲଢେଇ ଚାଲିଛି। ପ୍ରଧାନମନ୍ତ୍ରୀ ମୋଦି ଅମିତ ଶାହାଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବରେ ଦେଖିବାକୁ ଚାହୁଁଛନ୍ତି। ଇଣ୍ଡିଆ ଟୁଡେକୁ…

ମହାନଦୀରୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କାମ ଅଧାପନ୍ତରିଆ

ଓଡ଼ଗାଁ,୨୫ା୫(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲାକୁ ମହାନଦୀରୁ ପିଇବା ପାଣି ଯୋଗାଣ ହେବ। ଏଥିରେ ନୟାଗଡ଼ ସମେତ ରଣପୁର ବ୍ଲକ୍‌ର ଜନସାଧାରଣ ଉପକୃତ ହେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳାନ୍ୟାସ କରି ସାରିଛନ୍ତି। କିନ୍ତୁ ଏହି ଯୋଜନା ଆଜି ପର୍ଯ୍ୟନ୍ତ…

ସ୍ବାଧୀନ ବିଧାୟକ ପ୍ରାର୍ଥୀଙ୍କ କାର୍ଯ୍ୟାଳୟରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ବାଲିକୁଦା, ୨୫।୫(ତାପସ ସ୍ବାଇଁ): ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ରେ ପ୍ରାକ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଏହି ନିର୍ବାଚନ ମଣ୍ଡଳୀର ବାଲିକୁଦା ବ୍ଲକ ବରମୁଣ୍ଡଳୀ ପଞ୍ଚାୟତ ଦଶବାଟିଆ ବଜାରରେ ସ୍ବାଧୀନ ବିଧାୟକ ପ୍ରାର୍ଥୀ ସଞ୍ଜୀବ ବିଶ୍ୱାଳଙ୍କ ନିର୍ବାଚନୀ କାର୍ଯ୍ୟାଳୟକୁ କେତେଜଣ ଦୁର୍ବୃତ୍ତ ନିଆଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri