Home Left

‘ଭାରତୀୟ କ୍ରିକେଟକୁ ଭଲଭାବେ ବୁଝୁଥିବା ବ୍ୟକ୍ତି କୋଚ୍‌ ହେବେ’

ମୁମ୍ବାଇ, ୨୫।୫: ଭାରତୀୟ କ୍ରିକେଟ ଦଳର ପରବର୍ତ୍ତୀ କୋଚ୍‌ ପାଇଁ ପୂର୍ବତନ ଅଷ୍ଟ୍ରେଲୀୟ ଖେଳାଳିଙ୍କୁ ଅଫର ଦିଆଯାଇଥିଲା ବୋଲି ଯାହା ଆଲୋଚନା ହେଉଛି ତାହାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଖଣ୍ଡନ କରିଛନ୍ତି। ରାହୁଲ ଡ୍ରାଭିଡଙ୍କ…

ଫିକି ଫ୍ଲୋ ଭୁବନେଶ୍ବରର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୫।୫: ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ମହିଳା ଶାଖା ସହ ଅନୁବନ୍ଧିତ ପ୍ରତିଷ୍ଠାନ ଫିକି ଫ୍ଲୋ ଭୁବନେଶ୍ୱର ପକ୍ଷରୁ ନିକଟରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଫିକି ଫ୍ଲୋ ଭୁବନେଶ୍ୱର ଆନୁକୂଲ୍ୟରେ ଆୟୋଜିତ…

ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଓଡ଼ିଶା ବଜାର

ଭୁବନେଶ୍ୱର,୨୫।୫: କ୍ରମାଗତ ଭାବେ ଘରୋଇ ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଥିବା ବେଳେ ଜାତୀୟସ୍ତରରେ ମଧ୍ୟ ଓଡ଼ିଶା ବଜାରର ଅଂଶ ପ୍ରାୟ ୬% ରହିଛି ବୋଲି ଗୋଦ୍‌ରେଜ ୍‌ ଆପ୍ଲାଏନ୍‌ସେସ୍‌ର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ତଥା ବିଜ୍‌ନେସ୍‌ ହେଡ୍‌ କମଲ ନନ୍ଦୀ…

ଡିଆଇଏଲ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୨୫।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଡାବର ଇଣ୍ଡିଆ ଲିମିଟେଡ୍‌ (ଡିଆଇଏଲ୍‌)ର ନୂତନ ଉତ୍ପାଦ ‘ଡାବର ଗ୍ଲୁକୋପ୍ଲସ୍‌-ସି ଇନ୍‌ଷ୍ଟାଣ୍ଟ ଏନର୍ଜି ଡ୍ରିଙ୍କ୍‌’ର ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ସବୁ ସମୟରେ ଏନର୍ଜି ସଲ୍ୟୁଶନ ପାଇଁ…

ବାଲୁକାକଳା ମାଧ୍ୟମରେ ଭୋଟର ସଚେତନତା

ଭୁବନେଶ୍ୱର,୨୫।୫: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ନୂତନ ଅଭିଯାନ ‘ବାଲୁକା କଳା ମାଧ୍ୟମରେ ଭୋଟର ସଚେତନତା’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏସ୍‌ବିଆଇର ଭୁବନେଶ୍ୱର ପ୍ରଧାନ କାର୍ଯ୍ୟାଳୟ ସମ୍ମୁଖରେ ଏକ ଆକର୍ଷଣୀୟ ବାଲୁକା କଳାକୃତିର ନିର୍ମାଣ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଏସ୍‌ବିଆଇ…

ଖିମ୍‌ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ

କଟକ,୨୫।୫ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ୧୩ତମ ପୂର୍ତ୍ତି ଉତ୍ସବ କଟକ ଶୋ‘ରୁମ୍‌(ଷ୍ଟୋର) ପରିସରରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର କଟକ ଷ୍ଟୋର ପକ୍ଷରୁ ଆକର୍ଷଣୀୟ ବାର୍ଷିକ ଉତ୍ସବ…

ବୈଦ୍ୟୁତିକ ସାମଗ୍ରୀର ଦର ବୃଦ୍ଧି ଆଶଙ୍କା

ଭୁବନେଶ୍ୱର,୨୫।୫ (ଅନୁରାଧା ମହାରଣା): ଲୋହିତ ସାଗର ସଙ୍କଟ ଯୋଗୁ ବର୍ତ୍ତମାନ ଏହାର ପ୍ରଭାବ ବ୍ୟବସାୟ କ୍ଷେତ୍ରରେ ଦେଖିବାକୁ ମିଳୁଛି। ଶିପିଂ କଣ୍ଟେନରର ଅଭାବ କାରଣରୁ ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ମାଲ ପରିବହନ ଶୁଳ୍କ ବୃଦ୍ଧି ହେତୁ ଆଇଟି ହାର୍ଡୱେର୍‌, ଟିଭି, ୱାଶିଂ…

ଜାହାଜର ୧୦ ଟଙ୍କିଆ ନୋଟ୍‌ ନିଲାମ ହେବ

ନୂଆଦିଲ୍ଲୀ: ୧୯୧୮ରେ ବ୍ରିଟିଶ୍‌-ଭାରତୀୟ ମୁଦ୍ରା, ଗୋଳାବାରୁଦ ଓ ଅନ୍ୟାନ୍ୟ ସାମଗ୍ରୀ ନେଇ ବମ୍ବେରୁ ଲଣ୍ଡନ ଯାଉଥିବା ଏସ୍‌ଏସ୍‌ ଶିରାଲା ନାମକ ଜାହାଜ ଜର୍ମାନ ୟୁ-ବୋଟ୍‌ରୁ ଛଡ଼ାଯାଇଥିବା ଟର୍ପେଡୋ ମାଡ଼ରେ ବୁଡ଼ିଯାଇଥିଲା। ଜାହାଜରେ ମଦ, ଜାମ୍‌ ଓ ଜେଲି ଆଦି ରହିଥିଲା। ଆୟର୍ଲାଣ୍ଡ…

ରବିବାର ହାଇଦ୍ରାବାଦ-କୋଲକାତା ଫାଇନାଲ

ଚେନ୍ନାଇ, ୨୫।୫: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ସତ୍ତ୍ୱେ ବ୍ୟାଟରଙ୍କ ବିଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ଲେ-ଅଫ୍‌ରୁ ବିଦାୟ ନେଇଛି। ସ୍ଥାନୀୟ ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ କ୍ୱାଲିଫାୟର୍ସ-୨ରେ ସନ୍‌ରାଇଜର୍ସ ହାଇଦ୍ରାବାଦ ୩୬ ରନରେ…

ମହୀଶୂର ଫିଲ୍ମ ନିର୍ମାତାଙ୍କୁ କାନ୍ସ ଲା ସିନେଫ୍‌ ପ୍ରଥମ ପୁରସ୍କାର

କାନ୍ସ,୨୫ା୫(ପି.ଟି.): ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ଭାରତକୁ ବଡ଼ ସଫଳତା ମିଳିଛି। ମହୀଶୂରର ଫିଲ୍ମ ନିର୍ମାତା ଚିଦାନନ୍ଦ ଏସ୍‌ ନାଏକଙ୍କ କ୍ଷୁଦ୍ର ଚଳଚ୍ଚିତ୍ର ‘ସନ୍‌ଫ୍ଲାଓ୍ବାର୍ସ ଓ୍ବେୟାର ଦି ଫାଷ୍ଟ ଓ୍ବାନ୍ସ ଟୁ ନୋ’ ଗୁରୁବାର ଲା ସିନେଫ ପ୍ରଥମ ପୁରସ୍କାର ପାଇଛି। ପୁଣେର…

ହନିଟ୍ରାପ୍‌ରେ ଫସିଥିଲେ ବାଂଲାଦେଶୀ ଏମ୍‌ପି

କୋଲକାତା,୨୫ା୫: ବାଂଲାଦେଶ ଏମ୍‌ପି ଅନଓ୍ବରୁଲ ଅଜିମ୍‌ ଅନଓ୍ବରଙ୍କୁ କୋଲକାତାରେ ହତ୍ୟା କରାଯିବା ପରେ ପ୍ରମାଣ ନଷ୍ଟ ପାଇଁ ହତ୍ୟାକାରୀ ତାଙ୍କ ମୃତଦେହରୁ ଚର୍ମ ଓ ମାଂସ ଉତ୍ତାରିବା ପରେ ହାଡ଼କୁ ଖଣ୍ଡ ଖଣ୍ଡ କରି ସହରର ବିଭିନ୍ନ ସ୍ଥାନରେ ଫିଙ୍ଗିଥିଲେ। ପଶ୍ଚିମବଙ୍ଗ ଅପରାଧ…

ଓଡ଼ିଶାର ଆହାନ ମିଶ୍ରଙ୍କୁ ତ୍ରିମୁକୁଟ

ଭୁବନେଶ୍ୱର, ୨୫।୫ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମ ଟେନିସ କମ୍ପ୍ଲେକ୍ସରେ ଅନୁଷ୍ଠିତ ୧୪ ଓ ୧୬ ବର୍ଷରୁ କମ୍‌ ଚାମ୍ପିୟନଶିପ୍‌ ସିରିଜ (ସିଏସ୭) ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଆହାନ ମିଶ୍ର ତ୍ରିମୁକୁଟ ହାସଲ କରିଛନ୍ତି। ସେ ୧୪ ଓ ୧୬ ବର୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri