ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…
କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ଜିଲା ଓ ଦୌରାଜଜ ଗୋପାଳ ଚନ୍ଦ୍ର ବେହେରା ମାମଲାର ବିଚାର…
ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ
ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ ଆଣିଛନ୍ତି । ସେ ୫୦୦ ମାର୍କରୁ ୪୯୬ ଯାହାକି ୯୯.୨ ପ୍ରତିଶତ ମାର୍କ…
ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ତାଙ୍କ ମତ ଉପସ୍ଥାପନ କରିବା ପାଇଁ ଉଠିବା ମାତ୍ରେ ଗୃହରେ ହସର…
ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…
ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବାରେ ପୋଲିସର ମୁଖ୍ୟ ଭୂମିକା ରହିଛି। ତେଣୁ ପୋଲିସ ବର୍ତ୍ତମାନଠାରୁ…
ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା
ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ ହୋଇଛି। ଏହି ଅଭିଯାନରେ ମୋଟ ୧,୧୩୮ ଗଣନାକାରୀ ଓ ୧୯୪ ପର୍ଯ୍ୟବେକ୍ଷକ ନିଯୁକ୍ତ…
ସିବିଏସ୍ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ
ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି ଛାତ୍ରୀଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ପରୀକ୍ଷାରେ ପିଏମ୍ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ଖରିଆରର ଛାତ୍ରୀ…
ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…
ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ, ରାହୁଲ ଗାନ୍ଧୀଙ୍କ ହାତରେ ଏକ ପଟି ଦେଖାଯାଉଥିଲା। ଯେତେବେଳେ ବିରୋଧୀ ଦଳ ନେତା…
ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ତାଙ୍କ ବିରୋଧରେ ମାମଲା ପଞ୍ଜିକରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆହ୍ଲାବାଦ…
୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…
ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ ଜନଗଣନା ହୋଇଥିଲା। ୨୦୨୧ରେ ଜନଗଣନା ହେବାର ଥିଲା। କିନ୍ତୁ ସେ ସମୟରେ ସମଗ୍ର…
ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ
ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି। ସୁନେହରି ବାଗ ରୋଡରେ ଅବସ୍ଥିତ ବଙ୍ଗଳା ନମ୍ବର 9, ତାଙ୍କୁ ଆବଣ୍ଟିତ କରାଯାଇଛି…
ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…
ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ ଅସ୍ତ୍ରୋପଚାର ଘଟଣା ପଦାକୁ ଆସିଛି। ଗଜପତି ଜିଲା ଆର. ଉଦୟଗିରି ବ୍ଲକ ଅନ୍ତର୍ଗତ…
ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…
ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଭାର ଆୟୋଜନ କରାଯାଇଥିଲା।…
Archives


