Home Left

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଖୋଜୁଛି ପୋଲିସ

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ୮ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଯୁବକ ବଳିଅର ବାଡ଼ତ୍ୟା ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତିକରି ଥାନା ସ୍ଥାନୀୟ ପୋଲିସ ମାମଲା ନଂ.୩୫୭/୨୪ ଅନୁଯାୟୀ ଅଭିଯୁକ୍ତଙ୍କ…

ପଦ୍ମପୁରକୁ ନୂତନ ବ୍ଲକ ଗଠନ ପାଇଁ ଦାବି: ଶୁଣିନଥିଲେ ପୂର୍ବ ସରକାର, ଏବେ ମୁଖ୍ୟମନ୍ତ୍ରୀକୁ ପୁଣି ଦେଲେ ଦାବିପତ୍ର

କେନ୍ଦୁଝର,୨୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁରକୁ ନୂତନ ବ୍ଲକ ଗଠନ ମାନ୍ୟତା ଦାବିରେ ଶକ୍ତି ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ସମ୍ପର୍କରେ ଦାବି ଉପସ୍ଥାପନ କରାଯାଇ ଆସୁଥିଲେ…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ଜିଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ

ଭୁବନେଶ୍ୱର,୨୩।୯- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଅଭିଯୋଗ ଶୁଣାଣି ହୋଇଛି। ସୋମବାର ପୂର୍ବାହ୍ନ ୧୧ଟାରୁ ୟୁନିଟ-୫ ର ସରକାରୀ ବାସଗୃହ ପାଖ ଭିଆଇଆଇଆଇଏମ ଆର ନମ୍ବର-୪ ଠାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି…

ଏୟାରଟେଲ ୟୁଜର୍ସଙ୍କ ବଲ୍ଲେ ବଲ୍ଲେ, ଲଞ୍ଚ୍‌ ହେଲା ୩ଟି ଶସ୍ତା ପ୍ଲାନ୍‌, ମାସେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୩।୯: ଏୟାରଟେଲ ଏହାର ପ୍ରିପେଡ ବ୍ୟବହାରକାରୀଙ୍କ ପାଇଁ ୩ ଟି ନୂଆ ଯୋଜନା ଆରମ୍ଭ କରିଛି । ସମସ୍ତ ତିନୋଟି ଯୋଜନା ହେଉଛି ଡାଟା ଭାଉଚର୍‌ ଯୋଜନା । ଏହି ଯୋଜନାଗୁଡିକରେ ଆପଣ ଡାଟା ସୁବିଧା ପାଇବେ। ଦୟାକରି ଧ୍ୟାନ ଦିଅନ୍ତୁ…

ସ୍ତ୍ରୀ ହତ୍ୟାକାରୀ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୨୩।୯(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ୨୦୨୩ ମେ ୨୬ ତାରିଖ ଜଗଦଳପୁର ଗ୍ରାମର ଜି.ଲକ୍ଷ୍ମୀ ପାତ୍ର (୩୮)ଙ୍କ ମୃତଦେହ ଗାଁ ଶ୍ମଶାନରୁ ଜବତ କରିଥିଲା। ଏହା ଏକ ହତ୍ୟା ମାମଲା ସ୍ପଷ୍ଟ ହେବା ପରେ ପୋଲିସ ହତ୍ୟାକାରୀ ସ୍ୱାମୀ…

ପୁଣି ହୃଦୟ ଜିତିଲେ ଧୋନୀ: ଚେନ୍ନାଇ ସୁପର କିଙ୍ଗ୍ସଠାରୁ ନେବେ ମାତ୍ର ଏତିକି ଟଙ୍କା

ନୂଆଦିଲ୍ଲୀ,୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଯଦିଓ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ନାହାନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ସଂଖ୍ୟାରେ ହ୍ରାସ ଘଟିନାହିଁ। ଆଜି ବି ତାଙ୍କ ପ୍ରଶଂସକମାନେ ପୁରା ଷ୍ଟାଡିୟମକୁ ହଳଦିଆ ରଙ୍ଗରେ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ରାଗିଙ୍ଗ୍‌ ଅଭିଯୋଗ

ବ୍ରହ୍ମପୁର,୨୩।୯(ସ୍ବାଧୀନ ଶେଖର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଛାତ୍ରାବାସରେ ରାଗିଙ୍ଗ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ବିଶ୍ୱବିଦ୍ୟାଳୟର ନୂତନ ଛାତ୍ରାବାସରେ ୨୦୨୪ ଶିକ୍ଷାବର୍ଷ ପ୍ରଥମ ବର୍ଷର ଛାତ୍ରମାନେ ରହୁଥିବା ବେଳେ ଶନିବାର ରାତିରେ ଦ୍ୱିତୀୟ ବର୍ଷର କିଛି ଛାତ୍ର ନୂତନ ଛାତ୍ରାବାସକୁ ଯାଇ…

ଅନୁପସ୍ଥିତ ଥିଲେ ସିଡିପିଓ, ଛତୁଆ କେନ୍ଦ୍ରରେ ହଠାତ୍‌ ପହଞ୍ଚିଲେ ଉପଜିଲାପାଳ, ଆଉ ତା’ପରେ…

କୋକସରା,୨୩।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟରେ ଗର୍ଭବତୀ, ଶିଶୁ, କିଶୋରୀ ବାଳିକାଙ୍କୁ କୁପୋଷଣ, ଅପପୃଷ୍ଟିରୁ ରୋକିବା ପାଇଁ ବିଗତ ରାଜ୍ୟ ସରକାରଙ୍କ ପକ୍ଷରୁ ଛତୁଆ ଯୋଜନା ଆରମ୍ଭ କରାଯାଇଛି। ତେବେ ରାଜ୍ୟରେ ମିଳୁଥିବା ଛତୁଆ ଖାଦ୍ୟ ଉପଯୋଗୀ ନ ହୋଇ ନିମ୍ନମାନର ହେଉଥିବା…

ଲେବାନନ୍‌ର ୩୦୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ: ୧୦୦ ମୃତ, ୪୦୦ ଆହତ

ବେରୁଟ୍‌/ଜେରୁଜେଲମ,୨୩।୯: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ତିକ୍ତତା କ୍ରମାଗତ ବଢିବାରେ ଲାଗିଛି। ହେଜ୍‌ବୋଲ୍ଲା ଉପରେ ଚାପ ପକାଇବାକୁ ଇସ୍ରାଏଲ ଲେବାନନ୍‌ ଉପରେ ୩୦୦ ସ୍ଥାନରେ ରକେଟ୍‌ ମାଡ କରିଛି। ଇସ୍ରାଏଲ ସେନା ପକ୍ଷରୁ ଏହି ଦାବି କରାଯାଇଛି। ଲେବାନୀୟ ଅଧିକାରୀ କହିଛନ୍ତି,…

କାମୁଡିଲା ସାପ: ଅଙ୍ଗନୱାଡି କର୍ମୀଙ୍କୁ ଡାକ୍ତରଖାନାକୁ ନ ନେଇ ନେଇଥିଲେ ଗୁଣିଆ ପାଖକୁ, ତା’ପରେ…

ଗଜପତି,୨୩।୯(ଗିରିଧାରୀ ପରିଛା): ଅନ୍ଧ ବିଶ୍ବାସର କରୁଣ ପରିଣତି। ସାପ କାମୁଡାରେ ଅଙ୍ଗନୱାଡି କର୍ମୀ ମୃତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଦମାଦୁଆ ଗ୍ରାମ ପଞ୍ଚାୟତ ଘୋଡ଼ାପଙ୍କା ଗାଁରେ। ଗାଁର ବିପିନ କୁମାର ପାଟମାଝୀଙ୍କ ସ୍ତ୍ରୀ…

ଧରାପୃଷ୍ଠକୁ ଆସୁଛନ୍ତି ମା’: ଶାରଦୀୟ ଦୁର୍ଗାପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ ନମ୍ପର ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟି ତରଫରୁ ମା’ଙ୍କ ଶାରଦୀୟ ପୂଜା ସକାଶେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି । ପଣ୍ଡିତ ରଞ୍ଜନ ମିଶ୍ରଙ୍କ ତତ୍ତାବଧାନରେ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ…

ତିରୁପତି ଲଡୁ ବିବାଦ: ମୋଦି ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୩।୯: ତିରୁପତି ମନ୍ଦିର ସହ ଜଡିତ ଲଡୁ ବିବାଦରେ ମୋଦିସରକାର ବଡ ପଦକ୍ଷେପ ନେଇଛନ୍ତି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଘିଅ ଯୋଗାଣକାରୀ କମ୍ପାନୀକୁ ଏକ କାରଣ ଦର୍ଶାଅ ନୋଟିସ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ମନ୍ତ୍ରଣାଳୟ ଚାରୋଟି କମ୍ପାନୀରୁ ନମୁନା ନେଇଥିଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?