Home Left

ଲେବାନନରେ ଫୁଟିଲା ପେଜର ବୋମା, ଭାରତରେ ବଢିଲା ସୁନାର ଦାମ!

ନୂଆଦିଲ୍ଲୀ,୨୩।୯: ପୁଣିଥରେ ସୁନା ଦର ବୃଦ୍ଧି ଭାରତରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଭାରତରେ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ୧୦ ଗ୍ରାମ ପିଛା ୭୬,୦୦୦ ରୁ ଅଧିକ ହୋଇଛି। ଦିଲ୍ଲୀ, ଜୟପୁର, ଲକ୍ଷ୍ନୌ ଏବଂ ଚଣ୍ଡିଗଡ଼ ଭଳି…

ମୋବାଇଲରେ ଏମିତି ଭିଡିଓ ମିଳିଲେ ଏବେ ସିଧା ଯିବେ ଜେଲ, ସିଜେଆଇଙ୍କ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୨୩।୯: ଯଦି ଆପଣଙ୍କ ଫୋନରେ ଶିଶୁ ଅଶ୍ଳୀଳତା ବା ଚାଇଲ୍ଡ ପର୍ନୋଗ୍ରାଫି ସମ୍ବନ୍ଧୀୟ ଭିଡିଓ ମିଳୁଛି, ତେବେ ଆପଣ ବଡ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯଦି ଏପରି ଭିଡିଓ ମିଳୁଛି, ତେବେ ଯୌନ ଅପରାଧ ଆଇନ (POCSO) ରୁ ଶିଶୁଙ୍କ ସୁରକ୍ଷା…

ବିରୂପା ବ୍ରିଜ୍‌ ଉପରେ  ସାଇକେଲ୍‌ ମୋବାଇଲ ରଖି …

କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ। ନିଖୋଜ ଛାତ୍ର ହେଲେ ଚୌଦ୍ୱାର ୧୨ ନଂ ୱାର୍ଡର ପ୍ରଦୀପ କୁମାର ଦାସ। ସେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…

ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭରତପୁର ଥାନାରେ ନିର୍ଯାତନା ଅଭିଯୋଗ ଆଣିଥିବା ଯୁବତୀ ତାଙ୍କ ବାପା ଓ ମେଜର। ଅବସରପ୍ରାପ୍ତ…

ଜାପାନ-ଆମେରିକା ଉପରେ ଆକ୍ରମଣ କରିବ ଚାଇନା? ଚମକାଇ ଦେଲେ ବିଶେଷଜ୍ଞ

ଟୋକିଓ,୨୩।୯: ତାଇୱାନର ଉତ୍ତେଜନା ଏବଂ ସେନକାକୁ ଦ୍ୱୀପପୁଞ୍ଜକୁ ନେଇ ବିବାଦ ମଧ୍ୟରେ ଚାଇନା-ଜାପାନ ସମ୍ପର୍କ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଶାନ୍ତି ଆଡକୁ ଗତି କରୁଥିବା ଦେଶ ଥରେ ଏହାର ସୁରକ୍ଷା ସମ୍ପର୍କରେ ଟ୍ରେଜେରୀ ଖୋଲିଛି। ୨୦୨୪ର…

ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟର ନବ ନିର୍ମାଣ କରାଯାଇଥିବା ମୁଖ୍ୟ ଫାଟକ ଓ ମିଶନଶକ୍ତି କାଫେର ଶୁଭ ଉଦ୍‌ଘାଟନ…

ନୂଆ ରଣନୀତିରେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୯: ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ସହ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କୁ ୫ଟି ପ୍ରଶ୍ନ…

ଉପାଦେୟ ଅଶୋକ ପୁଷ୍ପ

ରାମାୟଣରେ ବର୍ଣ୍ଣିତ ହୋଇଛି ଯେ, ରାବଣ ସୀତାଙ୍କୁ ଚୋରାଇ ନେଇ ଲଙ୍କାର ଅଶୋକ ବନରେ ବନ୍ଦୀ କରି ରଖିଥିଲା। ଅଶୋକ ବୃକ୍ଷ ମୂଳରେ ବସି ସୀତା ରାମଙ୍କ କଥା ଭାବି ଭାବି ଦୁଃଖରେ କାଳ କାଟୁଥିଲେ। ଅଶୋକ ବୃକ୍ଷ ସୀତାଙ୍କୁ ଛାଇ…

ନିୟମିତ ଦହି ଖାଉଥିଲେ…

ଦହି ପ୍ରାକୃତିକ ଭାବେ ହେଉଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ଉପଯୋଗୀ। ଏଥିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ ଏହା ବଢ଼ାଇଥାଏ। ପ୍ରାୟ ୭୦ ପ୍ରତିଶତ ଶକ୍ତି ଆମେ ଦହିରୁ ହିଁ ପାଇଥାଉ। ଦହିରେ…

ଦାୟିତ୍ୱ ଗ୍ରହଣ କଲେ ଆତିଶୀ, ହେଲେ ପାଖରେ କାହିଁକି ରଖିଲେ ଖାଲି ଚୌକି, କହିଲେ ଏମିତି କଥା

ନୂଆଦିଲ୍ଲୀ,୨୩।୯: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସୋମବାର ସଚିବାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାରକୁ ତାଙ୍କ ପାଖରେ ରଖି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି।…

ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ

ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ, ଲୋକଙ୍କ କଥା ଶୁଣିବାକୁ ବିଧାୟକ ଖିଲ ତାଙ୍କ କିଛି ସମର୍ଥକ ଏକ ଦେଶୀ ଡଙ୍ଗାରେ…

ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?