ମହାଆଡ଼ମ୍ବରରେ କୁଶୁର୍ଲାରେ ଆରମ୍ଭ ହେଲା ମକର ମେଳା, ମକର ଚାଉଳ ପାଇ…
କର୍ଲାମୁଣ୍ଡା,୧୪।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ଅନ୍ତର୍ଗତ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ଗ୍ରାମ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠରେ କର୍ଲାମୁଣ୍ଡା, ନର୍ଲା, କେସିଙ୍ଗା, ମ.ରାମପୁର ଆଦି ବ୍ଲକ ଅଞ୍ଚଳର ୪୪ ଖଣ୍ଡ ଗ୍ରାମକୁ ନେଇ ଗଠିତ ହୋଇଥିବା ମିଳିତ…
ଜୁବିନ୍ ଗର୍ଗଙ୍କ ମୃତ୍ୟୁ ମାମଲା: ବଡ ଖୁଲାସା କଲା ସିଙ୍ଗାପୁର ପୋଲିସ
ନୂଆଦିଲ୍ଲୀ,୧୪।୧: ଲୋକପ୍ରିୟ ଆସାମୀ ସଙ୍ଗୀତଶିଳ୍ପୀ ଜୁବିନ୍ ଗର୍ଗଙ୍କ ମୃତ୍ୟୁକୁ ନେଇ ସିଙ୍ଗାପୁର କୋର୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଯାଇଛି। ସିଙ୍ଗାପୁର ପୋଲିସର ତଦନ୍ତ ଅନୁସାରେ, ଜୁବିନ୍ଙ୍କ ମୃତ୍ୟୁ ପଛରେ କୌଣସି ଅପରାଧିକ ଷଡ଼ଯନ୍ତ୍ର ନାହିଁ। ବୁଧବାର କରୋନର୍ କୋର୍ଟରେ ଦାଖଲ ହୋଇଥିବା…
୨୦ କେଜିର ଗଞ୍ଜେଇ ଜବତ କଲା ପାଟପୁର ପୋଲିସ, ନୂଆଦିଲ୍ଲୀର ଦୁଇ ଯୁବକ ଗିରଫ
ଦିଗପହଣ୍ଡି,୧୪|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ବସଷ୍ଟାଣ୍ଡ ନିକଟରୁ ବୁଧବାର ସକାଳେ ୨୦ କେଜି ୮ ଶହ ଗ୍ରାମ ଗଞ୍ଜେଇ ଜବତ ହୋଇଛି । ଏହାସହ ସେଣ୍ଟ୍ରାଲ ନୂଆଦିଲ୍ଲୀ ପଟେଲ ନଗରର ଦୁଇଜଣ ଅଣଓଡ଼ିଆ ଯୁବକଙ୍କୁ ପାଟପୁର…
ଗ୍ରୀନଲ୍ୟାଣ୍ଡ ଉପରେ ଆମେରିକାର ନିୟନ୍ତ୍ରଣ ଜରୁରୀ: ଡୋନାଲ୍ଡ ଟ୍ରମ୍ପ
ନୂଆଦିଲ୍ଲୀ,୧୪।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ପୁଣି ଥରେ ଏକ ବଡ଼ ବୟାନ ଦେଇଛନ୍ତି। ବୁଧବାର ସେ କହିଛନ୍ତି ଯେ, ଆମେରିକାର ଜାତୀୟ ସୁରକ୍ଷା ଏବଂ ନୂତନ ମିସାଇଲ ପ୍ରତିରକ୍ଷା ପ୍ରଣାଳୀ ‘ଗୋଲ୍ଡେନ ଡୋମ’ର ସଫଳତା ପାଇଁ ଗ୍ରୀନଲ୍ୟାଣ୍ଡ…
ମିଲର୍ସଙ୍କ ମନମାନି ପାଇଁ ଚାଷୀ ଖର୍ଚ୍ଚରେ ଯାଉଛି ଧାନ, ମଣ୍ଡି ପରିଦର୍ଶନ କଲେ ସମବାୟ ଉପନିବନ୍ଧକ
କୁନ୍ଦୁରା, ,୧୪।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକ ଅଧୀନରେ ଚାଲିଥିବା ଖରିଫ ମଣ୍ଡି ପରିଦର୍ଶନ କରିଛନ୍ତି ଡିଆରସିଏସ । ଚଳିତ ଖରିଫ ଋତୁରେ ଦେଖିବାକୁ ମିଳୁଛି ଅଜବ ସମସ୍ୟା। ଚାଷୀଙ୍କ ଧାନ ନେବାକୁ ଗାଡି ପଠାଉ ନାହାନ୍ତି ମିଲର୍ସ ।…
ଝଲସୁଛି ସହିଦ ରେଣ୍ଡୋ ମାଝୀ ମଞ୍ଚ, ୨୫ଦିନରେ ତିଆରି କରିଛନ୍ତି ୧୫ କାରିଗର
ଭବାନୀପାଟଣା,୧୪।୧( ଉତ୍ତମ କୁମାର ଦାଶ): ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ର ମୁଖ୍ୟ ଆକର୍ଷଣ ହେଉଛି ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ନିର୍ମାଣ ହୋଇଥିବା ସହିଦ ରେଣ୍ଡୋ ମାଝୀ ମଞ୍ଚ। ମଞ୍ଚ ପ୍ରସ୍ତୁତି କମିଟିର ପ୍ରତ୍ୟକ୍ଷ ତତ୍ୱାବଧାନରେ କଳାହାଣ୍ଡି କଲେଜ ଅଫ ଆର୍ଟ…
ବାଇକରେ ଯାଉଥିବା ବେଳେ ଅଘଟଣ, ମାଞ୍ଜାସୂତା ଲାଗି କଟିଗଲା ଯୁବକଙ୍କ ନାକ…
ଢେଙ୍କାନାଳ,୧୪।୧(ରତନ ନାୟାର): ମାଞ୍ଜାସୂତା ଲାଗି ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଢେଙ୍କାନାଳ ସହରର ପ୍ରମୁଖ ବଜାର ମୀନାବଜାର ଅଂଚଳରେ ବୁଧବାର ଅପରାହ୍ନରେ କିଛି ଯୁବକ ମାଞ୍ଜା ସୂତା ଲଗାଇ ଗୁଡି ଉଡାଉଥିଲେ । ସେହି ସମୟରେ ପ୍ରମୁଖ ରାସ୍ତାରେ ବାଇକରେ…
Post Officeର RD ସ୍କିମ୍ରେ ମାସକୁ ରଖନ୍ତୁ ୧୦,୦୦୦ ଟଙ୍କା, ୫ ବର୍ଷ ପରେ ମାଲାମାଲ !
ନୂଆଦିଲ୍ଲୀ,୧୪।୧: ଶେୟାର ବଜାର ଲଗାତାର ନିବେଶକଙ୍କୁ ନିରାଶ କରୁଛି। ୨୦୨୫ରେ ଭଲ ରିଟର୍ନ ନ ମିଳିବା ପରେ ୨୦୨୬ର ଆରମ୍ଭ ମଧ୍ୟ ଭଲ ହୋଇନାହିଁ। ବଜାର ନିରନ୍ତର ତଳକୁ ଯାଉଛି ଏବଂ ନିବେଶକମାନେ ଏବେ ପୁଣିଥରେ ସୁରକ୍ଷିତ ବିକଳ୍ପ ଆଡ଼କୁ ଫେରୁଛନ୍ତି।…
ଲୋକଙ୍କ ସୁଖଦୁଃଖ ସମୀକ୍ଷା କଲେ ଛାତ୍ରୀଛାତ୍ର, ଶୀତକାଳୀନ ସ୍ଵତନ୍ତ୍ର ସେବା…
ଭଞ୍ଜନଗର,୧୪/୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ଚାଲିଥିବା ଶୀତକାଳୀନ ସ୍ଵତନ୍ତ୍ର ସେବା ଶିବିର ବୁଧବାର ତୃତୀୟ ଦିବସରେ ପହଞ୍ଚିଛି । ଆଜି ଛାତ୍ରୀଛାତ୍ରମାନେ…
ସାଇନ୍ବୋର୍ଡରେ ସୀମିତ ପାଣି ପଞ୍ଚାୟତ ପକ୍ଷ ପାଳନ
ପଦ୍ମପୁର,୧୪ା୧(ପ୍ରଦୀପ୍ତ ଦାଶ): ଜାନୁଆରୀରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପାଳନ ହେଉଛି। ଏ ନେଇ ବହୁ ଆଡମ୍ବରରେ ସଚେତନତା ସଭା ମଧ୍ୟ ଆୟୋଜନ ହେଉଛି। ହେଲେ ଫଳ ଶୂନ। କାରଣ ବିଗତ ବର୍ଷ ଅବସ୍ଥା ଯାହା ଥିଲା ଏବେ ବି ତାହା…
ଭଞ୍ଜନଗର ଉପଖଣ୍ଡ ମେଡିକାଲରେ କାୟାକଳ୍ପ ଟିମ୍, ପୁରସ୍କାର ଦୌଡ଼ରେ ରହି…
ଭଞ୍ଜନଗର,୧୪ା୧(ବାବୁଲା ପ୍ରଧାନ): କାୟାକଳ୍ପ ଟିମ୍ ବୁଧବାର ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲ ପରିଦର୍ଶନରେ ଆସିଥିଲେ। ଏହି ସମୟରେ ଟିମ୍ରେ ଆସିଥିବା ଅଧିକାରୀମାନେ ବିଭିନ୍ନ ଓ୍ବାର୍ଡ ପରିଦର୍ଶନ କରିଥିଲେ। ରୋଗୀସେବା, ପରିମଳ ସମେତ ଅନ୍ୟାନ୍ୟ ବ୍ୟବସ୍ଥା ଉପରେ ସମୀକ୍ଷା କରିଥିଲେ। ଏହାପରେ…
୨୦୦୦ ଟଙ୍କିଆ ମାସିକ SIP କରି ହୁଅନ୍ତୁ ମାଲାମାଲ, ବର୍ଷକୁ ୧୨ ଲକ୍ଷ ରୋଜଗାର; ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୧୪।୧: ଧନୀ ହେବା ପାଇଁ ବହୁତ ପୁଞ୍ଜି ନିବେଶ କରିବା ଆବଶ୍ୟକ ନୁହେଁ। ଆପଣ ଅଳ୍ପ ସଞ୍ଚୟରୁ ମଧ୍ୟ ବଡ଼ ପାଣ୍ଠି ତିଆରି କରିପାରିବେ। ଏହା ସହିତ ଏହି ସଞ୍ଚୟରୁ ଆପଣ ପ୍ରତି ମାସରେ ୧ ଲକ୍ଷ ଟଙ୍କା ଏବଂ ବାର୍ଷିକ…
Archives


