ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ
ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ ଏକ କାରର ଡିକି ଭାଙ୍ଗି ସେଥିରୁ ଦେଢ଼ ଲକ୍ଷ ଟଙ୍କା ସହ ବ୍ୟାଙ୍କ…
ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ
ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮ କିମି ଉଚ୍ଚତାରେ ଏହା ସକ୍ରିୟ ରହିଛି। ତେବେ ପାଗ ଅନୂକୂଳ ଥିବାରୁ ଲଘୁଚାପ…
ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ
ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ କଳାହାଣ୍ଡି ଜିଲା ର ଆଠଟି ବ୍ଲକ ର ୫୦୧ଟି ଗ୍ରାମର ୧,୧୮, ୦୯୦ହେକ୍ଟର…
ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର
ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି ସୁଇଚ ଭାଲ ଚାମ୍ବରକୁ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ସ୍ଥାନାନ୍ତର…
ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ
ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ ନେଇ ଜନଅସନ୍ତୋଷ ତେଜିବାରେ ଲାଗିଛି। ମଦ ଦୋକାନ ସ୍ଥାପନ ପାଇଁ ସରକାରୀ ନିର୍ଦ୍ଧାରିତ…
ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…
ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା, ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା ବୁଲା କୁକୁର ମାନଙ୍କ ଆତଙ୍କ ଲାଗି ରହିଛି। ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ…
ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …
ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ ଥିବା ରାମଚନ୍ଦ୍ର ଦେବ କଲ୍ୟାଣ ମଣ୍ଡପରେ ସଂଘର ବରିଷ୍ଠ ସଦସ୍ୟ ପଦ୍ମଚରଣ ମେକାପଙ୍କ…
୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…
ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀଙ୍କ ତତ୍ତ୍ୱାବଧାନରେ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଅବସରପ୍ରାପ୍ତ…
ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍ ଟିମ୍
କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା ଉଦ୍ୟମ କରିବା ଘଟଣା ସମଗ୍ର ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ପୋଲିସ ଶିଶୁକନ୍ୟାଙ୍କ…
ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ
ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି। ଅଭିଯୁକ୍ତ କନିଷ୍ଠ ଯନ୍ତ୍ରୀ ସୁଶୀଲ ସିଂଙ୍କୁ ଭିଜିଲାନ୍ସ…
ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା
ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ ହୋଇଥିବା ଜଣାପଡ଼ିଛି। ଦାନବାକ୍ସ ଖୋଲିବା ସମୟରେ ଭଞ୍ଜନଗର ତହସିଲଦାର ଅଭିପ୍ସା ପଟ୍ଟନାୟକ, ଅତିରିକ୍ତ…
ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା
ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି ସଞ୍ଜୟ ସରାୱାଗୀଙ୍କୁ ଏକ ଚିଠି ମାଧ୍ୟମରେ ନିର୍ବାଚନ ନ ଲଢ଼ିବାର ନିଷ୍ପତ୍ତି ବିଷୟରେ…

