ବଢୁଛି ଅନୁପ୍ରବେଶକାରୀଙ୍କ ସଂଖ୍ୟା
କେନ୍ଦ୍ରାପଡ଼ା,୨୩ା୫(ଜଗନ୍ନାଥ ଧଳ): ଅନୁପ୍ରବେଶ ଓ ଆତଙ୍କବାଦ ସହିତ କେନ୍ଦ୍ରାପଡ଼ା ଜିଲାର ସଂଯୋଗ ରହିଥିବା ବେଳେ ଜିଲା ପ୍ରଶାସନ ଅଥବା ରାଜ୍ୟ ସରକାର କୌଣସି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି ା ଏହି ଜିଲାର ୪୮ କି.ମି. ଖୋଲାମେଲା ସମୁଦ୍ର ତଟ…
୧୫ ଲକ୍ଷ ଲେଖାଏ କ୍ଷତିପୂରଣ ଦେବାକୁ ଦାବି
ଧର୍ମଶାଳା,୨୩ା୫(ବଟକୃଷ୍ଣ ପରିଡ଼ା): ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳାପଥର ଖାଦାନରେ ଅତଡ଼ା ଧସି ୩ ଶ୍ରମିକଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଶ୍ରମିକ ନେତା ରାମଚନ୍ଦ୍ର ଖୁଣ୍ଟିଆ। ଡଙ୍କାରୀରେ କେବଳ ଏହି ଘଟଣା ନୁହେଁ, ପୂର୍ବରୁ…
ସ୍ତ୍ରୀ ସହିତ ଅନୈତିକ ସମ୍ପର୍କରୁ ସାଙ୍ଗଙ୍କୁ ହତ୍ୟା
ପାରଳାଖେମୁଣ୍ଡି, ୨୩ା୫ (ଗିରିଧାରୀ ପରିଛା): ସ୍ତ୍ରୀ ସହିତ ଅନୈତିକ ସମ୍ପର୍କକୁ କେନ୍ଦ୍ରକରି ଜଣେ ଯୁବକ ତାଙ୍କ ବନ୍ଧୁଙ୍କୁ ହତ୍ୟା କରିଛନ୍ତି। ଏହି ଘଟଣା ଗତ ୧୯ ତାରିଖରେ ଘଟିଥିଲେ ମଧ୍ୟ ପୋଲିସ ଘଟଣାର ପ୍ରକୃତ ରହସ୍ୟ ଉପରୁ ଗୁରୁବାର ପର୍ଦ୍ଦାଫାସ କରିଛି। ଏହା…
ଲୋକଙ୍କ ଆଶୀର୍ବାଦ ମାଗିଲେ ବ୍ରଜ
ତାଳଚେର,୨୩।୫ (ମନୋଜ ପ୍ରଧାନ): ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ ପ୍ରଚାରକୁ ଜୋର୍ଦାର କରିଛନ୍ତି। ପଦ୍ମାବତୀପୁର ଓ ଡେରା ପଞ୍ଚାୟତର ସମସ୍ତ ଗ୍ରାମରେ ବ୍ରଜ ନିର୍ବାଚନ ପ୍ରଚାର କରିବା ସହ ଏକ ବିକଶିତ ତାଳଚେର ଗଠନ…
ଭାଜପା ପାଇଁ ଭୋଟ ମାଗିଲେ ଅରୁଣ ଗୋଭିଲ
ଢେଙ୍କାନାଳ,୨୩ା୫(ରତନ ନାୟାର): ରାମାୟଣ ଧାରାବାହିକର ରାମ ଭୂମିକାରେ ଅଭିନୟ କରିଥିବା ଅଭିନେତା ତଥା ଭାଜପା ନେତା ଅରୁଣ ଗୋଭିଲ ବୁଧବାର ଢେଙ୍କାନାଳ ସହରରେ ଭାଜପା ପାଇଁ ଭୋଟ ମାଗିଛନ୍ତି। ଅପରାହ୍ନ ସାଢେ ୩ଟାରେ ଭାଜପା ପକ୍ଷରୁ ଆୟୋଜିତ ଏକ ରୋଡ୍ ଶୋ’ରେ ସାମିଲ…
ବୋହୂ ପାଇଁ ଭୋଟ ମାଗିଲେ କେପି ସିଂହଦେଓ
ଢେଙ୍କାନାଳ,୨୩ା୫(ରତନ ନାୟାର): ନିର୍ବାଚନ ପ୍ରଚାରର ଅନ୍ତିମ ପର୍ଯ୍ୟାୟରେ ଢେଙ୍କାନାଳ ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁସ୍ମିତା ସିଂହଦେଓଙ୍କ ପାଇଁ ବୁଧବାର ଅପରାହ୍ନରେ ପ୍ରଚାର କରିଥିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାମାକ୍ଷା ପ୍ରସାଦ ସିଂହଦେଓ। ସୁସ୍ମିତା ହେଉଛନ୍ତି କାମାକ୍ଷା ପ୍ରସାଦଙ୍କ…
ବିଜେଡିକୁ ଆଶୀର୍ବାଦ କରନ୍ତୁ: ମୁଖ୍ୟମନ୍ତ୍ରୀ
କଟକ,୨୩ା୫(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ତଳପଡିଆ କଟକ-ଇନ୍-କଟକ ନିକଟରେ ବିଜେଡିର କଟକ ଜିଲା ଜନସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଉପସ୍ଥିତ ଲୋକ ଓ କର୍ମୀଙ୍କୁ ଆପଣମାନେ କେମିତି ଅଛନ୍ତି ପଚାରିବା ସହ ଗରମ ସତ୍ତ୍ୱେ ଉପସ୍ଥିତ…
କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିରୋଧୀ: ନବୀନ
ଖୋର୍ଦ୍ଧା,୨୩ା୫(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଖୋର୍ଦ୍ଧାରେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିଛନ୍ତି। ଶଙ୍ଖ ଚିହ୍ନରେ ଭୋଟ ଦେଇ ବିଜେଡିର ଏମ୍ପି ଓ ବିଧାନସଭା ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ସ୍ଥାନୀୟ ହାବେଳି ପଡ଼ିଆରେ…
ବିଜେଡି ଏମ୍ପି, ବିଧାୟକ ପ୍ରାର୍ଥୀଙ୍କ ଶୋଭାଯାତ୍ରା
ଆଠଗଡ,୨୩।୫(ସତ୍ୟ ପ୍ରସାଦ ରଥ):କଟକ ଲୋକସଭା କ୍ଷେତ୍ରର ବିଜୁଜନତା ଦଳ ପ୍ରାର୍ଥୀ ସଂତୃପ୍ତ ମିଶ୍ର ଓ ଆଠଗଡ଼ ବିଧାୟକ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଚାର କାର୍ଯ୍ୟ ଜୋରଦାର କରିଛନ୍ତି। ବୁଧବାର ଆଠଗଡ ବ୍ଲକର ଏକ ନମ୍ବର ଯୋନରେ ଏକ ବାଇକ ଶୋଭାଯାତ୍ରା…
ମହାପ୍ରଭୁଙ୍କୁ ନେଇ ରାଜନୀତି ଠିକ୍ ନୁହେଁ: ସଞ୍ଜୟ
ଭୁବନେଶ୍ୱର, ୨୩।୫(ସୁନିତ୍ ମିଶ୍ର): ସମଗ୍ର ଓଡ଼ିଆ ଜାତିର ସବୁଠାରୁ ବଡ଼ ପରିଚୟ ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ଭାଜପା ନେତାମାନେ ଯେଉଁ ରାଜନୀତି କରୁଛନ୍ତି ଏହା ଆଦୌ ଠିକ ନୁହେଁ ବୋଲି ବିଜେଡି ନେତା ସଞ୍ଜୟ କୁମାର ଦାଶବର୍ମା କହିଛନ୍ତି। ସଞ୍ଜୟ ଗଣମାଧ୍ୟମକୁ…
ବିଜେଡି ପୁସିଂ କାର୍ଡ ଧରିଥିବା ମିଶନ ଶକ୍ତି ମହିଳାଙ୍କୁ ମାଡ଼
ଚଣ୍ଡିଖୋଲ,୨୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ମଝିପଡ଼ା ଗ୍ରାମରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ବୁଧବାର ମଝିପଡ଼ା ଗ୍ରାମ ମିଶନ ଶକ୍ତି ସଂଘର ମହିଳା ଶକୁନ୍ତଳା ବେହେରା ବିଜେଡି ପୁସିଂ କାର୍ଡ ଧରି ଯାଉଥିବାବେଳେ ତାଙ୍କୁ ମାଡ଼…
‘ମୋଦିଙ୍କ ପାଇଁ କୋଣାର୍କ ପ୍ରସିଦ୍ଧ’ ମନ୍ତବ୍ୟ ଓଡ଼ିଶାବାସୀଙ୍କୁ ବ୍ୟଥିତ କରିଛି
ଭୁବନେଶ୍ୱର, ୨୩।୫(ସୁନିତ୍ ମିଶ୍ର): ପୁରୀ ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ସମ୍ବିତ୍ ପାତ୍ରଙ୍କ ବୟାନ ‘ମୋଦିଙ୍କ ଭକ୍ତ ଜଗନ୍ନାଥ’ ସନାତନ ଧର୍ମର ପ୍ରତିଟି ବ୍ୟକ୍ତିଙ୍କୁ ଆଘାତ ଓ ବ୍ୟଥିତ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବୟାନ ‘ମୋଦିଙ୍କ ପାଇଁ କୋଣାର୍କ…
Archives


