Home Left

‘ଭାଜପା ପ୍ରାର୍ଥୀ ନିର୍ବାଚନରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛନ୍ତି’

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନର ଅଭିଯୋଗ କରାଯାଇଛି। ଏନେଇ ବିଜେଡି ପ୍ରତିନିଧି ଦଳ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ନିକଟରେ…

ମୁଖ୍ୟମନ୍ତ୍ରୀ କହିଲେ ଭଲକଥା, ସେମାନେ ବି ବ୍ୟବହାର କରନ୍ତୁ

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ବିଭିନ୍ନ ସମୟରେ ଭାଜପା ପ୍ରଶ୍ନ ଉଠାଉଛି। ଭିଡିଓରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର କରାଯାଉଥିବା ଭାଜପା ନେତାମାନେ କିଛିଦିନ ହେବ ଅଭିଯୋଗ ମଧ୍ୟ କରୁଛନ୍ତି। ଭାଜପାର ଏଭଳି ଅଭିଯୋଗକୁ ନବୀନ…

ଭାଜପା କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡ ଟଙ୍କା ଫେରାଯିବ

ବଇଣ୍ଡା,୨୩ା୫(ପରିକ୍ଷିତ ସାହୁ): ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡର ଶିକାର ହୋଇଥିବା ସମସ୍ତ ହିତାଧିକାରୀଙ୍କ ଟଙ୍କା ଫେରସ୍ତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀର କିଶୋରନଗର…

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ କଇଁଛ ଦିବସ…

ବିଶ୍ୱ କଇଁଛ ଦିବସ ପ୍ରତିବର୍ଷ ମେ’ ୨୩ରେ ପାଳନ କରାଯାଇଥାଏ। କଇଁଛ ପୃଥିବୀର ଦୀର୍ଘଦିନ ବଞ୍ଚୁଥିବା ଜୀବ ଅଟେ। ମାତ୍ର ଏବେ ଏହାର ଅନେକ ପ୍ରଜାତି ବିଲୁପ୍ତ ହୋଇଗଲେଣି। ଏଭଳି ପରିସ୍ଥିତିରେ କଇଁଛମାନଙ୍କ ସଂରକ୍ଷଣ ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ’ ୨୩ରେ କଇଁଛ…

୨୦୨୯ ସୁଦ୍ଧା ୫ଜି ମୋବାଇଲ୍ ଗ୍ରାହକଙ୍କ ସଂଖ୍ୟା ୮୬ କୋଟି ଛୁଇଁବ, ଡାଟା ବ୍ୟବହାର କ୍ଷେତ୍ରରେ ଆଗରେ ଭାରତ

ନୂଆଦିଲ୍ଲୀ,୨୨ା୫: ଦେଶରେ ୫ଜି ମୋବାଇଲ୍ ଗ୍ରାହକଙ୍କ ଆଧାର ୨୦୨୩ ରେ ୧୩୦ ନିୟୁତ ଥିଲା, ଯାହାର ସଂଖ୍ୟା ୮୬୦ ନିୟୁତକୁ ବୃଦ୍ଧି ହୋଇପାରେ ଅର୍ଥାତ୍ ୨୦୨୯ ସୁଦ୍ଧା ୮୬ କୋଟି। ଦେଶର ଟେଲିକମ୍ ବଜାର ସମ୍ବନ୍ଧରେ ଏକ ରିପୋର୍ଟ ଅନୁଯାୟୀ, ଲୋକସଭା…

ଜୁଲାଇ ୪ରେ ବ୍ରିଟେନ୍‌ ନିର୍ବାଚନ, ସୁନକ୍‌ଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଲଣ୍ଡନ୍‌,୨୨ା୫: ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଅନେକ ମାସ ଧରି ଚାଲିଥିବା କଳ୍ପନାଜଳ୍ପନାର ଅବସାନ ଘଟାଇ ବୁଧବାର ସନ୍ଧ୍ୟାରେ ଏନେଇ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ ଘୋଷଣା କରିଛନ୍ତି। ୨୦୧୦ରୁ ଦେଶରେ କ୍ଷମତାସୀନ ଥିବା ଦକ୍ଷିଣପନ୍ଥୀ କଞ୍ଜରଭେଟିଭ୍‌…

ପ୍ରତିବନ୍ଧକ ହଟାଇବା ପରେ ୪୫,୦୦୦ ଟନରୁ ଅଧିକ ପିଆଜ ରପ୍ତାନି କଲାଣି ଭାରତ

ନୂଆଦିଲ୍ଲୀ,୨୨ା୫: ଚଳିତ ମାସ ଆରମ୍ଭରେ ବାହ୍ୟ ପରିବହନ ଉପରେ ପ୍ରତିବନ୍ଧକ ହଟାଯିବା ପରଠାରୁ ଭାରତ 45,000 ଟନରୁ ଅଧିକ ପିଆଜ ରପ୍ତାନି କରିଛି ବୋଲି ଜଣେ ବରିଷ୍ଠ ସରକାରୀ ଅଧିକାରୀ ବୁଧବାର କହିଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ଘରୋଇ ଯୋଗାଣକୁ ସ୍ଥିର…

ଆସନ୍ତାକାଲିଠାରୁ କଟକରେ ୧୪୪ ଧାରା ଜାରି

କଟକ,୨୨ା୫(କାର୍ତ୍ତିକ ସାହୁ): ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମେ’ ୨୫ରେ ହେବାକୁ ଥିବା ମତଦାନ ପାଇଁ କଟକ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪୪ ଧାରା ଜାରି କରିଛନ୍ତି। ଏହି ୧୪୪ ଧାରା ୨୩ ତାରିଖ ସନ୍ଧ୍ୟା ୫ଟାରୁ ଲାଗୁ ହୋଇ…

ନକଲି ସାର୍ଟିଫିକେଟରେ ପୋଲିସ ଚାକିରି: ୨ ଅଭିଯୁକ୍ତଙ୍କୁ ୨ ବର୍ଷ ଲେଖାଏ ଜେଲ୍‌ଦଣ୍ଡ

କଟକ,୨୨ା୫(କାର୍ତ୍ତିକ ସାହୁ): ନକଲି ସାର୍ଟିଫିକେଟ ଦେଇ ପୋଲିସ ଚାକିରି କରିଥିବା ଢେଙ୍କାନାଳର ୨ ଅଭିଯୁକ୍ତ ବୁଧବାର ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ଅଭିଯୁକ୍ତଦ୍ୱୟ ହେଲେ ଅଦିତ କୁମାର ବିଶ୍ୱାଳ ଓ ଅଜିତ କୁମାର ବିଶ୍ୱାଳ। ଜୟପୁରର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ସେମାନଙ୍କୁ…

ଅବକାରୀ ସାମଗ୍ରୀ ବିକ୍ରି ଉପରେ ନିଷେଧାଦେଶ

କଟକ,୨୨ା୫(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ଆଠଗଡ଼, ବାଙ୍କୀ ଓ ବଡ଼ମ୍ବା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଶାନ୍ତିପୂର୍ଣ୍ଣ ଭୋଟଗ୍ରହଣକୁ ଗୁରୁତ୍ୱ ଦିଆଯାଇଛି। ଶାନ୍ତିପୂର୍ଣ୍ଣ ଭୋଟଗ୍ରହଣକୁ ସୁନିଶ୍ଚିତ କରିବା…

ଭାରତର ବିଶ୍ୱ ଭ୍ରମଣ ଏବଂ ପର୍ଯ୍ୟଟନ ସୂଚକାଙ୍କ ତାଲିକାରେ ସୁଧାର

ନୂଆଦିଲ୍ଲୀ,୨୨ା୫: ବିଶ୍ୱ ଅର୍ଥନୈତିକ ଫୋରମର ଭ୍ରମଣ ଏବଂ ପର୍ୟ୍ୟଟନ ବିକାଶ ସୁଚକାଙ୍କ ୨୦୨୪ ରେ ଭାରତର ମାନ୍ୟତା ୩୯ ତମ ସ୍ଥାନକୁ ଉନ୍ନୀତ ହୋଇଛି ଏବଂ ବିଶ୍ୱ ପର୍ଯ୍ୟଟନ କାର୍ଯ୍ୟକଳାପ ପୂର୍ବ-ମହାମାରୀ ସ୍ତରକୁ ଫେରିଛି ବୋଲି ବାର୍ଷିକ ରିପୋର୍ଟ ମଙ୍ଗଳବାର ପ୍ରକାଶ…

୧୨ ମାଓବାଦୀ ଗିରଫ

ମାଲକାନଗିରି,୨୨ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲାରେ ଡିଆର୍‌ଜି ବାହିନୀ ଓ ୨୦୪, ୨୦୬, ୨୦୮ କୋବ୍ରା ବାହିନୀ ମିଳିତ ଭାବେ ଦୁଲେଡ, ବେଝେତୋଙ୍ଗ, ରାସାପଲ୍ଲୀ, ପିନାରନ୍ଦା, ଇରାପଲୀ, ମେଟାମୁଡେମ ଓ ଆଖପାଖ ଅଞ୍ଚଳରେ ସର୍ଚ୍ଚ ଅପରେଶନକରି ୧୦ଜଣ ମାଓବାଦୀଙ୍କୁ ଗିରଫ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri