ଭାରତର ବିଶ୍ୱ ଭ୍ରମଣ ଏବଂ ପର୍ଯ୍ୟଟନ ସୂଚକାଙ୍କ ତାଲିକାରେ ସୁଧାର
ନୂଆଦିଲ୍ଲୀ,୨୨ା୫: ବିଶ୍ୱ ଅର୍ଥନୈତିକ ଫୋରମର ଭ୍ରମଣ ଏବଂ ପର୍ୟ୍ୟଟନ ବିକାଶ ସୁଚକାଙ୍କ ୨୦୨୪ ରେ ଭାରତର ମାନ୍ୟତା ୩୯ ତମ ସ୍ଥାନକୁ ଉନ୍ନୀତ ହୋଇଛି ଏବଂ ବିଶ୍ୱ ପର୍ଯ୍ୟଟନ କାର୍ଯ୍ୟକଳାପ ପୂର୍ବ-ମହାମାରୀ ସ୍ତରକୁ ଫେରିଛି ବୋଲି ବାର୍ଷିକ ରିପୋର୍ଟ ମଙ୍ଗଳବାର ପ୍ରକାଶ…
୧୨ ମାଓବାଦୀ ଗିରଫ
ମାଲକାନଗିରି,୨୨ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍ମା ଜିଲାରେ ଡିଆର୍ଜି ବାହିନୀ ଓ ୨୦୪, ୨୦୬, ୨୦୮ କୋବ୍ରା ବାହିନୀ ମିଳିତ ଭାବେ ଦୁଲେଡ, ବେଝେତୋଙ୍ଗ, ରାସାପଲ୍ଲୀ, ପିନାରନ୍ଦା, ଇରାପଲୀ, ମେଟାମୁଡେମ ଓ ଆଖପାଖ ଅଞ୍ଚଳରେ ସର୍ଚ୍ଚ ଅପରେଶନକରି ୧୦ଜଣ ମାଓବାଦୀଙ୍କୁ ଗିରଫ କରିଛନ୍ତି।…
ପୁଣେ ପୋର୍ଶେ ଦୁର୍ଘଟଣା ମାମଲାରେ ନାବାଳକ ଡ୍ରାଇଭରଙ୍କ ଜାମିନ ବାତିଲ
ପୁଣେ,୨୨ା୫: ଦେଶରେ ଚର୍ଚ୍ଚା ସୃଷ୍ଟି କରିଥିବା ପୁଣେର ପୋର୍ଶେ ଦୁର୍ଘଟଣାରେ ନାବାଳକ ଡ୍ରାଇଭରଙ୍କ ଜାମିନ ବାତିଲ କରିଛନ୍ତି ଜଷ୍ଟିସ ଜୁଭେନାଇଲ ବୋର୍ଡ। ଖବର ଅନୁଯାୟୀ ନାବାଳକ ଜଣକ ଦୁର୍ଘଟଣା କରିବା ପୂର୍ବରୁ ଏକ ବାରରେ ମଦ୍ୟପାନ କରିଥିଲେ। ବୋର୍ଡ କହିଛନ୍ତି ଯେ…
କାଳବୈଶାଖୀରେ ଉପୁଡ଼ିଲା ଗଛ, ଛିଡ଼ିଲା ବିଦ୍ୟୁତତାର
ଦାରିଙ୍ଗବାଡ଼ି,୨୨ା୫(ଅରୁଣ ସାହୁ): କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି ଫଳରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଦ୍ୟୁତ ବିଭ୍ରାଟ ଦେଖାଯାଇଛି। ଏକାଧିକ ପଞ୍ଚାୟତ ଏବେ ଅନ୍ଧାରରେ ରହିଛି। ପ୍ରକାଶ ଯେ, ବୁଧବାର ଅପରାହ୍ନରେ ହଠାତ୍ କଳା ମେଘ ସୃଷ୍ଟି…
ମା’ ହେବେ କ୍ୟାଟ୍ରିନା, ଲଣ୍ଡନରେ ହେବ ସନ୍ତାନ ଜନ୍ମ!
ବମ୍ବେ: ମା’ ହେବାକୁ ଯାଉଛନ୍ତି ବଲିଉଡ୍ ଅଭିନେତ୍ରୀ କ୍ୟାଟ୍ରିନା କୈଫ। ସୋସିଆଲ ମିଡିଆରେ ଏହି ଖବର ଚର୍ଚ୍ଚାର ବିଷୟ ପାଲଟିଛି। ନିକଟରେ କ୍ୟାଟ୍ରିନା ଏବଂ ସ୍ବାମୀ ତଥା ଅଭିନେତା ବିକ୍କି କୌଶଲଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା। ଏଥିରେ ଦୁହେଁ ଲଣ୍ଡନ…
ସିମିଳିପାଳ ଜଙ୍ଗଲରେ ସଜାଗ AI କ୍ୟାମେରା, କ୍ଷଣକେ ଧରାପଡୁଛନ୍ତି ଅନୁପ୍ରବେଶକାରୀ
ସିମିଳିପାଳ,୨୨ା୫: ସରକାରଙ୍କ ଦ୍ୱାରା ସିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଲଗାଯାଇଥିବା ଏଆଇ କ୍ୟାମେରା ସାହାଯ୍ୟରେ ଧରାପଡିଛନ୍ତି ଅନୁପ୍ରବେଶକାରୀ। ଖବର ଅନୁଯାୟୀ, ଭାରତୀୟ ବନ ସେବା ଅଧିକାରୀ ସୁସାନ୍ତ ନନ୍ଦ ତାଙ୍କ ଅଫିସିଆଲ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ ସେୟାର କରି ଫଟୋରେ ଉଲ୍ଲେଖ…
ଅହମ୍ମଦାବାଦ ହସ୍ପିଟାଲରେ ଭର୍ତ୍ତି ହେଲେ ଶାହାରୁଖ ଖାନ୍
ବମ୍ବେ: ବଲିଉଡ୍ର କିଙ୍ଗ୍ ଖାନ୍ ଶାହାରୁଖଙ୍କ ପାଇଁ ଚିନ୍ତାଜନକ ଖବର। ଅସୁସ୍ଥ ହୋଇ ଅହମ୍ମଦାବାଦର କେଡି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିନେତା। ଡିହାଇଡ୍ରେଶନକୁ ନେଇ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିବା ଜଣାପଡ଼ିଛି। ହସ୍ପିଟାଲର ଡାକ୍ତରଙ୍କ କହିବା ମୁତାବକ, ପ୍ଲେ…
୩୫୦ କୋଟି ଟଙ୍କାର ନେକ୍ଲେସ୍ ପିନ୍ଧି ଚମକିଲେ ପ୍ରିୟଙ୍କା
ମୁମ୍ବାଇ: ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରୁ ଯାତ୍ରା ଆରମ୍ଭ କରି ସାତ ସମୁଦ୍ର ପାର୍ ହୋଇ ହଲିଉଡ୍କୁ ଯାଇଛନ୍ତି। ଆଜିର ଯୁଗରେ ପ୍ରିୟଙ୍କା କେବଳ ଜଣେ ବିଶ୍ୱସ୍ତରୀୟ ସେଲିବ୍ରିଟି ନୁହନ୍ତି ବରଂ ବୁଲ୍ଗେରି ଫ୍ୟାଶନ ଇଭେଣ୍ଟରେ ତାଙ୍କର ଯାଦୁ…
ଏଲିମିନେଟର ମୁକାବିଲା ପୂର୍ବରୁ RCB ପ୍ରଶଂସକଙ୍କୁ କ୍ଷମା ମାଗିଲେ ଓ୍ବାଟସନ୍, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୨୨।୫: ଆଇପିଏଲ୍ ୨୦୨୪ର ଏଲିମିନେଟର ମୁକାବିଲା ବୁଧବାର ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯିବ। ଏହି ବଡ଼ ମୁକାବିଲା ପୂର୍ବରୁ ଅଷ୍ଟ୍ରେଲୀୟ ଖେଳାଳି ତଥା ପୂର୍ବତନ ଆର୍ସିବି ଖେଳାଳି ଶେନ ଓ୍ବାଟସନ୍ ବାଙ୍ଗାଲୁରୁ ପ୍ରଶଂସକଙ୍କୁ କ୍ଷମା ମାଗିଛନ୍ତି।…
‘ମିଥ୍ୟା ପ୍ରତିଶ୍ରୁତି ଦେଇ ନିର୍ବାଚନୀ ବୈତରଣୀ ପାର୍ ହେବାକୁ ଚାହୁଁଛି ଭାଜପା’
ମୋରଡ଼ା/ରାସଗୋବିନ୍ଦପୁର,୨୨ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାସଗୋବିନ୍ଦପୁର ବ୍ଲକର ଅମର୍ଦ୍ଦା ପଡ଼ିଆରେ ବିଜୁ ଜନତା ଦଳ ଶକ୍ତି ପ୍ରଦର୍ଶନ କରିଛି। ଅପରାହ୍ନ ୫ଟାରେ ଅମର୍ଦ୍ଦା ପଡ଼ିଆରେ ଆୟୋଜିତ ୪୮ ନମ୍ବର ଜୋନସ୍ତରୀୟ ନିର୍ବାଚନ ସଭାରେ ୭ ହଜାରରୁ ଊର୍ଦ୍ଧ୍ୱ…
ରାଜ୍ୟକୁ ରାମରାଜ୍ୟରେ ପରିଣତ କରିବାକୁ ହେଲେ ଭାଜପାକୁ ଭୋଟ୍ ଦିଅନ୍ତୁ: ଅରୁଣ ଗୋଭିଲ
କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ନେତା ତଥା ସିନେ ଷ୍ଟାର ଅରୁଣ ଗୋଭିଲ ବୁଧବାର କନ୍ଦୁଝର ଜିଲା ଗସ୍ତରେ ଆସି ଚମ୍ପୁଆ ଓ ତେଲକୋଇରେ ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ତାଙ୍କୁ ଦେଖିବାକୁ ପ୍ରବଳ ଜନ ସମାବେଶ ହୋଇଥିଲା।…
ଭାଷା ଏବଂ ଧର୍ମ ପ୍ରସଙ୍ଗରେ ବୟାନବାଜୀ ନ କରିବାକୁ କଂଗ୍ରେସ-ଭାଜପାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୨ା୫: ଲୋକ ସଭା ନିର୍ବାଚନରେ ନେତାଙ୍କ ପ୍ରଚାର ଏବଂ ଭାଷଣ ସମ୍ପର୍କରେ ନିର୍ବାଚନ ଆୟୋଗ କଠୋର ହୋଇଛନ୍ତି। ନିର୍ବାଚନ ଆୟୋଗ ଭାରତୀୟ ଜନତା ପାର୍ଟି ସଭାପତି ଜେ.ପି ନଡା ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ନିଜ ଦଳର ଷ୍ଟାର ପ୍ରଚାରକମାନଙ୍କୁ…
Archives


