ଦାମ୍ପତ୍ୟ ଜୀବନକୁ ସୁରୁଖୁରୁରେ ଆଗେଇନେବା ପାଇଁ ଏହି ୫ କଥା ମାନନ୍ତୁ
”ଦାମ୍ପତ୍ୟ ଜୀବନକୁ ସୁରୁଖୁରୁରେ ଆଗେଇନେବା ପାଇଁ ଉଭୟେ ସ୍ବାମୀସ୍ତ୍ରୀଙ୍କ ଆତ୍ମବିଶ୍ୱାସ ଦୃଢ଼ହେବା ଦରକାର। ନ ହେଲେ ସେମାନେ କୌଣସି କ୍ଷେତ୍ରରେ ନିଷ୍ପତ୍ତି ନେବା ସମୟରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯଦି ଘର ଚଳାଇବା ସେମାନଙ୍କ ଉପରେ ଶତ ପ୍ରତିଶତ ନିର୍ଭର କରୁଥାଏ,…
ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍
କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଟ୍ରକ ଚାପାରେ ହେଲପରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଟ୍ରକ୍ ଚାଳକଙ୍କ…
ରାହୁଲଙ୍କୁ ଝଟ୍କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି
ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ ନବୀନ ଝା ରାଞ୍ଚି ସିଭିଲ କୋର୍ଟରେ ଅଭିଯୋଗ କରିଥିଲେ। ରାହୁଲ ଗାନ୍ଧୀ କହିଥିଲେ ଯେ…
‘୧୮ ମାସରେ ଚିଟ୍ଫଣ୍ଡ ଦୋଷୀଙ୍କୁ ଜେଲ୍ରେ ପୂରାଇବୁ’
ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ ପଢ଼ାଇବୁ। ୧୮ ମାସରେ ଚିଟ୍ଫଣ୍ଡର ସବୁ ଦୋଷୀଙ୍କୁ ଜେଲ୍ରେ ପୂରାଇବୁ। ଆଉ ଲୋକଙ୍କୁ ପଇସା…
ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର
ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ନିର୍ବାଚନ ପ୍ରଚାର କରିଛନ୍ତି। ବିଜେଡି କର୍ମୀ ରବୀନ୍ଦ୍ର ନାୟକଙ୍କ ନେତୃତ୍ୱରେ…
କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?
ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ ମୋଦି ସରକାର ଯାଉଛନ୍ତି ଏବଂ ଇଣ୍ଡିଆ ମେଣ୍ଟ ସରକାର ଆସୁଛନ୍ତି ତାହା ସ୍ପଷ୍ଟ ହୋଇଛି।…
ମନ୍ମଥଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ବାର୍ତ୍ତାରେ କହିଲେ…
ଭୁବନେଶ୍ୱର,୨୧।୫: ଭୁବନେଶ୍ୱର ଏମ୍ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ମଥ ରାଉତରାୟ ଜଣେ ସଫଳ ପାଇଲଟ ଥିଲେ। ହେଲେ ଆଜି ଭୁବନେଶ୍ୱରବାସୀଙ୍କ ସେବା କରିବା ପାଇଁ…
ତୁମକୁ ଫାଇନାଲ୍ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍
ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ ପହଞ୍ଚିବା ପାଇଁ ବେଙ୍ଗାଲୁରୁ ଚତୁର୍ଥ ଏବଂ ଶେଷ ଦଳ ହୋଇଛି। ମ୍ୟାଚ ପରେ ବେଙ୍ଗାଲୁରୁ…
ବଡ଼ କଥା କହିଦେଲେ କେଜ୍ରିଓ୍ବାଲ, ଜୁନ୍ ୪ରେ ଇଣ୍ଡିଆ ମେଣ୍ଟ…
ନୂଆଦିଲ୍ଲୀ,୨୧।୫: ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି ଯେ ମୋଦି ସରକାର ଜୁନ୍ ୪ ତାରିଖରେ ଯାଉଛନ୍ତି। ଜୁନ ୪ରେ ଇଣ୍ଡିଆ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତିବ। କେଜ୍ରିଓ୍ବାଲ କହିଛନ୍ତି ଯେ,…
ମୁଁ କାହାର ପାଦ ଛୁଏଁ ନାହିଁ, ସେଥିପାଇଁ ମୋତେ….କାହିଁକି ଏମିତି କହିଲେ ଗୌତମ ଗମ୍ଭୀର
ନୂଆଦିଲ୍ଲୀ,୨୧।୫: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ତାଙ୍କର ତାଙ୍କ ବିବୃତ୍ତି ପାଇଁ ପ୍ରାୟତ ଚର୍ଚ୍ଚାରେ ଥାନ୍ତି। ନିକଟରେ ଟିମ ଇଣ୍ଡିଆର ଅଫ ସ୍ପିନର ରବି ଅଶ୍ୱିନଙ୍କ ୟୁଟ୍ୟୁବ ଚ୍ୟାନେଲରେ ଗୌତମ ଗମ୍ଭୀର ନିଜର ମତ ରଖିଥିଲେ। ଏହି ସମୟରେ ସେ…
ସ୍ବାତି ମାଲିଓ୍ବାଲ ମାମଲାର ଯାଞ୍ଚ କରିବ ଏସଆଇଟି, ଏହି ମହିଳା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ
ନୂଆଦିଲ୍ଲୀ,୨୧।୫: ସ୍ବାତି ମାଲିୱାଲ ଆମ ଆଦମୀ ପାର୍ଟିରୁ ରାଜ୍ୟ ସଭା ଏମପିଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ ଅପଡେଟ ଆସିଛି। ଏହି ଆକ୍ରମଣ ଘଟଣାର ତଦନ୍ତ ପାଇଁ ଦିଲ୍ଲୀ ପୋଲିସର ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ କରାଯାଇଛି।…
ମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣ
ଭୁବନେଶ୍ୱର,୨୧।୫: ବ୍ରହ୍ମପୁର ଭାଜପା ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର ଏମ୍ସରୁ ଡିସ୍ଚାର୍ଜ ହୋଥଛନ୍ତି। ଡିସ୍ଚାର୍ଜ ପରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁହଁ ଖୋଲିଛନ୍ତି। ପ୍ରଦୀପ କହିଛନ୍ତି, ଗୋଷାଣୀ ନୁଆଁଗାଁର ୧୩୨ ନମ୍ବର ବୁଥରେ ଇଭିଏମ ଠିକ୍ରେ ସିଲ…
Archives


