ଶର୍ମିଲା କଡ଼ପାରୁ ଲଢ଼ିବେ
ନୂଆଦିଲ୍ଲୀ,୩ା୪(ପି.ଟି.): ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ମଙ୍ଗଳବାର ୧୭ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ସେଥିରେ ଓଡ଼ିଶାରୁ ୮ ଜଣ ଥିବାବେଳେ ଆନ୍ଧ୍ରରୁ ୫, ବିହାରରୁ ୩ ଏବଂ ପଶ୍ଚିମବଙ୍ଗରୁ ଗୋଟିଏ ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ପ୍ରକାଶ…
ଓଡ଼ିଶାରେ ସରକାର ଗଢ଼ିବ ଭାଜପା: ଜୟନାରାୟଣ
ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ବିଧାୟକ ତଥା ବିଧାନସଭାର ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରି ଦଳ ପୁଣିଥରେ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଛି। ଜୟନାରାୟଣଙ୍କ ନାମ ଘୋଷଣା ପରେ ତାଙ୍କ ସମର୍ଥକ…
ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ
ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ସେ ଦଳର…
ମନୋଜଙ୍କୁ ବଲାଙ୍ଗୀର ଲୋକ ସଭା, ନରସିଂହଙ୍କ ପୁଅଙ୍କୁ ବିଧାନସଭା ଟିିକେଟ
ବଲାଙ୍ଗୀର, ୩ା୪(ବୀରେନ୍ଦ୍ର କୁମାର ଝାଙ୍କର): କଂଗ୍ରେସ ଦଳ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରେ ବଲାଙ୍ଗୀର ଲୋକ ସଭା ଏବଂ ବିଧାନସଭା ଆସନରେ ଦଳୀୟ ପ୍ରାର୍ଥୀ ସ୍ପଷ୍ଟ ହୋଇଛି। ଲୋକ ସଭା ପ୍ରାର୍ଥୀ ଭାବେ କଂଗ୍ରେସ ଚର୍ଚ୍ଚିତ ସିନେ…
ପ୍ରଫୁଲ୍ଲଙ୍କ ସହ ଲଢ଼ିବେ ସୀତାଂଶୁ
ଭଦ୍ରକ,୩ା୪(ସନାତନ ରାଉତ): ଭଦ୍ରକ ବିଧାନସଭା କ୍ଷେତ୍ର ଲାଗି ଏଥର ନୂଆଁମୁହଁକୁ ଭରସା କରିଛି ଭାଜପା। ଜିଲାର ଜଣାଶୁଣା ସାମାଜିକ ସଙ୍ଗଠନ ଶହୀଦ ଭଗତ ସେନାର ଆବାହକ ସୀତାଂଶୁ ଶେଖର ମହାପାତ୍ର ଭାଜପାର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ। ଗତ ଜାନୁୟାରୀରେ…
ପ୍ରମାଣବିହୀନ ସଜା
ନୂଆଦିଲ୍ଲୀ,୩ା୪: ବହୁଚର୍ଚ୍ଚିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଆମ୍ ଆଦ୍ମୀ ପାର୍ଟି (ଆପ୍) ନେତା ସଞ୍ଜୟ ସିଂଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ ଦେଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇ ୬ ମାସ ଜେଲରେ ରହିବା ପରେ ସର୍ବୋଚ୍ଚ…
ଖେଳିବେନି ବେନ୍ ଷ୍ଟୋକ୍ସ, ଟି୨୦ ବିଶ୍ୱକପ୍ ପୂର୍ବରୁ ବଡ଼ ଘୋଷଣା…
ଲଣ୍ଡନ, ୨ା୪: ଟି୨୦ ବିଶ୍ୱକପ୍ ପୂର୍ବରୁ ଇଂଲଣ୍ଡ ଟିମ୍କୁ ବଡ଼ ଝଟ୍କା ଲାଗିଛି। ଦଳର ଷ୍ଟାର ଖେଳାଳି ତଥା ଟେଷ୍ଟ ଅଧିନାୟକ ବେନ୍ ଷ୍ଟୋକ୍ସ ମଙ୍ଗଳବାର ଆଗାମୀ ଟି୨୦ କ୍ରିକେଟ ବିଶ୍ୱକପ୍ରୁ ଓହରିଯାଇଛନ୍ତି। ଜଣେ ଅଲରାଉଣ୍ଡର ଭାବେ ସେ ତାଙ୍କ ଫିଟ୍ନେସ୍…
ଏହି ସୁନ୍ଦରୀଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଶାହାରୁଖଙ୍କ ପୁଅ ଆର୍ୟନ! ଭାଇରାଲ ହେଉଛି Video
ବମ୍ବେ: ପ୍ରେମରେ ପଡ଼ିଛନ୍ତି ବଲିଉଡ୍ କିଙ୍ଗ ଖାନ୍ ଶାହାରୁଖଙ୍କ ବଡ଼ ପୁଅ ଆର୍ୟନ ଖାନ୍। ବ୍ରାଜିଲ୍ର ଜଣେ ଅଭିନେତ୍ରୀଙ୍କୁ ଡେଟ୍ କରୁଛନ୍ତି ସେ। କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଥିବା ବେଳେ ଉଭୟଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି…
ଆଉ ୧୭ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଏବେ ବି ସସ୍ପେନ୍ସରେ ଆମେଠି-ରାଏବରେଲି
ନୂଆଦିଲ୍ଲୀ,୨ା୪: ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ମଙ୍ଗଳବାର ୧୭ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ସେଥିରେ ଓଡ଼ିଶାରୁ ୮ ଜଣ ଥିବାବେଳେ ଆନ୍ଧ୍ରରୁ ୫, ବିହାରରୁ ୩ ଏବଂ ପଶ୍ଚିମବଙ୍ଗରୁ ଗୋଟିଏ ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ପ୍ରକାଶ…
ବିଜେପୁରରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ସନତଙ୍କ ଉପରେ ଭାଜପାର ଭରସା
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସର ଗଡ଼ ଥିଲା। ପୂର୍ବତନ କଂଗ୍ରେସ ବିଧାୟକ ସ୍ବର୍ଗତ ସୁବଳ ସାହୁଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବିଜେଡିରେ ମିଶିଥିଲେ । ଏହି ମିଶ୍ରଣ ପରେ ଆସନଟି ବିଜେଡି…
ପୋଲିସ ଗୁଳିରେ ଟଳିଲେ ୯ରୁ ଊର୍ଦ୍ଧ୍ୱ ମାଓବାଦୀ
ମାଲକାନଗିରି,୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡରେ ପୋଲିସ ଗୁଳିରେ ମଙ୍ଗଳବାର ୯ରୁ ଊର୍ଦ୍ଧ୍ୱ ମାଓବାଦୀ ନିହତ ହୋଇଥିବା ବେଳେ ବହୁ ସଂଖ୍ୟାରେ ମାଓବାଦୀ ଆହତ ହୋଇଥିବା ଜଣାପଡିଛି । ତଲାସୀ ସମୟରେ ଅତ୍ୟାଧୁନିକ ବନ୍ଧୁକ ଓ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି…
ଆଇପିଏଲ୍ରେ ଏହି ୨ ମ୍ୟାଚ୍ର ତାରିଖ ବଦଳିଲା, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୨।୪: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୪ ମ୍ୟାଚ୍ ତାଲିକାରେ ପରିବର୍ତ୍ତନ। ଟୁର୍ନାମେଣ୍ଟର ୨ଟି ମ୍ୟାଚ୍ ଘୁଞ୍ଚିବା ନେଇ ବିସିସିଆଇ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। କୋଲକାତା ପୋଲିସଠାରୁ ଏକ ଚିଠି ପାଇବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଇଡେନ୍ ଗାର୍ଡେନ୍ସରେ ଏପ୍ରିଲ…
Archives


