Home Left

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଆଜି ମଧ୍ୟ ଏକ ଭିଡିଓ ସୋସିଆଲ…

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ ଗବେଷଣା କେନ୍ଦ୍ର ଖୋଲିବ। ଆସନ୍ତା ମାସରେ ‘ଅଚ୍ୟୁତ ସାମନ୍ତ ଇଣ୍ଡିଆ ଇନିସିଏଟିଭ ଅଫ୍‌ ଦି…

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା କଟାକଟିର ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ମେଜର ଠିଆ ହୋଇ ରିପୋର୍ଟ…

‘ବିଜେଡି ପ୍ରତିଶ୍ରୁତି ଅନୁଯାୟୀ ଷ୍ଟିଲ୍‌ ପ୍ଲାଣ୍ଟ କୁଆଡ଼େ ଗଲା’

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ଦ୍ୱିତୀୟ ଗସ୍ତ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲାଇଭ୍‌ ସେଭର୍ସ ଗ୍ରୁପ୍‌ ଟ୍ରଷ୍ଟର ତୃତୀୟ ବାର୍ଷିକ…

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ଅକ୍ଟୋବର ୨୬ରେ…

ଆଜିଠୁ ୩ଦିନ ରତ୍ନଭଣ୍ଡାରର ବୈଷୟିକ ସର୍ଭେ: ଅପରାହ୍ନ ୧ଟାରୁ କାର୍ଯ୍ୟ ଶେଷ ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୨୧ା୯(ଅଜିତ୍‌ କୁମାର ମହାନ୍ତି):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ପକ୍ଷରୁ ସେପ୍ଟେମ୍ବର ୨୧, ୨୨ ଏବଂ ୨୩ ତାରିଖ ତିନିଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ। ପ୍ରତ୍ୟହ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ ପାଇଁ…

ଫରେଷ୍ଟର ଆମତ୍ହତ୍ୟା ମାମଲା:ବିଭାଗୀୟ ଅଧିକାରୀଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସ୍ତ୍ରୀ

ରାୟଗଡ଼ା,୨୧ା୯(ଆଶିଷ ରଞ୍ଜନ ପଣ୍ଡା):ଦୀର୍ଘ ୧୨ ବର୍ଷ ବନ ବିଭାଗ ସିଲ୍‌ଭିକ୍‌ଲଚର ଡିଭିଜନରେ କାର୍ଯ୍ୟରତ ଥିଲେ ରାୟଗଡ଼ା ସହର ଶୁଣ୍ଢିସାହିର ଲବଣୀ ନାୟକଙ୍କ ସାନ ପୁଅ ସଞ୍ଜୟ ନାୟକ। ବିଭାଗୀୟ ଅଧିକାରୀଙ୍କୁ ୫୦ ପ୍ରତିଶତ ପିସି ଦେଇ ନ ପାରି ମାନସିକ ଭାରସାମ୍ୟ…

ଭାଇ ମୃତ୍ୟୁର ନ୍ୟାୟ ମାଗୁଛି: ନେହୁରା ହେଲେ ଫରେଷ୍ଟରଙ୍କ ଭାଇ

ଭବାନୀପାଟଣା,୨୦ା୯(ଉତ୍ତମ କୁମାର ଦାଶ): ଫରେଷ୍ଟର ଆତ୍ମହତ୍ୟା ମାମଲାକୁ ନେଇ ବିବାଦ ଥମିବାର ନାଁ ଧରୁନି। ମୃତ ଫରେଷ୍ଟର ସଞ୍ଜୟ ନାୟକଙ୍କ ଭାଇ ରବି ନାରାୟଣ ନାୟକ ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେ ଏଥିରେ ଦର୍ଶାଇଛନ୍ତି, ଭାଇ ମୃତ୍ୟୁର…

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଭାରତ ୩୦୮ ରନ୍‌ରେ ଆଗୁଆ ରହିଛି। ରବିଚନ୍ଦ୍ରନ ଅଶ୍ୱିନଙ୍କ ଶତକ ଓ ରବୀନ୍ଦ୍ର ଜାଡେଜାଙ୍କ…

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ ଓଡ଼ିଶା। ଯୋଧପୁରର ବର୍କତୁଲା ଖାଁ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଉଦ୍‌ଘାଟନୀ ମ୍ୟାଚରେ ଓଡ଼ିଶା ଦଳ…

କେନ୍ଦ୍ରକୁ ହାଇକୋର୍ଟ ଝଟକା: ସରକାର ଫେକ୍‌ ନ୍ୟୁଜ୍‌ର ସଂଜ୍ଞା ନିରୂପଣ କରିପାରିବେ ନାହିଁ

ମୁମ୍ବାଇ,୨୧ା୯:ସୂଚନା ଓ ପ୍ରଯୁକ୍ତି (ଆଇଟି) ଆଇନ ଅଧୀନରେ ଫ୍ୟାକ୍ଟ ଚେକିଂ ୟୁନିଟ୍‌ (ଏଫ୍‌ସିୟୁ) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସରକାର ଚଳାଇଥିବା ଉଦ୍ୟମକୁ ଝଟ୍‌କା ଲାଗିଛି। ଷ୍ଟାଣ୍ଡ୍‌ଅପ କମେଡିଆନ୍‌ କୁନାଲ କାମରାଙ୍କ ଆବେଦନର ଶୁଣାଣି କରି ଶୁକ୍ରବାର ବମ୍ବେ ହାଇକୋର୍ଟ ଏହାକୁ…

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ ଆୟୋଜନ କରାଯାଉଛି। ସ୍ବସ୍ତି ଚିଲିକା ରେସର୍ଟ ଏବଂ ଇଭେଣ୍ଟ ଏଲିଗାନ୍ସର ମିଳିତ ଉଦ୍ୟମରେ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?