Home Left

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା ସହ କାର୍ଯ୍ୟକାରୀ ମଧ୍ୟ କରାଇଛନ୍ତି। ଏପରିକି ଭାରତ ସରକାରଙ୍କ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟି…

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ କ୍ରେଡିଟ୍‌ ଆଉଟ୍‌ରିଚ୍‌ ପ୍ରୋଗ୍ରାମ ଶୁକ୍ରବାର ଆଞ୍ଚଳିକ କାର୍ଯ୍ୟାଳୟ ସମ୍ମିଳନୀ…

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା ଏରିଆ ପାୱାର ସିଷ୍ଟମ କଣ୍ଟ୍ରୋଲ ସେଣ୍ଟର(ଏପିଏସ୍‌ସିସି)ର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଟିପିସିଓଡିଏଲ୍‌ର ସିଇଓ…

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଆନୁଷ୍ଠାନିକ ଉଦ୍‌ଘାଟନ କରିଥିଲେ।…

ଅସୁରକ୍ଷିତ ଖାଦ୍ୟ: ବର୍ଷକୁ ୪.୨ ଲକ୍ଷ ମୃତ୍ୟୁ

ନୂଆଦିଲ୍ଲୀ,୨୧ା୯: ବିଶ୍ୱରେ ଅସୁକ୍ଷିତ ଖାଦ୍ୟ ଖାଇ ପ୍ରତିବର୍ଷ ୬୦୦ ନିୟୁତ ଲୋକ ରୋଗଗ୍ରସ୍ତ ହେଉଥିବାବେଳେ ୪ ଲକ୍ଷ ୨୦ ହଜାର ପ୍ରାଣ ହରାଉଛନ୍ତି। ଅସୁରକ୍ଷିତ ଖାଦ୍ୟ ଉପରେ ଖାଦ୍ୟ ନିୟନ୍ତ୍ରକମାନଙ୍କ ଲଗାମ ରହୁନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ଅଧନୋମ୍‌…

ପାକ୍‌ ମନ୍ତବ୍ୟ: ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା

ନୂଆଦିଲ୍ଲୀ,୨୧ା୯: କର୍ନାଟକ ହାଇକୋର୍ଟର ବିଚାରପତି ବେଦବ୍ୟାସଚାର ଶ୍ରୀଶାନନ୍ଦ ନିକଟରେ ଏକ ମାମଲାର ଶୁଣାଣି ବେଳେ ଦେଇଥିବା ବିବାଦୀୟ ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ ରାଜ୍ୟର ମୁଖ୍ୟ ବିଚାରପତିଙ୍କଠାରୁ ରିପୋର୍ଟ ମାଗିଛନ୍ତି। ବିଚାରପତି ଶୁଣାଣି ବେଳେ ବେଙ୍ଗାଲୁରୁର ଏକ ମୁସଲମାନ ବହୁଳ ଅଞ୍ଚଳକୁ ‘ପାକିସ୍ତାନ’…

ଆମେରିକାର ଧ୍ରୁବୀ ପଟେଲ ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌

ଓ୍ବାଶିଂଟନ,୨୧ା୯: ଆମେରିକାର କମ୍ପ୍ୟୁଟର ଇନ୍‌ଫର୍ମେଶନ ସିଷ୍ଟମ୍‌ ଛାତ୍ରୀ ଧ୍ରୁବୀ ପଟେଲଙ୍କୁ ଚଳିତ ବର୍ଷର ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌ ବିଜେତା ଘୋଷଣା କରାଯାଇଛି। ଧ୍ରୁବୀ ବଲିଉଡ୍‌ ଅଭିନେତ୍ରୀ ହେବା ସହ ୟୁନିସେଫ୍‌ ଆମ୍ବାସାଡର ହେବାକୁ ଲକ୍ଷ୍ୟ ରଖିଛନ୍ତି। ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍‌ାଇଡ୍‌ ଜିତିବା…

ଲୋକଙ୍କ ଆସ୍ଥା ସହ ଖେଳ

ନୂଆଦିଲ୍ଲୀ,୨୧ା୯: ତିରୁପତି ଲଡ଼ୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଏବଂ ମାଛ ତେଲ ରହିଥିବା ଅଭିଯୋଗ ଉପରେ କେନ୍ଦ୍ର ସରକାର ଶୁକ୍ରବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କୁ ସବିଶେଷ ରିପୋର୍ଟ ମାଗିଛନ୍ତି। ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ପ୍ରଥମ…

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାରରେ ମନ୍ତ୍ରୀ ଥିବା ଗୋପାଳ ରାୟ, କୈଳାସ ଗେହଲଟ, ସୌରଭ…

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି। ସେ ଆବେଦନରେ ଦର୍ଶାଇଛନ୍ତି, ଯେ ଲଡୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଓ ମାଛ…

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ଦିଆଯାଇଥିବା…

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା ପରିତ୍ୟାଗ ନ କରନ୍ତି, ତେବେ ଲାଲ୍‌ ଆତଙ୍କର ମୂଳୋତ୍ପାଟନ କରିବାକୁ ଅଭିଯାନ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?