ଭୋଟ ଦେଉ ନ ଥିବା ଲୋକଙ୍କ ଟିକସ ବଢ଼ାଯାଉ: ପରେଶ ରାଓ୍ବଲ
ମୁମ୍ବାଇ: ମହାରାଷ୍ଟ୍ରର ୧୩ ଲୋକ ସଭା ଆସନରେ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବ ଅବସରରେ ମୁମ୍ବାଇରେ ଅନେକ ବଲିଉଡ୍ ସେଲିବ୍ରିଟି ନିଜ ମତଦାନର ଅଧିକାରକୁ ସାବ୍ୟସ୍ତ କରିଛନ୍ତି। ବଲିଉଡ୍ର ଭେଟେରାନ ଅଭିନେତା ତଥା ପୂର୍ବତନ ଏମ୍ପି ପରେଶ…
ମହମ୍ମଦ ମୋଖବେର ଇରାନର କାର୍ଯ୍ୟକାରୀ ରାଷ୍ଟ୍ରପତି
ଦୁବାଇ,୨୦ା୫: ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ମୃତ୍ୟୁ ଘଟିବା ପରେ ଦେଶର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇ ସୋମବାର ପ୍ରଥମ ଉପରାଷ୍ଟ୍ରପତି ମହମ୍ମଦ ମୋଖବେରଙ୍କୁ କାର୍ଯ୍ୟକାରୀ ରାଷ୍ଟ୍ରପତି ନିଯୁକ୍ତ କରିଛନ୍ତି। ରଇସିଙ୍କ ପରଲୋକରେ ଖାମନେଇ ଦେଶରେ ୫…
ବିଜେଡି ଏମ୍ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ବଡ଼ ଝଟକା
ଭୁବନେଶ୍ୱର,୨୦।୫: ବିଜେଡି ଏମ୍ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ଝଟକା। ସୋମବାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର ଶତାଧିକ ମୁଣ୍ଡା ସମ୍ପ୍ରଦାୟର ଲୋକ ଭାଜପାରେ ସାମିଲ ହୋଇଛନ୍ତି। ଆଜି ବାଙ୍ଗିରିପୋଷିରେ ଆୟୋଜିତ ହୋଇଥିଲା ମିଶ୍ରଣ ପର୍ବ। ଏଥିରେ ଭାଜପା ଏମ୍ପି ପ୍ରାର୍ଥୀ ନବଚରଣ ମାଝୀ, ବିଧାୟକ…
ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍ପି ଐର ଖାରବେଳଙ୍କ ସମେତ ୫ ନେତା
ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର ନାୟକ…
ଆଇପିଏଲ ଫାଇନାଲ ମ୍ୟାଚ ପାଇଁ ଟିକେଟ୍ ବିକ୍ରି ଆରମ୍ଭ: ଜାଣନ୍ତୁ ସବୁଠାରୁ ଶସ୍ତା ଟିକେଟ୍ର ଦାମ୍…
ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ପର୍ଯ୍ୟାୟ ୨୧ ମେ’ରୁ ଆରମ୍ଭ ହେଉଛି। ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ୍ ), କୋଲକାତା ନାଇଟ ରାଇଡର୍ସ (କେକେଆର୍), ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏହି ଚାରିଟି ଦଳ ପ୍ଲେ ଅଫରେ…
ପୋଲିଂ କର୍ମଚାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ
ଭୁବନେଶ୍ୱର,୨୦।୫: ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ କେତେକ ସ୍ଥାନରେ ବିଶୃଙ୍ଖଳା ଘଟିଥିବା ଦେଖିବାକୁ ମିଳିଛି। ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀର ଦର୍ଲିପାଲି ଲୋଚନ ହାଇସ୍କୁଲର ବୁଥ୍ ନମ୍ବର ୧୪୯ରେ ପୋଲିଂ କର୍ମଚାରୀମାନଙ୍କୁ ଗାଁ ଲୋକେ ତାଲା…
କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼
ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଛି। ଏ ସମ୍ପର୍କରେ ପୋଲିସ ଜାଣିପାରି ତୁରନ୍ତ ଗାଁରେ ପହଞ୍ଚି ଆହତ…
ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ
ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍ଏସ୍ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସଞ୍ଜୁସ୍ମିତା ମୁଣ୍ଡ। ତାଙ୍କ ଘର ମହାବୀରପଡ଼ା ବୋଲି ଜଣାପଡିଛି। ମିଳିଥିବା…
ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ
ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା ଲାଗିଛି। ଏସ୍ଡିଜେଏମଙ୍କ ପରେ ଜିଲା ଦୌରା ଜଜ୍ଙ୍କ କୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ…
ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ
ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗାଁର ଡମ୍ବରୁଧର ମାଝିଙ୍କ ସ୍ତ୍ରୀ ହୋଇକା (୩୫)। ମିଳିଥିବା…
ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ
ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ ଘୋଷଣା କରାଯାଇଛି। ରାଷ୍ଟ୍ରପତିଙ୍କ ମୃତ୍ୟୁରେ ଭାରତ ସରକାର ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି…
ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ, ଟୁଇଟ୍ କରି କହିଲେ ଏମିତି…
ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର ତାଙ୍କୁ ଅନ୍ୟ ଜଣେ ମନୁଷ୍ୟର ଭକ୍ତ କହିବା ମହାପ୍ରଭୁଙ୍କ ପ୍ରତି ସବୁଠୁ ବଡ଼ ଅପମାନ।…
Archives


