ଭୋଟ୍ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…
ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର ଲୋକ ମତଦାନକୁ ବର୍ଜନ କରିଥିଲେ। ଯେଉଁମାନେ ଭୋଟ୍ ବର୍ଜନ କରିଥିଲେ ସେମାନେ ମିଲ ଏରିଆ…
ଓଡ଼ିଶାରେ ଜଣେ ମାଫିଆ ଅଛନ୍ତି, କାହାକୁ ଏମିତି ମାଫିଆ କହିଲେ ମୋଦି, ଜାଣନ୍ତୁ…
ଅନୁଗୋଳ,୨୦।୫: ଅନୁଗୋଳରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଓଡ଼ିଶାର ଗରିବୀ ଦେଖିଲେ ମୋ ଛାତିରେ ବହୁତ କଷ୍ଟ ହେଉଛି। ସମୃଦ୍ଧ ଓ ମହାନ ଐତିହ୍ୟରେ ଭରପୁର ମୋର ଓଡ଼ିଶାକୁ କିଏ ବର୍ବାଦ କରିଛି ବୋଲି ମୋଦି ପ୍ରଶ୍ନ…
ମର୍ମନ୍ତୁଦ ଦୁର୍ଘଟଣା: ମା’, ବାପାଙ୍କ ସହ ୨ ସନ୍ତାନ ମୃତ
ଢେଙ୍କାନାଳ,୨୦।୫: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମା’, ବାପା, ଝିଅ ଓ ପୁଅ ବୋଲି ଜଣାପଡିଛି। ମିଳିଥିବା…
ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ
ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି। ଏକ ଟ୍ରକ ଧକ୍କାରେ ବାଇକରେ ଥିବା ଶଳା ଓ ଭିଣୋଇଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…
ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ
ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ ସେ କହିଛନ୍ତି ଯେ ଆଜି କଙ୍ଗନା ଯେଉଁ ମନ୍ଦିର ଯାଉଛନ୍ତି, ସେହି ମନ୍ଦିରଗୁଡ଼ିକୁ ସଫା…
ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ
ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଏମ୍ପି ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଥିଲେ। ତେବେ…
୨୦ ଫୁଟ୍ ଖାଲକୁ ଖସିଲା ପିକ୍ଅପ୍:୧୭ ମୃତ
ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍ ଖାଇକୁ ଓଲଟି ପଡ଼ିବାରୁ ୧୭ ଜଣଙ୍କର ମୃତ୍ୟୁ ହୋଇଛି। କେନ୍ଦୁ ପତ୍ର ତୋଳି ଆଦିବାସୀମାନେ ଫେରୁଥିଲେ। ପିକଅପ ଗାଡିଟି…
ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ
ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି। ଏହି ଜିଲାରେ ସୁନ୍ଦରଗଡ ଲୋକସଭା ଆସନ ସମେତ ୭ଟି ବିଧାନସଭା ଆସନ ପାଇଁ ଭୋଟ।ୟ…
ସରସରା ହତ୍ୟାକାଣ୍ଡ ନିର୍ବାଚନୀ ହିଂସା ନୁହେଁ: ସ୍ପଷ୍ଟ କଲେ ଜିଲାପାଳ, ଆଇଜି
ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ଗୋଟିଏ ଗ୍ରାମର ଭୋଟ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଥିବାବେଳେ ଅନ୍ୟପଟେ ଉକ୍ତ ଗ୍ରାମରେ ଦିନ ଦ୍ବିପହରରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଗ୍ରାମର…
ମହାକାଶର ଆରମ୍ଭ
ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ କୃତ୍ରିମ ଉପଗ୍ରହ ଏବଂ ମହାକାଶ ଯାନ ଅନ୍ତରୀକ୍ଷକୁ ଯିବା ପରେ ମହାକାଶ ଯୁଗର ଆରମ୍ଭ ହେଲା। ବର୍ତ୍ତମାନ ଅନେକ ଦେଶ ମହାକାଶରେ କୃତ୍ରିମ ଉପଗ୍ରହ ଅବସ୍ଥାପିତ କରିଛନ୍ତି। ଭୂକକ୍ଷରେ ମହାକାଶ କେନ୍ଦ୍ର ସ୍ଥାପିତ ହୋଇ ସେଠାରେ ବୈଜ୍ଞାନିକମାନେ…
ପ୍ରଥମଥର ୩ ଲକ୍ଷ କୋଟି ପାର କଲା ବ୍ୟାଙ୍କ ଗୁଡ଼ିକର ଲାଭ
ମୁମ୍ବାଇ,୨୦।୫: ପ୍ରଥମ ଥର ପାଇଁ ବ୍ୟାଙ୍କିଙ୍ଗ କ୍ଷେତ୍ରର ମୋଟ ଲାଭ ଆର୍ଥିକ ବର୍ଷ ୨୦୨୪ ରେ ୩ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ତାଲିକାଭୁକ୍ତ ସରକାରୀ ଏବଂ ବେସରକାରୀ କ୍ଷେତ୍ର ବ୍ୟାଙ୍କଗୁଡିକର ମୋଟ ଲାଭ ୩୯% ବୃଦ୍ଧି ହୋଇ ୩.୧…
ବିଶ୍ୱରେକର୍ଡ ସହ ସ୍ବର୍ଣ୍ଣ ଜିତିଲେ ଦୀପ୍ତି
ନୂଆଦିଲ୍ଲୀ,୨୦।୪: ଭାରତର ଦୀପ୍ତି ଜୀବାଞ୍ଜୀ ବିଶ୍ୱ ରେକର୍ଡ ସୃଷ୍ଟି କରି ବିଶ୍ୱ ପାରା ଆଥଲେଟିକ୍ସ ଚାମ୍ପିଅନସିପ ୨୦୨୪ ରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଦୀପ୍ତି ୪୦୦ ମିଟର ରେସ୍ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ୫୫.୦୭ ସେକେଣ୍ଡରେ ୪୦୦ ମିଟର…
Archives


