ଏପ୍ରିଲରୁ ଜୁନ୍ ଅସହ୍ୟ ତାତି: ଅଧିକ ଦିନ ରହିବ ଗ୍ରୀଷ୍ମ ଲହର
ନୂଆଦିଲ୍ଲୀ,୨/୪(ପି.ଟି.):ଲୋକ ସଭା ନିର୍ବାଚନ ଏପ୍ରିଲ ୧୯ରୁ ଜୁନ୍ ୧ ଯାଏ ୭ ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏପ୍ରିଲରୁ ଜୁନ୍ ପ୍ରଚଣ୍ଡ ଗ୍ରୀଷ୍ମ ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ସୋମବାର ସତର୍କ କରାଇଛି। ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ…
ସଚେତନତା ଜରୁରୀ
ପ୍ରତିବର୍ଷ ଏପ୍ରିଲ ୨ରେ ବିଶ୍ୱ ଅଟିଜମ୍ ସଚେତନତା ଦିବସ ପାଳନ କରାଯାଏ। ଆମ ଦେଶରେ ପ୍ରାୟ ୫୦ ଲକ୍ଷ ପିଲା ଅଟିଜମ୍ ଦ୍ୱାରା ପ୍ରଭାବିତ। ଭାରତରେ ଅଟିଜମ୍ର ଲକ୍ଷଣ ଓ ଚିକିତ୍ସା ସମ୍ବନ୍ଧରେ ସଚେତନତାର ଘୋର ଅଭାବ ରହିଛ। ଫଳରେ ଠିକ୍…
ଦିଲୀପ ଘୋଷ ଓ ସୁପ୍ରିୟା ଶ୍ରୀନେତଙ୍କୁ ଇସିଙ୍କ ଚେତାବନୀ
ନୂଆଦିଲ୍ଲୀ, ୨।୪: ମହିଳାଙ୍କ ପ୍ରତି ଆପତ୍ତିଜନକ ବୟାନ ପାଇଁ ଭାଜପା ଏମ୍ପି ଦିଲୀପ ଘୋଷ ଓ କଂଗ୍ରେସ ନେତ୍ରୀ ସୁପ୍ରିୟା ଶ୍ରୀନେତ୍ଙ୍କୁ ସୋମବାର ନିର୍ବାଚନ ଆୟୋଗ(ଇସି) ଚେତାବନୀ ଜାରି କରିଛନ୍ତି। ବୟାନ ଦେଉଥିବା ସମୟରେ ସତର୍କ ରହିବାକୁ ଉଭୟଙ୍କୁ ତାଗିଦ କରାଯାଇଛି। ଲୋକ…
ଇମ୍ରାନଙ୍କ ୧୪ ବର୍ଷ ଜେଲଦଣ୍ଡ ଉପରେ ରୋକ
ଇସ୍ଲାମାବାଦ୍, ୨।୪: ତୋଷାଖାନା ଦୁର୍ନୀତି ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଓ ସ୍ତ୍ରୀ ବୁଶ୍ରା ବିବିଙ୍କୁ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ପୂର୍ବରୁ ଉଭୟଙ୍କୁ ୧୪ ବର୍ଷ ଜେଲ୍ଦଣ୍ଡରେ ଦଣ୍ଡିତ କରାଯାଇଥିବାବେଳେ ସୋମବାର ଏହା ଉପରେ ଇସ୍ଲାମାବାଦ୍ ହାଇକୋର୍ଟ ରୋକ୍…
ମୁମ୍ବାଇକୁ ହରାଇ ରାଜସ୍ଥାନର ତୃତୀୟ ବିଜୟ
ମୁମ୍ବାଇ,୧ା୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍ ୨୦୨୪ର ୧୪ତମ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୬ଉଇକେଟରେ ହରାଇ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟ୍ରେଣ୍ଟ ବୋଲ୍ଟ ଓ ୟୁଜବେନ୍ଦ୍ର ଚହଲ ୩ ଉଇକେଟ ନେଇଥିବା ବେଳେ ମୁମ୍ବାଇ…
‘ଭାରତ ବର୍ଜନ’ ପ୍ରଚାରକୁ ସମାଲୋଚନା କଲେ ପ୍ରଧାନମନ୍ତ୍ରୀ ହାସିନା
ଢାକା,୧ା୪: ଶେଖ୍ ହାସିନା ପୁନର୍ବାର ବାଂଲାଦେଶ ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବା ପରେ ଅନ୍ଲାଇନରେ ଭାରତ ବିରୋଧୀ ମାନସିକତା ବଢ଼ିଛି। ସେଠାରେ ଭାରତୀୟ ସାମଗ୍ରୀ ବର୍ଜନ ଲାଗି ପ୍ରଚାର ଜୋର୍ ଧରିଥିବାବେଳେ କେତେଜଣ ବିରୋଧୀ ନେତା ଏହାକୁ ସମର୍ଥନ କରୁଛନ୍ତି। ପ୍ରଧାନମନ୍ତ୍ରୀ ହାସିନା…
ଜ୍ଞାନବାପି ସେଲାରରେ ପୂଜାର୍ଚ୍ଚନାରେ ରୋକ ଲଗାଇବାକୁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧ା୪: ବାରାଣସୀର ଜ୍ଞାନବାପି ମସ୍ଜିଦ ଦକ୍ଷିଣ ପାର୍ଶ୍ୱ ସେଲାରରେ ହିନ୍ଦୁମାନେ ଚଳାଇଥିବା ପୂଜାର୍ଚ୍ଚନାରେ ରୋକ ଲଗାଇବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ମସ୍ଜିଦ ପରିଚାଳନା କମିଟିର ଆବେଦନ ଉପରେ ସର୍ବୋଚ୍ଚ ଅଦାଲତ କାଶୀ ବିଶ୍ୱନାଥ ମନ୍ଦିର ଟ୍ରଷ୍ଟିଙ୍କୁ ଜବାବ ମାଗିଛନ୍ତି। ଜ୍ଞାନବାପି…
ଜେରା ବେଳେ ୨ ନେତାଙ୍କ ନାଁ କହିଛନ୍ତି କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୧ା୪: ଅବକାରୀ ନୀତି ଦୁର୍ନୀତି ମାମଲାର ମନିଲଣ୍ଡରିଂ ଦିଗ ଉପରେ ଜେରା ବେଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀମାନଙ୍କୁ ଆମ୍ ଆଦ୍ମୀ ପାର୍ଟିର ୨ ଜଣ ନେତାଙ୍କ ନାଁ କହିଛନ୍ତି। ସେମାନେ ହେଲେ ଆତିଶୀ ମାର୍ଲେନା ଏବଂ…
୧୨୫ ରନ୍ରେ ଅଟକିଲା ମୁମ୍ବାଇ
ମୁମ୍ବାଇ, ୧।୪: ଆଇପିଏଲର ୧୪ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଛି। ମୁମ୍ବାଇ ଦଳ ପ୍ରଥମେ ବ୍ୟାଟିଂ କରିବାକୁ ଆସି ୨୦ ଓଭରରେ ୯ ଉଇକେଟ୍ ହରାଇ ୧୨୫ ରନ୍ ସଂଗ୍ରହ…
ମଇଁଷି ଚରାଉ ଥିବାବେଳେ ଚାଲିଗଲା ଜୀବନ
ଆସିକା,୧ା୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ସାହାସପୁର ଗ୍ରାମରେ ସୋମବାର ଜଣେ ମଇଁଷି ଚରାଳି ସୁରେନ୍ଦ୍ର ଗୌଡଙ୍କ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗ୍ରାମ ଉପକଣ୍ଠ ମୁନିତୋଟା ନିକଟରେ ସେ ମଇଁଷି ଚରାଉଥିଲା ବେଳେ ହଠାତ ଚେତାଶୂନ୍ୟ ହୋଇଯାଇଥିଲେ…
ଏପ୍ରିଲ ୧୬ରେ ଆଇପିଏଲ୍ ମାଲିକଙ୍କ ହେବ ବୈଠକ, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୧ା୪: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୦ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଦଳକୁ ଆମନ୍ତ୍ରଣ କରିଛି। ସେମାନଙ୍କୁ ନେଇ ଏକ ଅଣାନୁଷ୍ଠାନିକ ବୈଠକ ଏପ୍ରିଲ ୧୬ରେ ବସିବ। ଫ୍ରାଞ୍ଚାଇଜଙ୍କ ଲାଗି ନିଲାମ ରାଶି ପରିମାଣ ବୃଦ୍ଧି ଏବଂ ଖେଳାଳି…
ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କଲେ ମୀରାବାଈ
ଫୁକେଟ(ଥାଇଲାଣ୍ଡ), ୧ା୪: ଟୋକିଓ ଅଲିମ୍ପିକ୍ସ ରୌପ୍ୟ ବିଜେତା ମୀରାବାଈ ଚାନୁ ଏଠାରେ ଚାଲିଥିବା ଆଇଡବ୍ଲ୍ୟୁଏଫ୍ ବିଶ୍ୱକପ୍ରେ ସୋମବାର ମହିଳା ୪୯ କେଜି ଗ୍ରୁପ୍ ‘ବି’ ଇଭେଣ୍ଟରେ ତୃତୀୟ ସ୍ଥାନ ଅଧିକାର କରି ବା ପରେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା…
Archives


