Home Left

ପଙ୍କାଳସାହିରେ ଭୋଟ୍‌ ବର୍ଜନ

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦ୍ୱରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍‌ରେ ପ୍ରାୟ…

ନୟାଗଡ଼ର ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ, ବୁଥ୍‌ରେ ଚାପା ଉତ୍ତେଜନା

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଭୋଟ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ ବ୍ଲକର ଦୁର୍ଦୁରା ନୋଡାଲ ଉଚ୍ଚ ବିଦ୍ୟାଳୟ ଓ ଗୋଳଗୋଳା,ଦଶପଲା ବ୍ଲକର ମଧ୍ୟଖଣ୍ଡ ବୁଥ୍‌ରେ ପ୍ରାୟ…

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିଲେ। ମାତ୍ର ଇଭିଏମ୍‌ ଅଚଳ ହେବାରୁ ପ୍ରାୟ ଦେଢ଼ ଘଣ୍ଟା ପରେ…

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ ପର୍ଯ୍ୟାୟ ଭୋଟିଂ ବିଷୟରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି, ରାଜନାଥ ସିଂ, ସ୍ମୃତି ଇରାନୀ…

୧୭ ଘଣ୍ଟା ପରେ ମିଳିଲା ଇରାନ ରାଷ୍ଟ୍ରପତି ରଇସିଙ୍କ ହେଲିକପ୍ଟର ଠାବ, ମିଳିନି ରାଷ୍ଟ୍ରପତିଙ୍କ ସନ୍ଧାନ

ନୂଆଦିଲ୍ଲୀ,୨୦।୫: ଇରାନର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଉଦ୍ଧାରକାରୀ ଦଳ ପାଇଛନ୍ତି। ତେବେ ରାଷ୍ଟ୍ରପତି ରଇସି ଏବଂ ହେଲିକପ୍ଟରରେ ତାଙ୍କ ସହ ଯାତ୍ରା କରୁଥିବା ଅନ୍ୟ ଲୋକମାନେ ଜୀବିତ ନା ନାହିଁ ସେନେଇ ସୂଚନା ମିଳିପାରି ନାହିଁ। ଏକ…

Video: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ଭିଡିଓ

ପୁରୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ବାଇଶି ପାହାଚ ଦେଇ ମନ୍ଦିର ଭିତରକୁ ଯାଇଥିଲେ । ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ବିମଳା…

ବଜାରରେ ଟିଭିଏସ୍‌ ଆପାଚି ଆର୍‌ଟିଆର୍‌ ୧୬୦ସିରିଜ୍‌, ବ୍ଲାକ୍‌ ଏଡିଶନର ଅନାବରଣ

ଭୁବନେଶ୍ୱର,୨୦।୫: ଟିଭିଏସ୍‌ ମୋଟର କମ୍ପାନୀର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଟିଭିଏସ୍‌ ଆପାଚି ଆର୍‌ଟିଆର୍‌ ୧୬୦ ସିରିଜ୍‌କୁ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍‌ର ‘ବ୍ଲେକ୍‌ ଅଫ୍‌ ବ୍ଲାକ୍‌’ ଡାର୍କ…

ଗଛରେ ପିଟିହେଲା ନଡ଼ିଆ ବୋଝେଇ ଟ୍ରକ୍‌: ଡ୍ରାଇଭରଙ୍କ ଜୀବନ ଗଲା, ହେଲପର ଗୁରୁତର

ପଟାଙ୍ଗି,୨୦ା୫(ଶରତ ଧଳ): ଭାରସାମ୍ୟ ହରାଇ ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍‌ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ବାମ ଗୋଡ଼ ସମ୍ପୂର୍ଣ୍ଣ କଟିଯାଇଛି। ସୋମବାର ଭୋର୍‌ରୁ ଏହି ଦୁର୍ଘଟଣା ଘଟିଥିବା ବେଳେ ଜାତୀୟ ରାଜପଥର ଉଭୟ…

ଓଡ଼ିଶାରେ କୌଣସି ବିକାଶ ହୋଇ ନାହିଁ: ରାଜନାଥ

ଖୋର୍ଦ୍ଧା,୨୦।୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ହାବେଳି ପଡ଼ିଆରେ ରବିବାର ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ରାଜନାଥ ସିଂ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଓଡ଼ିଶାରେ ୫୦ ବର୍ଷ କଂଗ୍ରେସ ଏବଂ ୨୫ ବର୍ଷ…

ମୋଦି ଯେତେ ଓଡ଼ିଶା ଆସିବେ କଂଗ୍ରେସ ସେତିକି ବଢ଼ିବ: ଅଜୟ

ଭୁବନେଶ୍ୱର,୨୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ତାଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ ବହୁ ପ୍ରଶ୍ନ ପଚାରି ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଟାର୍ଗେଟ କରିଛନ୍ତି। କଂଗ୍ରେସ ଭବନଠାରେ…

ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମତଦାନ ଆରମ୍ଭ ହୋଇଯାଇଛି। ବିଜେଡିର ବିଧାୟକ…

ରାଜ୍ୟ ନେତାଙ୍କ ସହ ମୋଦିଙ୍କ ଆଲୋଚନା, ଦେଲେ ଗୁରୁମନ୍ତ୍ରଣା

ଭୁବନେଶ୍ୱର, ୧୯।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ବତନ୍ତ୍ର ବିମାନରେ ରବିବାର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ମୋଦିଙ୍କୁ ରାଜ୍ୟ ଭାଜପା ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି। ଏହାପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri