ପୂର୍ବତନ ପଞ୍ଚାୟତ ସମ୍ପାଦକଙ୍କୁ ହତ୍ୟା ଅଭିଯୋଗ: ସାମାନ୍ୟ ବଚସା ହେଲା କାଳ
ଭଞ୍ଜନଗର,୬।୧୦(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲିରେ ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ଏଥିରେ ମୁଜାଗଡ ପଂଚାୟତର ପୂର୍ବତନ ସମ୍ପାଦକ ପଞ୍ଚୁ ବେହେରା (୬୫) ମୃତ୍ୟୁବରଣ କରିଛନ୍ତି। ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ...
କେନାଲ ଉପରେ ହେଉନି ପୋଲ: ବାଜିରେ ଲାଗୁଛି ଜୀବନ
ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ):କେନାଲ ଉପରେ ପୋଲ ନ ଥିବାରୁ ଦୁଇ ପାର୍ଶ୍ୱରେ ଥିବା ଗ୍ରାମବାସୀ ଏବେ ବିପଦସଂକୁଳ ଅବସ୍ଥାରେ ଜୀବନକୁ ବାଜି ଲଗାଇ କେନାଲ ପାରି ହେଉଛନ୍ତି। କେନାଲରେ ପୋଲ ନିର୍ମାଣ ପାଇଁ ସ୍ଥାନୀୟ ରାଜନେତା, ବିଭାଗୀୟ ଅଧିକାରୀ ଓ...
ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ: ବାହାରେ ଚକାଚକ୍, ଭିତରେ ଅଳିଆ
ନୂଆପଡ଼ା,୬ ା୧୦(ମକାରୁ ବେମାଲ):ନୂଆପଡ଼ାକୁ ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ଜିଲା ଗଠନ କରି ଭାରତରେ ଏକ ନମ୍ବର କରିବା ପାଇଁ ଜିଲା ପ୍ରଶାସନ ପ୍ରୟାସ ଜାରି ରଖିଛନ୍ତି। ପ୍ରତ୍ୟେକ ସୋମବାର ଗୋଟିଏ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ଏକକ ବ୍ୟବହାର ପ୍ଲାଷ୍ଟିକମୁକ୍ତ...
ଜଳପ୍ରପାତରେ ପ୍ରବଳ ସ୍ରୋତ: ପର୍ଯ୍ୟଟକଙ୍କୁ ଯିବା ମନା
ଗଜପତି,୦୬।୧୦(ଗିରିଧାରୀ ପରିଛା): ଲଗାଣ ବର୍ଷା ଯୋଗୁ ଜଳପ୍ରପାତ ଗୁଡ଼ିକରେ ପ୍ରବଳ ବର୍ଷାଜଳର ସ୍ରୋତ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପର୍ଯ୍ୟଟକମାନଙ୍କ ସୁରକ୍ଷା ପାଇଁ ଜଳପ୍ରପାତ ଭିତରକୁ ଯିବାକୁ ବାରଣ କରିଛି। ଗଜପତି ଜିଲା ପ୍ରଶାସନ ଦ୍ୱାରା ଜିଲାର ଜଳପ୍ରପାତ...
ମଝିଘରିଆଣୀ ମନ୍ଦିର ନିକଟରେ କୋଇଲା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ: ଗାଡ଼ି ଚଳାଚଳ ବାଧାପ୍ରାପ୍ତ
ରାୟଗଡ଼ା,୬/୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାସ୍ଥିତ ମଝିଘରିଆଣି ମନ୍ଦିର ନିକଟସ୍ଥ ରାୟଗଡ଼ା-ବିଶାଖାପାଟଣା ରାସ୍ତାରେ ଥିବା ପୋଲର ବୁଲାଣିଠାରେ ଗୋଟିଏ କୋଇଲା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ବିଳମ୍ବିତ ରାତିରେ ଟ୍ରକଟି ଛତିଶଗଡ ଅଭିମୁଖେ ଯାଉଥିବାବେଳେ ବ୍ରେକ ଫେଲ ହୋଇ ସେଠାରେ...
ଅଧିକାରୀ ଓ ହିତାଧିକାରୀ
ଏକ ଜନମଙ୍ଗଳକାରୀ ରାଷ୍ଟ୍ରରେ ଲୋକଙ୍କ ହିତ ଲାଗି ସରକାର ଅନେକ ଯୋଜନା ପ୍ରଣୟନ କରିଥାନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ କେତେକ ପ୍ରାୟ ସବୁ ଲୋକଙ୍କର କାମରେ ଆସୁଥିବା ବେଳେ କେତେକ ଯୋଜନା ଛାତ୍ରୀଛାତ୍ର, କୃଷକ, ଶ୍ରମିକ, ବୃଦ୍ଧାବୃଦ୍ଧ, ଆର୍ଥିକ ଅନଗ୍ରସର,...
ଗଣଜୀବନର ବିଶ୍ବକୋଷ
ଗଣନାଟ୍ୟ ଜଗତରେ ଗଣକବି ବୈଷ୍ଣବ ପାଣି ଥିଲେ ଆଦ୍ୟ ମୋସୁମୀର ଜଳକଣାସିକ୍ତ ଏକ ପ୍ରଚଣ୍ଡ ଝଡ଼, ଯାହାର ଆଘାତରେ ଆଜିସୁଦ୍ଧା ଶିହରିତ ହେଉଛି ଗଣଚେତନାର ରସକଦମ୍ବ। ଦରିଦ୍ରତା ପଙ୍କରେ ସାରା ଜୀବନ ଡହଳ ବିକଳ ହୋଇ ବୁଡ଼ି ରହିଥିଲେ ବି...
ଇସ୍ରାଏଲ୍ରେ ଗ୍ରେଟା ଥନ୍ବର୍ଗ ଗିରଫ
ଜେରୁଜେଲମ୍,୬ା୧୦: ସୁଇଡେନ୍ର ଜଳବାୟୁ କର୍ମୀ ଗ୍ରେଟା ଥନ୍ବର୍ଗଙ୍କୁ ଇସ୍ରାଏଲ୍ରେ ଗିରଫ କରାଯିବା ସହ ତାଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଗ୍ରେଟା ଓ ତାଙ୍କ ସହଯୋଗୀମାନେ ଏକ ବୋଟ୍ରେ ସହାୟତା ସାମଗ୍ରୀ ନେଇ ଗାଜା ଯାଇଥିଲେ। ସେମାନେ ସେଠାରୁ ତୁର୍କୀ...
ଆଜି କଟକ ବନ୍ଦ: ଜାଣନ୍ତୁ କ’ଣ ରହିବ ବନ୍ଦ କ’ଣ ରହିବ ଖୋଲା
କଟକ,୬ା୧୦:କଟକ ସହରର ଦରଘାବଜାର ଦେଇ ଶୁକ୍ରବାର ରାତିରେ ଦୁର୍ଗାମେଢ଼ ଭସାଣି ଶୋଭାଯାତ୍ରା ଯାଉଥିବା ସମୟରେ ଜୟ ଶ୍ରୀରାମ ଧ୍ୱନିକୁ ନେଇ ଏକ ନିର୍ଦ୍ଦିଷ୍ଟ ଦିଗରୁ ପଥର, କାଚବୋତଲ ମାଡ଼ ହୋଇଥିଲା। ଏଥିରେ ଅନେକ ଆହତ ହୋଇଥିବାବେଳେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର...
ସ୍ବଦେଶୀ ମେସେଜିଂ ଆପ୍ ଆରାଟ୍ଟାଇ: ଡାଉନଲୋଡ୍ କଲେଣି ୭୫ ଲକ୍ଷ
ନୂଆଦିଲ୍ଲୀ, ୬ା୧୦ (ପି.ଟି.): ଜୋହୋ କର୍ପୋରେଶନ ଦ୍ୱାରା ପ୍ରସ୍ତୁତ ମେଡ୍ ଇନ୍ ଇଣ୍ଡିଆ ଇନ୍ଷ୍ଟାଣ୍ଟ ମେସେଜିଂ ଆପ୍ ‘ଆରାଟ୍ଟାଇ’କୁ ଶୁକ୍ରବାର ସୁଦ୍ଧା ୭୫ ଲକ୍ଷରୁ ଅଧିକ ୟୁଜର୍ସ ଡାଉନଲୋଡ୍ କରିଛନ୍ତି। ଏନେଇ ରବିବାର ଜୋହୋ କର୍ପୋରେଶନ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର...
‘ଭାରତ ନିଜ ବିମାନ ଧ୍ୱଂସାବଶେଷ ତଳେ ପୋତି ହୋଇଯିବ’
ଇସ୍ଲାମାବାଦ,୬ା୧୦: ଆଉ ଥରେ ସଂଘର୍ଷ ହେଲେ ଭାରତ ଏହାର ବିମାନଗୁଡ଼ିକର ଧ୍ୱଂସାବଶେଷ ତଳେ ପୋତି ହୋଇଯିବ ବୋଲି ରବିବାର ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ୍ ଧମକ ଦେଇଛନ୍ତି। ଏଥିସହ ଗତ ମେ’ରେ ‘ଅପରେଶନ୍ ସିନ୍ଦୂର’ ବେଳେ ପାକିସ୍ତାନ ଭାରତର...
ଆଇସିୟୁରେ ଲାଗିଲା ନିଆଁ, ୬ ମୃତ
ଜୟପୁର,୬।୧୦: ଜୟପୁରର ପ୍ରମୁଖ ହସ୍ପିଟାଲ, ସୱାଇ ମାନ ସିଂହ ହସ୍ପିଟାଲର ଆଇସିୟୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୬ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି। ଏସଏମଏସ ହସ୍ପିଟାଲ ଟ୍ରମା ସେଣ୍ଟରର ଇନଚାର୍ଜ ଡାକ୍ତର ଅନୁରାଗ ଧାକଡ କହିଛନ୍ତି ଯେ...
Archives


