ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ
ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା ଏବଂ ପଥର କୁଆଁରୀ ନିମନ୍ତେ ପାହାଡ଼କୁ କାଟିବା ଦ୍ୱାରା ପ୍ରଚଣ୍ତ ଶବ୍ଦ ଯୋଗୁ…
ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍: ହୋହଲ୍ଲା ପରେ…
କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ ଯାତାୟତ କରିଥାଏ। ଆଜି ସକାଳ ୭ ଟା ସମୟରେ ବାଲୁଗାଁ ଠାରୁ ଯାତ୍ରୀ…
ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…
ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର ପ୍ରଧାନଶିକ୍ଷକ ପଦ୍ମଲୋଚନ ସୁନାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପର୍ଯ୍ୟବେକ୍ଷକ ଭାବେ ବସନ୍ତପଡା…
ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ
ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ ଜଙ୍ଗଲ ଜମିରେ ଚାଷ ସହ ଘର ଦ୍ୱାରକରି ରହୁଛନ୍ତିି। ଏହି ଜମିରେ ବନ…
ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…
ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ କଲେ ଖାଲି ପ୍ରତିଶ୍ରୁତି ମିଳୁଛି, ମାତ୍ର କାର୍ଯ୍ୟକାରୀ ହେଉନି । ଜିଲା ପ୍ରଶାସନ…
ଏସ.ଆଇ.ଆର୍ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା
ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ ଜାଣିବେ। ଏଥିସହ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ ହୋଇପାରିବ। ତେଣୁ ଉପଖଣ୍ଡ ପ୍ରଶାସନ…
ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍…
କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା ନେଇ କୁତ୍ରା ଥାନାରେ ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡିଛି ଯେ, ପଥର ଚିପ୍ସ…
ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ
ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି କାମ ହୋଇଛି। ମାତ୍ର ଗୋଟିଏ ପରେ ଗୋଟିଏ ଅନିୟମିତତା ପଦାକୁ ଆସିବାରେ ଲାଗିଛି।…
ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…
ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର ଓଡ଼ିଶାର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ (ITR) ରୁ ‘ପିନାକା ଲଙ୍ଗ୍ ରେଞ୍ଜ୍…
ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍ ଅଟକାଇଲେ ଲୋକୋ ପାଇଲଟ୍, ଭାଇରାଲ ହେଉଛି ଭିଡିଓ
ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍ ଟ୍ରେନ୍ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଇନ୍ଦୋର-ମାଓ ଡେମୁ ପ୍ୟାସେଞ୍ଜର ଟ୍ରେନକୁ ଇନ୍ଦୋର ନିକଟ…
ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି
ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨ ଦିବ୍ୟାଙ୍ଗ ଯୋଡ଼ିଙ୍କ ବିବାହ ସମ୍ପନ୍ନ ହୋଇଥିଲା। ସ୍ବପ୍ନା…
ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ
ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ସେ ହେଲେ ସାନଖେମୁଣ୍ଡି…

